Latest Odisha News

BREAKING NEWS

Browsing Tag

congress

ବିବେକ ଅନୁସାରେ ମାଟିର ଝିଅକୁ ଭୋଟ୍ ଦେଲି: ମହମ୍ମଦ ମୋକିମ୍

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଲେ ମହମ୍ମଦ ମୋକିମ । ରାଷ୍ଟ୍ରପତି ନିର୍ବାଚନରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଛନ୍ତି । ଦ୍ରୌପଦୀଙ୍କୁ ଭୋଟ୍ ଦେବା ପରେ ବିଧାୟକ ମୋକିମଙ୍କ ପ୍ରତିକ୍ରିୟା ରଖି କହିଛନ୍ତି, ‘ମୁଁ ମାଟିର ଝିଅକୁ ଭୋଟ୍ ଦେଲି’ ।…

ରାଷ୍ଟ୍ରପତି ନିର୍ବାଚନ: ଦ୍ରୈାପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ବ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍

ଓଡ଼ିଶା ସମ୍ବାଦ ବ୍ୟୁରୋ:  ରାତି ପାଇଲେ ରାଷ୍ଟ୍ରପତି ନିର୍ବାଚନ । ଏଥର ନିର୍ବାଚନରେ ଏନଡିଏ ଏବଂ ୟୁପିଏ ପ୍ରାର୍ଥୀଙ୍କ ମଧ୍ୟରେ ନିର୍ଚାଚନ ହେବ । ଭୋଟ ଦେବେ ସାଂସଦ ଏବଂ ବିଧାୟକ । ତେବେ ସରକାରୀ ଦଳର ପ୍ରାର୍ଥୀ ଚୟନ କୁ ନେଇ ଏବେ ସାରା ଭାରତରେ ଚର୍ଚା ହେଉଛି । ଏହାବି କୁହାଯାଉଛି ଦ୍ରୈାପଦୀ…

କଂଗ୍ରେସକୁ ଶିବୁ ସୋରେନ କାହିଁକି ଦେଲେ ଝଟକା ?

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଆଉ ଦୁଇ ଦିନ ପରେ ରାଷ୍ଟ୍ରପତି ନିର୍ବାଚନ । ନିର୍ବାଚନ ଯେତିକି ପାଖେଇ ଆସୁଛି ଏନଡିଏ ପ୍ରାର୍ଥୀଙ୍କ ପ୍ରତି ସମର୍ଥନ ସେତିକି ବଢ଼ି ବଢ଼ି ଯାଉଛି । ତେବେ ସବୁଠୁ ବଡ଼ କଥା ହେଉଛି ମହାରାଷ୍ଟ୍ରରେ ଉଦ୍ଧବ ଠାକରେଙ୍କ ଶିବସେନା  କଂଗ୍ରେସ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ମନା…

କ୍ୟାପିଟାଲ ହସ୍‌ପିଟାଲ ଓ ଆଚାର୍ଯ୍ୟ ହରିହର କର୍କଟ ହସ୍‌ପିଟାଲର ଆଉଟସୋର୍ସିଂକୁ କଂଗ୍ରେସର ବିରୋଧ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲ ଏବଂ କଟକ ସ୍ଥିତ ଆଚାର୍ଯ୍ୟ ହରିହର କର୍କଟ ହସ୍ପିଟାଲକୁ ରାଜ୍ୟ ସରକାର ଘରୋଇକରଣ କରିବା ଲକ୍ଷ୍ୟରେ ଅଛନ୍ତି ବୋଲି ଅଭିଯୋଗ କରିଛି ରାଜ୍ୟ କଂଗ୍ରେସ । ଏଭଳି କିଛି ନିଷ୍ପତ୍ତି କିମ୍ବା ଘୋଷଣା ସରକାରଙ୍କ ପକ୍ଷରୁ ହୋଇନାହିଁ । କିନ୍ତୁ ଓଡ଼ିଶା ପ୍ରଦେଶ…

