Latest Odisha News

BREAKING NEWS

Browsing Tag

Containment Zone

ଭୁୁବନେଶ୍ୱରରେ ଆଉ ୭ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ଆଉ ୭ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ବଢ଼ୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କଣ୍ଟେନମେଣ୍ଟ ଜୋନ୍ । ବିଏମସି ପକ୍ଷରୁ ଭୁବନେଶ୍ୱର ଦକ୍ଷିଣ ପୂର୍ବ ଜୋନର ଏହି ୭ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହୋଇଛି । କଣ୍ଟେନମେଣ୍ଟ…

ଗୋଟିଏ ଦିନରେ ରାଜଧାନୀର ୨୧ଟି ସ୍ଥାନରେ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭୁବନେଶ୍ବର : ରାଜ୍ୟରେ ଚିନ୍ତା ବଢ଼ାଇଲାଣି ମହାମାରୀ ଭୂତାଣୁ । ଗୋଟିଏ ପଟେ ସଂକ୍ରମଣ ବଢ଼ି ଚାଲିଥିବା ବେଳେ, ଏବେ ହଟସ୍ପଟ ପାଲଟିଛି ଭୁବନେଶ୍ବର । ଏଥିପାଇଁ ପଦକ୍ଷେପ ନେଇଛି ଭୁବନେଶ୍ବର ମହାନଗର ନିଗମ । ସଂକ୍ରମିତ ଚିହ୍ନଟ ପରେ ଆଜି ଗୋଟିଏ ଦିନରେ ୨୧ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ…

ଭୁବନେଶ୍ୱରରେ ବଢୁଛି କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ବଢୁଛି କରୋନା ସଂକ୍ରମଣ । ତାସହ ବଢୁଛି କଟକଣା । ଭୁବନେଶ୍ୱରରେ ଆଉ ୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ । ନୟାପଲ୍ଲୀ ଓ ଭୀମପୁରର ଗୋଟିଏ ଲେଖାଏ ସ୍ଥାନକୁ କଣ୍ଟେନମେଣ୍ଟ କରାଯାଇଛି । ସେହିପରି ଶ୍ରୀକ୍ଷେତ୍ର ବିହାରରେ ଦୁଇଟି ଅଞ୍ଚଳକୁ…

ରାଜଧାନୀକୁ ପୁଣି ଫେରିଲା କୋଭିଡ୍ କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ବର : ଭୟ ବଢ଼ାଇଲା ନୂଆ ଭାରିଆଣ୍ଟ ଓମିକ୍ରନ୍ । ନୂଆ ଭାରିଆଣ୍ଟକୁ ନେଇ ଭୟ ବଢ଼ିଥିବା ବେଳେ, ଏବେ ରାଜଧାନୀ ଭୁବନେଶ୍ବରକୁ ପୁଣି ଫେରିଛି କଣ୍ଟେନମେଣ୍ଟ । ଏକାଧିକ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ସତର୍କତା ଭାବେ ପଦକ୍ଷେପ ନେଇ ବିଏମସି । ଭିଏସ୍ଏସ୍ ନଗରର ୧୧ ନମ୍ବର ୱାର୍ଡ ଓ…

ପୁରୀର ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପୁରୀ: କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ପୁରୀ ଜିଲ୍ଲା ପ୍ରଶାସନ ବୁଧବାର ଦିନ କଣାସ ଗ୍ରାମ ଏବଂ ସଂଲଗ୍ନ ବଜାର ଅଞ୍ଚଳକୁ ୭ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରିଛି। କଣାସ ବିଡିଏ ଲୋଚାନ ଦାସଙ୍କ ଅନୁଯାୟୀ, କଣାସ ବ୍ଲକର ୪୦୦ ରୁ ଅଧିକ ଲୋକ କରୋନା ସଂକ୍ରମିତ ହେବା…

ଅନୁଗୁଳର ଏହି ଅଂଚଳ କଣ୍ଟେନେମେଣ୍ଟ ଜୋନ୍ ଘୋଷିତ

ଅନୁଗୁଳ: ଜିଲ୍ଲାରେ ପ୍ରଥମ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ତାଳଚେର ପୌରପାଳିକା । ଦୁଇଦିନରେ ୩୦ରୁ ଅଧିକ ସଂକ୍ରମିତଙ୍କ ଚିହ୍ନଟ ପରେ ୧୩ ନମ୍ବର ୱାର୍ଡକୁ ନିଷିଦ୍ଧାଂଚଳ ଘୋଷଣା କରାଯାଇଛି । ଅନ୍ୟପଟେ ତାଳଚେର ପୌରାଂଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । କେବଳ ପୌରାଂଚଳରୁ ହିଁ…

କରୋନା ପଜିଟିଭ୍ ଚିହ୍ନଟ ପରେ କଟକ ଜିଲ୍ଲାର ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: ପୁଣି ଫେରିଲା କଣ୍ଟେନମେଣ୍ଟ । ୧୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଗାଁକୁ କଣ୍ଟେନମେଣ୍ଟ ଜୋନା ଘୋଷଣା କରିଛି କଟକ ଜିଲ୍ଲା ପ୍ରଶାସନ । କଣ୍ଟାପଡ଼ା ବ୍ଲକ ପାଟସୁନ୍ଦରପୁର ପଞ୍ଚାୟତର ନୂଆସାହି ଗାଁକୁ ୧୦ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି ଉପ-ଜିଲ୍ଲାପାଳ । ଗାଁର ଗୋଟିଏ…