Latest Odisha News

BREAKING NEWS

Browsing Tag

congress

ସରକାରୀ ବଙ୍ଗଳା ଖାଲି କଲେ ପ୍ରିୟଙ୍କା ଗାନ୍ଧି

ନୂଆଦିଲ୍ଲୀ: ସରକାରୀ ବଙ୍ଗଳା ଖାଲି କଲେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି । ଲ୍ୟୁଟିୟନ୍ସ ଜୋନରେ ଥିବା ବଙ୍ଗଳାକୁ ଖାଲି କରିଛନ୍ତି । ଏହାର ଚାବିକୁ କେନ୍ଦ୍ର ଲୋକ ନିର୍ମାଣ ବିଭାଗର ଅଧିକାରୀଙ୍କୁ ହସ୍ତାନ୍ତର କରିଛନ୍ତି ପ୍ରିୟଙ୍କା । ତାପୂର୍ବରୁ ସେ ସମସ୍ତ ବକେୟା ବିଲ୍ ପୈଠ କରିଥିଲେ…

କରୋନା ପରୀକ୍ଷା ଓ ପରିଚାଳନାକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଦ୍ରୁତ ଗତିରେ ବ୍ୟାପିଚାଲିଥିବା ବେଳେ ସରକାରଙ୍କ କୋଭିଡ୍ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । କଂଗ୍ରେସ କହିଛି, ରାଜ୍ୟ ସରକାରଙ୍କ କୋଭିଡ ପରିଚାଳନାରେ ସମ୍ପୂର୍ଣ୍ଣ ତ୍ରୁଟି ରହିଛି । ଚିକିତ୍ସା ବଦଳରେ ସରକାର କେବଳ ସଚେତନ ଓ କିଟ୍ କିଣାରେ…

କଂଗ୍ରେସ କରୁଛି କଣ?

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ସତରେ କଂଗ୍ରେସ କରୁଛି କଣ? ଏ ପ୍ରଶ୍ନ ଏବେ ବାରବାର ସାମ୍ନାକୁ ଆସଛି, ତାହା ପୁଣି ଜୋରଦାର ଢଙ୍ଗରେ । ମଧ୍ୟ ପ୍ରଦେଶ ଓ ରାଜସ୍ଥାନ ଘଟଣା ପରେ ଏହାର ପ୍ରାସଙ୍ଗିକତା ଆହୁରି ବଢି ଯାଇଛି । ଯେଉଁ ଢଙ୍ଗରେ ଜାତୀୟସ୍ତରରେ…

ଉପନିର୍ବାଚନ ପାଇଁ ଅଂଟା ଭିଡିଲା କଂଗ୍ରେସ

ଚ୍ଚୁବନେଶ୍ୱର: ତିର୍ତ୍ତୋଲ ଏବଂ ବାଲେଶ୍ୱର ଉପନିର୍ବାଚନ ପାଇଁ ଏବେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ଜଟଣୀ ବିଧାୟକ ତଥା ଦଳର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ତିର୍ତ୍ତୋଲ ଦାୟିତ୍ୱ ଦିଆଯାଇଛି । ସେ କହିଛନ୍ତି, କଂଗ୍ରେସ ଟିକେଟ ପାଇଁ ୨ ଜଣ ଆଶାୟୀ ଅଛନ୍ତି । ତାଙ୍କ ଭିତରେ ପୂର୍ବତନ ବିଧାୟକ…

ମଧ୍ୟପ୍ରଦେଶ ପରେ ରାଜସ୍ଥାନରେ ରାଜନୈତିକ ସଙ୍କଟ

ଜୟପୁର: ମଧ୍ୟପ୍ରଦେଶ ପରେ ରାଜସ୍ଥାନ ରାଜନୀତି ଏବେ ଟଳମଳ । ରାଜସ୍ଥାନରେ କଂଗ୍ରେସର ଦୁଇ ବରିଷ୍ଠ ନେତାଙ୍କ ମଧ୍ୟରେ ସୃଷ୍ଟି ହୋଇଛି ବିବାଦ । ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଉପମୁଖ୍ୟମନ୍ତ୍ରୀ ସଚିନ୍ ପାଇଲଟଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଛି । ଉଭୟଙ୍କ ଝଗଡା ଏବେ ଦିଲ୍ଲୀରେ…

ବଦଳିବେ ରାଜ୍ୟ କଂଗ୍ରେସ ମଙ୍ଗୁଆଳ !

