Latest Odisha News

BREAKING NEWS

Browsing Tag

congress

ସିଡବ୍ଲୁସି ବୈଠକ: ନେତୃତ୍ୱ ପରିବର୍ତ୍ତନ ଚିଠିର ସମୟକୁ ନେଇ ପ୍ରଶ୍ନ ଉଠାଇଲେ ରାହୁଲ

ନୂଆ ଦିଲ୍ଲୀ: କଂଗ୍ରେସର ପରବର୍ତ୍ତୀ ମୁଖିଆ ପ୍ରସଙ୍ଗରେ ବସିଥିବା ଦଳର କାର୍ଯ୍ୟକାରିଣୀ ବୈଠକରେ ବରିଷ୍ଠ ନେତାଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି । ବିଶେଷ କରି ନେତୃତ୍ୱ ପରିବର୍ତ୍ତନ ସମ୍ପର୍କିତ ଚିଠିକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ରାହୁଲ ଗାନ୍ଧି । ସିଡବ୍ଲୁସି ବୈଠକରେ ରାହୁଲ…

ପୁରୀ ବଗଲା ଧର୍ମଶାଳା ଜମି ମାମଲାର ଉଚ୍ଚସ୍ତରୀୟ ତଦନ୍ତ ହେଉ: କଂଗ୍ରେସ

ଭୁବନେଶ୍ୱର: ପୁରୀ ବଗଲା ଧର୍ମଶାଳା ଜମି ମାମଲାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି ରାଜ୍ୟ କଂଗ୍ରେସ । ଦଳ ପକ୍ଷରୁ ଆଜି ପ୍ରେସମିଟ୍ କରି ପ୍ରଶ୍ନ କରାଯାଇଛି ଯେ, କେଉଁ ନିୟମ ଆଧାରରେ ଜମି ଅଧିଗ୍ରହଣ କରାଗଲା । କେଉଁ ଆଇନରେ ଅଛି ସରକାର ଦଶ ପ୍ରତିଶତ ଅଧିକ ଟଙ୍କା ଦେବେ ବୋଲି । ଆଇନରେ ଅଛି…

ବଦଳିବେ କି ରାଜ୍ୟ କଂଗ୍ରେସ ସଭାପତି? ମେଳି ବାନ୍ଧିଲେ ବିଧାୟକ

ଭୁବନେଶ୍ୱର: ସିଡବ୍ଲୁସି ବୈଠକ ପୂର୍ବରୁ ରାଜ୍ୟ କଂଗ୍ରେସ ବାନ୍ଧିଛି ମେଳି । ରାଜ୍ୟ କଂଗ୍ରେସ ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି । ଆଜି ବରିଷ୍ଠ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ କଂଗ୍ରେସ ନେତାଙ୍କ ଏକ ବୈଠକ ବସିଥିଲା । ଏଥିରେ…

କଂଗ୍ରେସ ସଭାପତି ପଦ ଛାଡିବେ ସୋନିଆ !

ନୂଆଦିଲ୍ଲୀ: କଂଗ୍ରେସର ଅନ୍ତରୀଣ ସଭାପତି ପଦ ଛାଡିବେ ସୋନିଆ ଗାନ୍ଧୀ । ଇଣ୍ଡିଆ ଟୁଡେର ସୂତ୍ର ଅନୁଯାୟୀ ସୋନିଆ ଗାନ୍ଧୀ ପାର୍ଟି ସହଯୋଗୀଙ୍କୁ କହିଛନ୍ତ ସେ ଅନ୍ତରୀଣ ସଭାପତି ଭାବେ ନିଜର ଏକ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି। ତାଙ୍କୁ ପାର୍ଟିର ସଭାପତି ପଦରୁ ହଟିବା ଉଚିତ୍ ଏବଂ ପାର୍ଟିକୁ…

ଯବାନଙ୍କ ଉପରେ ମୋଦୀଙ୍କ ଭରସା ନାହିଁ : ରାହୁଲ

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମାରିଛନ୍ତି ବାଣ । ଚୀନ୍ ସହ ଓ ସୀମା ବିବାଦ ଚାଲିଥିବା ବେଳେ ରାହୁଲ ଟ୍ୱିଟ୍ ଜରିଆରେ ଟାର୍ଗେଟ କରିଛନ୍ତି ମୋଦୀଙ୍କୁ । ପ୍ରଧନମନ୍ତ୍ରୀ ମୋଦୀ ସେନା ଉପରେ ବିଶ୍ୱାସ କରନ୍ତି ନାହିଁ ବୋଲି…

