Latest Odisha News

BREAKING NEWS

Browsing Tag

congress

କୋରାପୁଟ ସାଂସଦଙ୍କୁ ମିଳିଲା କଂଗ୍ରେସର ନୂଆ ଦାୟିତ୍ବ

ଭୁବନେଶ୍ୱର: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଗୁରୁବାର ଦିନ କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲକାଙ୍କୁ ଦଳର ଜାତୀୟ ସେକ୍ରେଟାରୀ ଭାବେ ନିଯୁକ୍ତ କରିଛନ୍ତି। ଏଥିସହିତ ତାଙ୍କୁ ଛତିଶଗଡର ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ନିକଟରେ ପାଞ୍ଚଟି ରାଜ୍ୟରେ ଶେଷ ହୋଇଥିବା…

କୋଭିଡ୍ ପରିଚାଳନାକୁ ନେଇ ମୋଦି ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ଶିଖରରେ ରହିଥିବା ବେଳେ ଆକ୍ରାନ୍ତଙ୍କୁ ମେଡିକାଲରେ ବେଡ୍ ମିଳୁନି, ଅକ୍ସିଜେନ୍ ଅବାଭ ଦେଖା ଦେଇଛି । ଅନ୍ୟପଟେ ବିଜେପି ପ୍ରଚାରରେ ମାତିଛି । ଏବେର ସମୟ ଜନତାଙ୍କ ଦୁଃଖ ଶୁଣିବାର, ପ୍ରଚାରର ନୁହେଁ ବୋଲି କହି କେନ୍ଦ୍ରର ମୋଦି ସରକାରଙ୍କୁ ଜୋଦଦାର…

ବିଦ୍ୟୁତ୍ ଦର ବୃଦ୍ଧିକୁ ବିରୋଧୀଙ୍କ ବିରୋଧ, ବିଧାନସଭା ୧୧ଟା ୩୦ ଯାଏ ମୁଲତବି

ଭୁବନେଶ୍ୱର: ପ୍ରଶ୍ନକାଳ ଆରମ୍ଭରୁ ଆଜି ଚାଲିପାରିନାହିଁ ବିଧାନସଭା । ବିରୋଧୀ କଂଗ୍ରେସ ଓ ବିଜେପି ବିଧାୟକ ପ୍ରଶ୍ନକାଳ ଆରମ୍ଭରୁ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । କଂଗ୍ରେସ ବର୍ଦ୍ଧିତ୍ ବିଦ୍ୟୁତ୍ ଦରକୁ ନେଇ ହୋହଲ୍ଲା କରିଥିବା ବେଳେ ବିଜେପି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଜୁ…

ବଦଳିଯିବ କି ସୋନିଆଙ୍କ ଦଳର ନାଁ?

ନୂଆଦିଲ୍ଲୀ: ହିନ୍ଦୁ ମହାସଭାର ଜଣେ କାଉନସିଲର ଭାବରେ ବାବୁଲାଲ ଚୌରାସିଆ କଂଗ୍ରେସରେ ଯୋଗଦେବା ସହିତ ମଧ୍ୟପ୍ରଦେଶରେ ରାଜନୀତି ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ ହିନ୍ଦୁ ମହାସଭା (HIMSS) ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଡକ୍ଟର ଜୟବୀର ଭରଦ୍ୱାଜ କଂଗ୍ରେସର ଅନ୍ତରୀଣ ସଭାପତି ସୋନିଆ…

ବିଧାୟକଙ୍କ ଦରବୃଦ୍ଧି ପ୍ରତିବାଦ; ସାଇକେଲରେ ବିଧାନସଭା ଆସିଲେ, ଚୂଲ୍ଲା ଟେକି ଆଣିଲେ

ପାଟଣା: ଲଗାତାର ଭାବେ ବଢ଼ି ଚାଲିଛି ପେଟ୍ରୋଲ-ଡିଜେଲ ସହ ଏଲପିଜି ଦର । ଯାହାର ପ୍ରଭାବ ପଡ଼ିଛି ସିଧା ଖାଉଟିଙ୍କ ଉପରେ । ପେଟ୍ରୋଲଜାତ ପଦାର୍ଥର ଅହେତୁକ ଦରବୃଦ୍ଧିକୁ ନେଇ ରାଜନୀତି ବି ଆରମ୍ଭ ହୋଇଯାଇଛି । ସରକାର ବିଧାୟକମାନଙ୍କ ଲାଗି ଗାଡ଼ି ସହ ତେଲଖର୍ଚ୍ଚ ଯୋଗାଇ ଦେଉଛନ୍ତି । ଦରବୃଦ୍ଧି…

