Latest Odisha News

BREAKING NEWS

Browsing Tag

congress

କଂଗ୍ରେସ ଛାଡିଲେ ‘ଭିମସାର୍’ ପୂର୍ବତନ ନିର୍ଦ୍ଦେଶକ ଅଶ୍ୱିନୀ ପୂଜାହାରୀ

ଭୁବନେଶ୍ୱର : ବୁର୍ଲା ସ୍ଥିତ ଭିମସାର୍ ମେଡିକାଲର ପୂର୍ବତନ ନିର୍ଦ୍ଦେଶକ ଡଃ ଅଶ୍ୱିନୀ ପୂଜାହାରୀ ସୋମବାର ଦିନ କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ଶ୍ରୀଯୁକ୍ତ ପୂଜାହାରୀ ନିଜ ଇସ୍ତଫା ପତ୍ର ସମ୍ବଲପୁର କଂଗ୍ରେସ ସଭାପତି ଏବଂ ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ…

ଜବର ଦଖଲକାରୀଙ୍କ କବଳରେ ୧୯,୦୦୦ ଏକର ସରକାରୀ ଜମି

ଭୁବନେଶ୍ୱର : ରାଜ୍ୟରେ ପ୍ରାୟ ୧୯,୪୫୦ ଏକର ସରକାରୀ ଜମି ଜବରଦଖଲ ହୋଇଥିବା ନେଇ ଗୁରୁବାର ଦିନ ବିଧାନସଭାରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ପ୍ରକାଶ କରିଛନ୍ତି । ବିଧାନସଭାରେ ଗୁରୁବାର ଦିନ ଗୃହର ପ୍ରଶ୍ନକାଳ ସମୟରେ କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର…

କଂଗ୍ରେସ ବିଧାୟକ ଦଳ ନେତା ଭାବେ ନରସିଂହ ମିଶ୍ର ନିର୍ବାଚିତ

ଭୁବନେଶ୍ୱର : ସର୍ବସମ୍ମତିକ୍ରମେ କଂଗ୍ରେସ ବିଧାୟକ ଦଳର ନେତା ଭାବେ ନରସିଂହ ମିଶ୍ରଙ୍କୁ ସୋମବାର ବିଳମ୍ବିତ ରାତିରେ ଚୟନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ନରସିଂହ ମିଶ୍ର କହିଛନ୍ତି, “ ତାଙ୍କ ଦଳ ଗୃହରେ ରାଜ୍ୟର କୃଷକ, ବେକାରୀ ସମସ୍ୟା, ଆଇନ ଓ କାନୁନ ବ୍ୟବସ୍ଥା ସମ୍ବନ୍ଧୀୟ…

ବିଜେପି ଓ କଂଗ୍ରେସ ନେତାଙ୍କ ଷଡଯନ୍ତ୍ର ହିଁ ମୋ ପରାଜୟର କାରଣ: ଜର୍ଜ ତିର୍କୀ

ସୁନ୍ଦରଗଡ : କଂଗ୍ରେସର ବରିଷ୍ଠ ନେତା ଜର୍ଜ ତିର୍କୀ ନିଜ ପରାଜୟ ଲାଗି ବୁଧବାର ଦିନ ବିଜେପି ଓ ତାଙ୍କ ଦଳୀୟ ପାର୍ଟିର କିଛି ନେତାଙ୍କ ଦ୍ୱାରା ରଚାଯାଇଥିବା ଷଡଯନ୍ତ୍ରକୁ ଦାୟୀ କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ସୁନ୍ଦରଗଡ ଲୋକସଭା ଆସନରୁ ନିର୍ବାଚନ ଲଢିଥିବା ଶ୍ରୀଯୁକ୍ତ ତିର୍କୀ…

ଶୋଚନୀୟ ପରାଜୟ ପରେ କଂଗ୍ରେସର ବଡ ନିଷ୍ପତ୍ତି, ଟିଭି ପରଦାକୁ ଯିବେ ନାହିଁ ଦଳୀୟ ମୁଖପାତ୍ର

ନୂଆଦିଲ୍ଲୀ : ୨୦୧୯ ସାଧାରଣ ନିର୍ବାଚନରେ ଦେଶବ୍ୟାପୀ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି । ଏପରିକି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଇସ୍ତଫାକୁ ଅସ୍ୱିକାର କରିବା ନେଇ ରାଜନୈତିକ ମାହୋଲ ଏକପ୍ରକାର ସରଗରମ ହୋଇପଡିଛି । ଏହି ପରିପ୍ରେକ୍ଷୀରେ ଆସନ୍ତା ୧ମାସ ଯାଏଁ କଂଗ୍ରେସ ଟିଭି ପରଦା ଠାରୁ…

