ପାଟକୁରା ନିର୍ବାଚନ: ଜାଣନ୍ତୁ, କଂଗ୍ରେସ ଲାଗି କେଉଁମାନେ ହେଲେ ଷ୍ଟାର ପ୍ରଚାରକ
ଭୁବନେଶ୍ୱର : ଆଗାମୀ ଜୁଲାଇ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ପାଟକୁରା ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ଦଳ ମଧ୍ୟ ୪୦ ଜଣିଆ ତାରକା ପ୍ରଚାରକଙ୍କ ନାମ ଘୋଷଣା କରିଛି ।
ଏନେଇ ପିସିସି ମୁଖପାତ୍ର ପଦ୍ମାକର ଗୁରୁ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି ।
ଏହି ତାରକା…