Latest Odisha News

BREAKING NEWS

Browsing Tag

Corona Death toll

କରୋନା ସହ ମୁକାବିଲା: ଆଇସିୟୁ ଛାଡ଼ିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍‌

ଲଣ୍ଡନ: କରୋନା ଭୂତାଣୁ ଜନିତ ପରୀକ୍ଷାରେ ପଜିଟିଭ୍ ଚିହ୍ନିତ ହେବାପରେ ସୋମବାର ରାତିରେ ଆଇସିୟୁରେ ଭର୍ତ୍ତି ହୋଇଥିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଜନସନ୍ ଲଣ୍ଡନର ସେଣ୍ଟ୍ ଥୋମାସ ହସ୍ପିଟାଲର ଇଣ୍ଟେନସିଭ୍ କେୟାର ୟୁନିଟରେ ୪ ଦିନ ଚିକିତ୍ସିତ ହେବା ପରେ ଗୁରୁବାର ଦିନ…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦୦ ଟପିଲା, ମୃତ୍ୟୁ ସଂଖ୍ୟା ୭୫ ଛୁଇଁଲା

ନୂଆଦିଲ୍ଲୀ: ବିଗତ ଏକ ସପ୍ତାହରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ବେଗରେ ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୭୨ରେ ପହଞ୍ଚିଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହିତ କରୋନାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ…

କରୋନା କବଳରେ ସାରା ବିଶ୍ୱ: ମୃତ୍ୟୁ ସଂଖା ୫୨ ହଜାର ଟପିଲା

ଭୁବନେଶ୍ୱର: ବିଶ୍ୱରେ କରୋନା ସଂକ୍ରମଣ ଚିନ୍ତାଜନକ ପରିସ୍ଥିତିରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏକ କୋଟିରୁ ଅଧିକ ହୋଇଥିବା ବେଳେ ଶୁକ୍ରବାର ସକାଳ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫୨ ହଜାର ଟପିଛି । ଏଥି ସହିତ ପ୍ରାୟ ଦୁଇ ଲକ୍ଷ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ପୂର୍ବରୁ…