ଆସ୍କା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନାଙ୍କ ଦେହାନ୍ତ

ବ୍ରହ୍ମପୁର/ଭୁବନେଶ୍ୱର : ଆସ୍କା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନାଙ୍କୁ କେହି ଦୁବୃର୍ତ୍ତ ବୁଧବାର ଦିନ ଆକ୍ରମଣ କରିଥିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ଘଟିଛି । ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ…

ରାହୁଲ ଗାନ୍ଧୀ ୱାଏନଡରେ ଆଗୁଆ, ଆମେଠି ଆସନରେ ପଛୁଆ

ନୂଆଦିଲ୍ଲୀ : ସାରା ଦେଶରେ ଭୋଟ ଗଣତି ଆରମ୍ଭ ହୋଇଥିବାବେଳେ ରାଜନୈତିକ ମାହୋଲ ଏକପ୍ରକାର ସରଗରମ ହୋଇଉଠିଛି । ଏହି ପରିପ୍ରେକ୍ଷୀରେ କେରଳର ୱାଏନଡ୍ ଆସନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଗୁଆ ରହିଥିବା ଜଣାପଡିଛି । ତେବେ ରାହୁଲ ପ୍ରତିଦ୍ୱନ୍ଦୀତା କରୁଥିବା ଅନ୍ୟ ଏକ ଆସନ…

ନିର୍ବାଚନ ୨୦୧୯: ଉଭୟ ବିଧାନସଭା ଓ ଲୋକସଭା ପ୍ରାରମ୍ଭିକ ଗଣତିରେ ବିଜେଡି ଆଗୁଆ

ଭୁବନେଶ୍ୱର : ଓଡିଶା ଲୋକସଭା ଓ ବିଧାନସଭା ନିର୍ବାଚନର ଫଳାଫଳା ଗଣତି ଆରମ୍ଭ ହୋଇଥିବାବେଳେ ବିଜେପି ଓ କଂଗ୍ରେସ ଠାରୁ ଶାସକ ଦଳ ବିଜେଡି ଆଗୁଆ ରହିଛି । ଓଡିଶାରେ ୧୪୬ ବିଧାନସଭା ଆସନରୁ ବିଜେଡି ୪୭ଟି ଆସନ ଅକ୍ତିଆର କରିଥିବା ବେଳେ ବିଜେପି ଓ କଂଗ୍ରେସ କ୍ରମଶଃ- ୧୬ ଓ ୨ଟି ସିଟରେ ଆଗୁଆ…

ଇଭିଏମକୁ ନେଇ କଂଗ୍ରେସ ବିଧାୟକ ଭୋଟରଙ୍କୁ ଭ୍ରମିତ କରୁଥିବା ଅଭିଯୋଗ

କୋରର : ଇଭିଏମର ଦ୍ୱିତୀୟ ବଟନ୍ ଚିପିଲେ କରେଣ୍ଟ ଲାଗିବ ବୋଲି ନିର୍ବାଚନୀ ପ୍ରଚାର ବେଳେ ଛତିଶଗଡର ଜଣେ କଂଗ୍ରେସ ବିଧାୟକ ଭୋଟରଙ୍କୁ କହିଛନ୍ତି । ରାଜ୍ୟ ଅବକାରୀ ଓ ବାଣିଜ୍ୟ ଉଦ୍ୟୋଗ ମନ୍ତ୍ରୀ କବାସୀ ଲଖମା ଛତିଶଗଡର କୋଙ୍କର ଜିଲ୍ଲାର ଏକ ନିର୍ବାଚନୀ ର‌୍ୟାଲିରେ ମତଦାତା ମାନଙ୍କୁ…

କଂଗ୍ରେସ ଛାଡି ବିଜେଡିରେ ମିଶିଲେ ସାରଦା ପ୍ରସନ୍ନ ଜେନା

ଭୁବନେଶ୍ୱର : କଂଗ୍ରେସ ନେତା ସାରଦା ପ୍ରସନ୍ନ ଜେନା ଦଳର ପ୍ରାଥମିକତା ସଦସ୍ୟତା ପଦରୁ ଇସ୍ତଫା ଦେବାପରେ ଆଜି ବିଜୁ ଜନତା ଦଳ (ବିଜେଡି)ରେ ସେ ଯୋଗ ଦେଇଛନ୍ତି । ଶ୍ରୀଯୁକ୍ତ ଜେନା ତାଙ୍କର ସମର୍ଥକଙ୍କ ସହ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ…