Latest Odisha News

BREAKING NEWS

Browsing Tag

congress

ସ୍ନାନଯାତ୍ରା ଭଳି ରଥଯାତ୍ରା କରାଯାଉ: ପିସିସି ସଭାପତି

ଭୁବନେଶ୍ୱର: ରଥଯାତ୍ରା ନେଇ ସରକାର ପୁନଃବିଚାର କରିବା ଉଚିତ କି । ଆଜି ଏହି ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖି ପିସିସି ସଭାପତି ନିରଂଜନ ପଟ୍ଟନାୟକ କହିଛନ୍ତି ଯେ, କଟକଣା ଭିତରେ ରଥଯାତ୍ରା କରିହେବ । ସଟଡାଉନ୍ କରି ସ୍ନାନ ଯାତ୍ରା ଭଳି ରଥଯାତ୍ରା କରନ୍ତୁ ସରକାର । ସେପଟେ ବରିଷ୍ଠ ବିଜେପି…

ରଥଯାତ୍ରା ବନ୍ଦକୁ ନେଇ ତେଜିଲା ରାଜନୀତି, କାନ୍ଦି ପକାଇଲେ ସୁର

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ରାୟ ପରେ ରଥଯାତ୍ରାକୁ ନେଇ ରହିଥିବା ଦ୍ୱନ୍ଦ ଦୂର ହୋଇଛି । ହେଲେ ରଜନୀତି ଜୋର ଧରିଛି । ଏହି ପ୍ରସଙ୍ଗରେ ଆଜି ରାଜ୍ୟ ସରକାରଙ୍କୁ କଡା ଭାଷାରେ ସମାଲୋଚନା କରିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର । ସେ କହିଛନ୍ତି, ରଥଯାତ୍ରା ନେଇ ଯାହା ଆଶଙ୍କା…

କୋଭିଡ୍ ସାମଗ୍ରୀ କିଣା ନେଇ କଂଗ୍ରେସର ନୂଆ ଅଭିଯୋଗ

ଭୁବନେଶ୍ୱର: ଗୋଟିଏ ପଟେ ରାଜ୍ୟ ସରକାର କରୋନା ମହାମାରୀ ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଥିବା ବେଳେ ରାଜ୍ୟରେ କୋଭିଡ୍ ସାମଗ୍ରୀ କିଣା ନେଇ ଆଜି ନୂଆ ଦୁର୍ନୀତି ଅଭିଯୋଗ ଆଣିଛି କଂଗ୍ରେସ । ସାମ୍ବାଦିକ ସମ୍ମିଳନୀ କରି କଂଗ୍ରେସ ନେତା ପ୍ରଦୀପ ମାଝି କହିଛନ୍ତି ଯେ, ଶ୍ରମିକଙ୍କୁ ଉପକରଣ ଓ…

‘ମୁହଁ ନଖୋଲି ରଥଯାତ୍ରା ବନ୍ଦ କଲେ’

ଭୁବନେଶ୍ୱର: ଚଳିତ ବର୍ଷ ପୁରୀ ରଥଯାତ୍ରା ହେବବି । ଆଜି ଏନେଇ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏହାପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ଦେଖା ଦେଇଛି। ରଥଯାତ୍ରା ବନ୍ଦ ନେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛି ବିରୋଧୀ । ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ…

କରୋନା ସାମଗ୍ରୀ କିଣା ପ୍ରସଙ୍ଗ: ଲୋକାୟୁକ୍ତଙ୍କ ଦ୍ୱାରସ୍ତ ହେଲା କଂଗ୍ରେସ

ଭୁବନେଶ୍ୱର: ରାଜ୍ୟରେ କରୋନା ସାମଗ୍ରୀ କିଣା ନେଇ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଆଜି ଲୋକାୟୁକ୍ତଙ୍କ ଦ୍ୱାରସ୍ତ ହୋଇଛି କଂଗ୍ରେସ । ଲୋକାୟୁକ୍ତଙ୍କ ନିକଟରେ କଂଗ୍ରେସ ପକ୍ଷରୁ ପିଟିସନ୍ ଦାଖଲ କରାଯାଇଛି । ବିଧାୟକ ସୁରେଶ ରାଉତରାୟ, ତାରା ପ୍ରସାଦ ବାହୀନିପତି, ବରିଷ୍ଠ ନେତା…

