ରାଜ୍ୟରେ ଗଠନ ହେଲା କରୋନା କମିଟି
ଭୁବନେଶ୍ବର : ମହାରାଷ୍ଟ୍ର ସମେତ ଦେଶର କିଛି ରାଜ୍ୟରେ ଦୃତ ଗତିରେ ବ୍ୟାପୁଛି କରୋନା ସଂକ୍ରମଣ । ଏଥିପାଇଁ ଲୋକଙ୍କ ମନରେ ପଶିଲାଣି ଛନକା । ସଂକ୍ରମଣକୁ ରୋକିବା ପାଇଁ ପଦକ୍ଷେପ ନିଆଯାଉଥିବା ବେଳେ, ରାଜ୍ୟରେ ସତର୍କ ହୋଇଉଠିଛି ସ୍ବାସ୍ଥ୍ୟ ବିଭାଗ । କରୋନା ମହାମାରୀକୁ ଦେଖି ଜନସ୍ବାସ୍ଥ୍ୟ…