କରୋନାରେ ଗଲା ଆଉ ୯ ମୁଣ୍ଡ, କେନ୍ଦୁଝର ଜିଲ୍ଲାରେ ପ୍ରଥମ ମୃତ୍ୟୁ
ଭୁବନେଶ୍ୱର: ମାଡୁଛି ସଂକ୍ରମଣ, ରାଜ୍ୟରେ ଯାଉଛି ଜୀବନ । ଗତ ୨୪ ଘଣ୍ଟାରେ ଆଉ ୯ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।
ସେହିପରି ଗଞ୍ଜାମ ଜିଲ୍ଲାରୁ ୬ ଜଣଙ୍କ…