ଆସନ୍ତାକାଲି କଂଗ୍ରେସର ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର: ସୋମବାର ଓଡ଼ିଶା ବନ୍ଦ । କଂଗ୍ରେସ ଦଳ ପକ୍ଷରୁ ଆସନ୍ତାକାଲି ଦିଆଯାଇଥିବା ଓଡ଼ିଶା ବନ୍ଦ ଶାନ୍ତିପୂର୍ଣ୍ଣ ରହିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି । କଂଗ୍ରେସ ସକାଳ ୭ଟାରୁ ଦିନ ଗୋଟାଏ ଯାଏ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି । ବନ୍ଦରୁ ଅତ୍ୟାବଶ୍ୟକୀୟ ସେବା…

ବଜେଟ୍‌ ୨୦୨୧ ହେଉଛି କୃଷକ ବିରୋଧୀ ବଜେଟ୍‌; କଂଗ୍ରେସ

ନୂଆଦିଲ୍ଲୀ: କଂଗ୍ରେସ ସୋମବାର କେନ୍ଦ୍ର ସରକାରଙ୍କୁ କୃଷି ସହ ଜଡିତ ସମସ୍ୟାର ସମାଧାନ କରିବାରେ ସମାଲୋଚନା କରିଛି ଏବଂ କେନ୍ଦ୍ର ବଜେଟକୁ 'କୃଷକ ବିରୋଧୀ' ବୋଲି କହିଛି। କଂଗ୍ରେସ ନେତା ଜୟଭୀର ଶେରଗିଲ କହିଛନ୍ତି ଯେ କୃଷି କ୍ଷେତ୍ରରେ ଖାଲି ସଂସ୍କାର ଏବଂ ଅଧିକ ନକଲି ସରକାରୀ ରିପୋର୍ଟ…

କୃଷକଙ୍କ ସମର୍ଥନରେ ରାଷ୍ଟ୍ରପତି ଭବନ ଯାଏ ଆଜି ରାଲି କରିବେ ରାହୁଲ, ଦିଲ୍ଲୀ ପୋଲିସ କହିଲା ଅନୁମତି ନାହିଁ

ନୂଆଦିଲ୍ଲୀ: ନୂଆ କୃଷି ଆଇନକୁ ନେଇ ଆନ୍ଦୋଳନରେ ବସିଛନ୍ତି ଚାଷୀ । ଜିଦରେ ଅଟଳ ଅଛନ୍ତି । ଏଭଳି ପରିସ୍ଥିତିରେ ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧି କୃଷି ଆଇନ ତଥା ଚାଷୀଙ୍କ ସମର୍ଥନରେ ଦିଲ୍ଲୀ ବିଜୟଚୌକରୁ ରାଷ୍ଟ୍ରପତି ଭବନ ଏଯାଏ ଏକ ରାଲି କରିବେ । ରାହୁଲଙ୍କ ନେତୃତ୍ୱରେ ହେବାକୁ ଥିବା ଏହି…

ଆଭ୍ୟନ୍ତରୀଣ କନ୍ଦଳ ଓ ସଂକଟ ଦୂର କରିବାରୁ କଂଗ୍ରେସର ଅସନ୍ତୁଷ୍ଟ ନେତାଙ୍କ ସହ ସୋନିଆଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: କଂଗ୍ରେସ ଭିତରେ ଗୋଷ୍ଠୀ କନ୍ଦଳ ଦୂର ସହ ସଂଗଠନକୁ ସୁଦୃଢ଼ କରିବା ନେଇ ସୋନିଆ ଗାନ୍ଧିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିଲ୍ଲୀ ୧୦ ଜନପଥ ସ୍ଥିତ ସୋନିଆ ଗାନ୍ଧିଙ୍କ ବାସଭବନରେ ଅନୁଷ୍ଠିତ ହୋଇଛି ଏହି ବୈଠକ । ଏଥିରେ ଅସନ୍ତୁଷ୍ଟ ୨୩ ଜଣ ବରିଷ୍ଠ ନେତାଙ୍କ ସହ ବିଭିନନ୍ ପ୍ରସଙ୍ଗରେ…

କେଉଁ ଦଳ ପାଇଁ କଂଗ୍ରେସ ଛାଡିଲେ ଅଭିନେତ୍ରୀ ବିଜୟାଶାନ୍ତି ?

ହାଇଦ୍ରାବାଦ: ଅଭିନେତ୍ରୀରୁ ପଲିଟିସିଆନ୍ ପାଲଟିଥିବା ବିଜୟାଶାନ୍ତି କଂଗ୍ରେସ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ୨୦୧୪ରେ ସେ କଂଗ୍ରେସ ଦଳରେ ଯୋଗ ଦେଇଥିଲେ । ଆସନ୍ତା ସୋମବାର ବିଜୟାଶାନ୍ତି ଭାରତୀୟ ଜନତା ପାର୍ଟିରେ ଯୋଗଦେବେ । ବିଜେପିରେ ଯୋଗଦେବା ସହ ସୋମବାର…