ଗୁରୁତ୍ୱପୂର୍ଣ୍ଣ ବୈଠକ ଛାଡ଼ି ବିଦେଶ ଗସ୍ତରେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ମଙ୍ଗଳବାର ୟୁରୋପ ଗସ୍ତରେ ଯାଇଛନ୍ତି । ଭାରତରେ ଦୁଇଟି ଦଳୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ ଛାଡ଼ି ବ୍ୟକ୍ତିଗତ କାମ ପାଇଁ ରାହୁଲ ବିଦେଶ ଗସ୍ତ କରିଛନ୍ତି । ରାହୁଲ ରାଷ୍ଟ୍ରପତି ନିର୍ବାଚନ ଆଗରୁ ରବିବାର ସୁଦ୍ଧା ଫେରିବେ ବୋଲି ଏନଡିଟିଭି ପକ୍ଷରୁ…

ରନ୍ଧନ ଗ୍ୟାସ୍ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଜୟପୁର: ଦିନକୁ ଦିନ ରନ୍ଧନ ଗ୍ୟାସ ସିଲିଣ୍ଡର ଦର ବଢ଼ି ଚାଲିଛି । ଘରୋଇ ଗ୍ୟାସର ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ କରିଛି କଂଗ୍ରେସ । ଜୟପୁର ସ୍ଥିତ ଜିଲ୍ଲା କଂଗ୍ରେସ ଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ନଳୀନି ରଥଙ୍କ…

ମହାରାଷ୍ଟ୍ର ବାଚସ୍ପତି ନିର୍ବାଚନ:ରାହୁଲ ନାର୍ବେକର ହେଲେ ବାଚସ୍ପତି

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାରେ ରାହୁଲ ନାର୍ବେକର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ବିଜେପି ପ୍ରାର୍ଥୀ ରାହୁଲଙ୍କୁ 164 ବିଧାୟକଙ୍କ ସମର୍ଥନ ମିଳିଛି ।  ତାଙ୍କୁ ବାଚସ୍ପତି ଭାବେ ଘୋଷଣା କରାଯାଇଛି । https://twitter.com/ANI/status/1543482395243847680…

ରାହୁଲ ଗାନ୍ଧୀଙ୍କୁ ସମାଲୋଚନା ପାଇଁ ଜେପି ନଡ୍ଡାଙ୍କୁ କ୍ଷମା ମାଗିବାକୁ କହିଲେ ଜୟରାମ ରମେଶ

ନୂଆଦିଲ୍ଲୀ: କଂଗ୍ରେସ ନେତା ଜୟରାମ ରମେଶ ବିଜେପି ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ଚିଠି ଲେଖି କ୍ଷମା ମାଗିବାକୁ କହିଛନ୍ତି । ଜୟରାମ ଚିଠିରେ କାରଣ ବତାଇଛନ୍ତି ଯେ, ବିଜେପିର କିଛି ନେତା ରାହୁଲ ଗାନ୍ଧୀଙ୍କ ଏକ ପ୍ରତିକ୍ରିୟାରେ କାଟଛାଟ୍ କରି ସୋସିଆଲ ମିଡିଆରେ ସେୟାର କରିଛନ୍ତି ।…

ଆଜିଠୁ ମୌସୁମୀ ଅଧିବେଶନ

ଭୁବନେଶ୍ବର: ଆଉ କିଛି ସମୟ ପରେ ଆରମ୍ଭ ହେବ  ବିଧାନସଭାର ମୌସୁମୀ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୪ ପର୍ଯ୍ୟନ୍ତ ବସିବାକୁ ଥିବା ଏହି ଅଧିବେଶନରେ ୨୪ଟି କାର୍ଯ୍ୟଦିବସ ରହିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।…

“କଂଗ୍ରେସ ସରକାରରେ ରଥଯାତ୍ରା ବେଳେ ଗୁଜୁରାଟ ଲୋକଙ୍କ ଭିତରେ ଦଙ୍ଗା ଭୟ ଥିଲା”

ଗାନ୍ଧୀନଗର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜୁରାଟରେ ରଥ ଯାତ୍ରା ପାର୍ବଣ ସମୟରେ କଂଗ୍ରେସକୁ ସାଂଘାତିକ ସମାଲୋଚନା କରିଛନ୍ତି । କଂଗ୍ରେସ ସରକାର ସମୟରେ ଗୁଜୁରାଟରେ ରଥଯାତ୍ରା ବେଳେ ଲୋକେ ଦଙ୍ଗା ଭୟରେ ରହୁଥିଲେ । କୌଣସି ମୁହୂର୍ତ୍ତରେ ଦଙ୍ଗା ହେବାର ଭୟ ଲୋକଙ୍କ ଭିତରେ ରହୁଥିଲା ।…