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟ କଂଗ୍ରେସର ମଙ୍ଗୁଆଳ ବଦଳିବେ । ଏଥିପାଇଁ ରେସରେ ୧୩ ଜଣ ବରିଷ୍ଠ ନେତା ଅଛନ୍ତି ବୋଲି ଆଜି ଭବିଷ୍ୟବାଣୀ କରିଛନ୍ତି ଜଟଣୀ ବିଧାୟକ ତଥା ବରିଷ୍ଠ ନେତା ସୁରେଶ ରାଉତରାୟ । ସୁର କହିଛନ୍ତି, ଖୁବ ଶୀଘ୍ର ପିସିସି ସଭାପତି ପଦରେ ପରିବର୍ତ୍ତନ ହୋଇପାରେ । ଏହି ରେସରେ…

ମାସ୍କ, ପିପିଇ କିଟ୍ ଭଳି ମୋବାଇଲ କିଣାରେ ଦୁର୍ନୀତି ହୋଇଛି : ରାଜ୍ୟ କଂଗ୍ରେସ

ଭୁବନେଶ୍ୱର: କୋଭିଡ ସାମଗ୍ରୀ କିଣାରେ ଦୁର୍ନୀତି ନେଇ ବାରମ୍ବାର ଅଭିଯୋଗ ଆଣିବା ପରେ ଆଜି ମୋବାଇଲ କିଣାରେ ବି ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ରାଜ୍ୟ କଂଗ୍ରେସ । କେନ୍ଦ୍ର ସରକାର ପ୍ରଦାନ କରିଥିବା ସ୍ପେଶିଫିକେସନ୍‌କୁ ବଦଳାଇ ରାଜ୍ୟ ସରକାର ମୋବାଇଲ କିଣିଛନ୍ତି ବୋଲି ସାମ୍ବାଦିକ…

ଗୋଷ୍ଠୀ ସଂକ୍ରମଣ ହେଲେ ସ୍ଥିତି ଭୟାନକ ହେବ, ସଟ୍‌ଡାଉନ୍ କର: ପିସିସି ସଭାପତି

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କୟା ବିସ୍ତାର କରିବାରେ ଲାଗିଛି କରୋନା । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କିଛି ଦିନ ତଳେ ଓଡ଼ିଶାରେ କରୋନା ପ୍ରବାସୀଙ୍କ ମଧ୍ୟରେ ସୀମିତ ଥିଲା । ଏବେ କିନ୍ତୁ ଏହା ଗୋଷ୍ଠୀ ସଂକ୍ରମଣ ଆଡକୁ ଗତି କରୁଛି । ଥରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ…

ତେଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଧାରଣା

ଭୁବନେଶ୍ୱର: ରାତି ପାହିଲେ ବଢୁଛି ତେଲଦର । ଗତ ୨୧ ଦିନ ଭିତରେ ଡିଜେଲ ୧୧ଟଙ୍କା ଓ ପେଟ୍ରୋଲ ୯ଟଙ୍କା ବଢିଲାଣି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଆଜି ରାଜଭବନ ସମ୍ମୁଖରେ ଧାରଣା ଦେଇଛି କଂଗ୍ରେସ । ଗୋଟିଏ ପଟେ ଲକଡାଉନ୍ ଏବଂ ଅନ୍ୟପଟେ ତେଲ ଦର ବୃଦ୍ଧି ଲୋକଙ୍କ ପାଇଁ ଚିନ୍ତା…

କୋଭିଡ ପରିଚାଳନାରେ ସରକାର ବିଫଳ: ବିରୋଧୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ କୋଭିଡ୍ ପରିଚାଳନାରେ ବିଫଳତାକୁ ନେଇ ରାଜରାସ୍ତାରେ ଗର୍ଜିଛନ୍ତି ବିରୋଧୀ । ଆଜି ୧୩ଟି ବିରୋଧୀ ଦଳ ଏକାଠି ହୋଇ ମିଳିତ ଭାବେ ପ୍ରତିବାଦ କରିଛନ୍ତି । କଂଗ୍ରେସ, ବାମ ଦଳ, ଆମ୍ ଆଦମୀ ପାର୍ଟି ସମେତ ୧୩ଟି ବିରୋଧୀ ଦଳ ରାଜଧାନୀର ମାଷ୍ଟର କ୍ୟାଂଟିନ ଛକରେ ପ୍ରତିବାଦ…