ସତ୍ୟବାଦୀ ବ୍ଲକର ୩ଟି ଗ୍ରାମ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷିତ
ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ୩ଟି ଗ୍ରାମକୁ ଶନିବାର ଦିନ କରୋନା ସଂକ୍ରମଣ ନହେବା ଲାଗି କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷିତ କରାଯାଇଛି ।
ସତ୍ୟବାଦୀ ବ୍ଲକ ଦାସବିଦ୍ୟାଧରପୁର ପଞ୍ଚାୟତର ପଖିମୁଣ୍ଡା ଗ୍ରାମରେ ୨ଜଣ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସ୍ଥାନୀୟ…