ମୋଦି କହିଲେ ଖଡଗେ ରିମୋଟ କଣ୍ଟ୍ରୋଲରେ ପରିଚାଳିତ, ପ୍ରିୟଙ୍କା ମାରିଦେଲେ ରାମଙ୍କ ତୀର!
ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଏବେ ଜମୁଛି ପ୍ରଚାର। ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ହେଭିୱେଟ ମାନଙ୍କ ଭିଡ଼ ଜମୁଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କୁ ଏମପିରେ ଦେଖିବାକୁ ମିଳିଛି।
ମୋଦି ଦମୋହ ବିଧାନସଭା କ୍ଷେତ୍ରରେ…