ନିବୁଲାଇଜର କିଣାରେ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର: ମାସ୍କ ଓ ପିପିଇ କିଟ ପରେ ଏବେ ନିବୁଲାଇଜର କିଣାରେ ଦୁର୍ନୀତି ଅଭିଯୋଗ ଆଣିଛି କଂଗ୍ରେସ । କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି ନିବୁଲାଇଜର କିଣିବା ସମୟରେ ଗୋଟିଏ କମ୍ପାନୀ ୨ଥର କୋଟେସନ ଦେଇଥିଲା । ୨୧ ତାରିଖରେ ଦେଇଥିବା ପ୍ରଥମ କୋଟେସନରେ ଏହାର ଦାମ ୩୧ଶହ ଟଙ୍କା ଥିବା…

ତେଲ ଦର ବଢୁଛି, ରାଜନୀତି ବି ତେଜୁଛି

ଭୁବନେଶ୍ୱର: ଲଗାତର ତେଲ ଦର ବୃଦ୍ଧିକୁ ନେଇ ଆରମ୍ଭ ହୋଇଯାଇଛି ରାଜନୀତି । ରାଜ୍ୟ ବିଜେପି କହିଛି, ତୈଳ ଦର ହଠାତ୍ କମିଗଲେ ଦେଶବାସୀଙ୍କ ପାଇଁ କ୍ଷତିକାରକ । ରାଜ୍ୟ ସରକାର ଚାହିଁଲେ ଯେଉଁ ଭାଟ୍ ଆଦାୟ କରୁଛନ୍ତି, ତାକୁ କମ୍ କରି ଦର କମାଇପାରିବେ । ୨୧ ବର୍ଷ ରହିବା ପରେ ବି ଅନ୍ୟ ସୂତ୍ରରୁ…

ରଥଯାତ୍ରା ନେଇ ଶୀଘ୍ର ନିଷ୍ପତ୍ତି ନିଅନ୍ତୁ ସରକାର

ଭୁବନେଶ୍ୱର: ରଥଯାତ୍ରାକୁ ନେଇ ରାଜ୍ୟ ରାଜନୀତି ତେଜିବାରେ ଲାଗିଛି । ରାଜ୍ୟ ସରକାର ଏଯାଏ ଚୂଡାନ୍ତ ନିଷ୍ପତ୍ତି ନେଇନଥିବା ବେଳେ ଆଜି କଂଗ୍ରେସ କହିଛି, ରଥ ପ୍ରସ୍ତୁତ, ସେବାୟତ ବି ପ୍ରସ୍ତୁତ, ଶ୍ରୀମନ୍ଦିର ପ୍ରଶାସନ ବି ପ୍ରସ୍ତୁତ ତେଣୁ ରଥଯାତ୍ରା ହେବାରେ କୌଣସି ଅସୁବିଧା ନାହିଁ ।…

କଂଗ୍ରେସ ଭବନ ଆକ୍ରମଣ ପଛରେ ବିଜେଡି: ପ୍ରଦୀପ ମାଝି

ଭୁବନେଶ୍ୱର: ଶୁକ୍ରବାର କଂଗ୍ରେସ ଭବନରେ କର୍ମୀଙ୍କ ଉପରେ ହୋଇଥିବା ଆକ୍ରମଣ ପଛରେ ବିଜେଡିର ହାତ ରହିଥିବା କଂଗ୍ରେସ ଅଭିଯୋଗ କରିଛି । ବରିଷ୍ଠ ନେତା ପ୍ରଦୀପ ମାଝି କହିଛନ୍ତି, ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଇଙ୍ଗିତରେ କଂଗ୍ରେସ ଭବନରେ ଆକ୍ରମଣ ହୋଇଛି । ମାସ୍କ କିଣା ଦୁର୍ନୀତିରେ…

ମାସ୍କ କିଣାକୁ ନେଇ ରାଜନୀତି ସରଗରମ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସାମଗ୍ରୀ କିଣାକୁ ନେଇ ରାଜନୀତି ଦିନକୁ ଦିନ ତେଜିବାରେ ଲାଗିଛି । ବିରୋଧୀ ବିଜେପି ଓ କଂଗ୍ରେସର ତୁହାକୁ ତୁହା ଅଭିଯୋଗ ପରେ ଆଜି ସ୍ପଷ୍ଟୀକରଣ ରଖିଛି ବିଜେଡି । ସାମ୍ବାଦିକ ସମ୍ମିଳନୀ କରି ସାଂସଦ ସସ୍ମିତ ପାତ୍ର କହିଛନ୍ତି, କେନ୍ଦ୍ର ସରକାର ଯେଉଁ ଦର…