ମାସେ ପରେ ଗେହଲଟ-ପାଇଲଟ କୋଳାକୋଳି

ଜୟପୁର: ପୁଣି କଂଗ୍ରେସ ଫ୍ଲାଇଟକୁ ଫେରିଲେ ପାଇଲଟ । ଗେହଲଟଙ୍କ ବିମାନରେ ବସିଲେ ସଚିନ । ଗେଟିଏ ମାସର ଟଣାଓଟରା ପରେ ଦଳକୁ ଫେରିଲେ ପ୍ରଦଶେ କଂଗ୍ରେସ କମିଟିର ରାଜ୍ୟ ସଭାପତି ରହିଥିବା ସଚିନ ପାଇଲଟ । ବାଦ ବିବାଦ, ମାତାନ୍ତର ଓ ଆରୋପ ପ୍ରତ୍ୟାରୋପ ଭୁଲି ହୋଇଛି ପାଇଲଟ ଓ ଗେହଲଟଙ୍କ ଭେଟ୍‌ଘାଟ…

ରାଜସ୍ଥାନ ରାଜନୀତି: କାଲି ଗୃହରେ ଅନାସ୍ଥା ପ୍ରସ୍ତାବ ଆଣିବ ବିଜେପି

ଜୟପୁର: ରାଜସ୍ଥାନ ରାଜନୀତିରେ ଏବେବି ଜାରି ରହିଛି ନାଟକ । ଏଠାରେ ଘଡିବେ ଘୋଡା ଛୁଟୁଛି । ଶୁକ୍ରବାର ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ମଧ୍ୟରେ ବିଜେପି ଆସନ୍ତାକାଲି ଗୃହରେ ଅନାସ୍ଥା ପ୍ରସ୍ତାବ ଆଣିବ ବୋଲି ଘୋଷଣା କରିଛି। ତେଣୁ ଅଶୋକ ଗେହଲଟ ସରକାର ସାମ୍ନାରେ ଆସ୍ଥା ଭୋଟ୍…

ରାଜ୍ୟରେ ମନ୍ଦିର ଖୋଲନ୍ତୁ ସରକାର

ଭୁବନେଶ୍ୱର: ରାଜ୍ୟରେ ମନ୍ଦିର ଓ ମସଜିଦ୍ ଖୋଲିବାକୁ ଦାବି କରିଛନ୍ତି ବିରୋଧୀ । କଂଗ୍ରେସ କହିଛି, ସାରା ଭାରତରେ ମନ୍ଦିର ଓ ମସଜିଦ୍ ଖୋଲିଲାଣି । ଓଡିଶାରେ ବି ଶୀଘ୍ର ଖୋଲିବା ଆବଶ୍ୟକ । ପୁରୀର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅନଲାଇନ୍ ଦର୍ଶନ ପାଇଁ ବୁକିଂ ବ୍ୟବସ୍ଥା ଉଚିତ ନୁହେଁ । ରଥଯାତ୍ରା…

କୋରାପୁଟ ନାବାଳିକାକୁ କେବେ ମିଳିବ ନ୍ୟାୟ: କଂଗ୍ରେସ ମହିଳା ମୋର୍ଚ୍ଚା

ଭୁବନେଶ୍ୱର: କରୋନା ମହାମାରୀ ଭିତରେ କୋରାପୁଟ କୋଟପାଡର ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣା ପ୍ରସଙ୍ଗକୁ ପୁଣି ଉଠାଇଛି କଂଗ୍ରେସ ମହିଳା ମୋର୍ଚ୍ଚା । ପୀଡିତାଙ୍କୁ ଶୀଘ୍ର ନ୍ୟାୟ ନମିଳିଲେ ମହିଳା ମୋର୍ଚ୍ଚା ଆସନ୍ତା ଦିନରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି । ରାଜ୍ୟ…

ରାମ ମନ୍ଦିରକୁ ନେଇ ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର: ଆସନ୍ତାକାଲି ଅଯୋଧ୍ୟାରେ ଭଗବାନ ଶ୍ରୀରାମଙ୍କ ମନ୍ଦିରର ଭୂମି ପୂଜନ ଅନୁଷ୍ଠିତ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ରାଜ୍ୟରେ ରାଜନୀତି ସରଗରମ ହୋଇଛି । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, କାଲିର ଦିନ ଇତିହାସର ସ୍ୱର୍ଣ୍ଣିମ ଅଧ୍ୟାୟରେ…