Latest Odisha News

BREAKING NEWS

Browsing Tag

Corona Death

ତାମିଲନାଡୁ କୃଷି ମନ୍ତ୍ରୀଙ୍କ ପରଲୋକ

ଚେନ୍ନାଇ: ତାମିଲନାଡୁର କୃଷି ମନ୍ତ୍ରୀ ଆର ଡୋରିକାନ୍ନୁ କରୋନା ସଂକ୍ରମଣ ପରେ ମୃତ୍ୟୁ ଘଟିଛି। ୧୩ ଅକ୍ଟୋବରରେ ୭୨ ବର୍ଷିୟ ଡୋରିକାନ୍ନୁ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା। ଡୋରିକାନ୍ନୁଙ୍କ ୯୦ ପ୍ରତିଶତ ଫୁସଫୁସ ସଂକ୍ରମଣ ହୋଇଥିବା ରିପୋର୍ଟରୁ ଜଣାପଡ଼ିଥିଲା। ତାଙ୍କ…

କରୋନା ନେଲା ଆଉ ୧୬ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୯୪୦କୁ ବୃଦ୍ଧି

ଭୁବନେଶ୍ୱର: ଗତ ୨୪ଘଣ୍ଟା ମଧ୍ୟରେ ଆଉ ୧୬ ଜଣ ରୋଗୀ ଏହି କରୋନା ରୋଗରେ ଆକ୍ରାନ୍ତ ହୋଇ ପ୍ରାଣତ୍ୟାଗ କରିଛନ୍ତି । ମଙ୍ଗଳବାର ଦିନ ସୁଦ୍ଧା ଓଡିଶାରେ ମୃତ୍ୟୁ ସଂଖ୍ୟା ୯୪୦କୁ ବୃଦ୍ଧି ପାଇଛି। ୧୦ ଟି ଜିଲ୍ଲାରୁ ରିପୋର୍ଟ ହୋଇଥିବା ନୂତନ ମୃତ୍ୟୁ ମଧ୍ୟରେ ୪ଟି ବାଲେଶ୍ୱରରୁ, ୨ଟି କଟକ ଓ…

କେନ୍ଦ୍ରମନ୍ତ୍ରୀଙ୍କ ପରେ କରୋନା ନେଲା ଆଉ ଜଣେ ନେତାଙ୍କ ମୁଣ୍ଡ

ବେଙ୍ଗାଲୁରୁ: କେନ୍ଦ୍ର ରେଳ ମନ୍ତ୍ରୀ ସୁରେଶ ଅଙ୍ଗଡି କୋଭିଡ-୧୯ରେ ମୃତ୍ୟୁବରଣ କରିବାର ଗୋଟିଏ ଦିନ ପରେ ଏହି ମାରାତ୍ମକ ଭୁତାଣୁ କର୍ଣ୍ଣାଟକ ବିଡର ବିଧାୟକ ଅର୍ଜୁନ ବାସଭାକଲ୍ୟାଣ ନାରାୟଣ ରାଓଙ୍କ ମୃତ୍ୟୁ ର କାରଣ ହୋଇଛି । ମୃତ୍ୟୁବରଣ ବେଳେ ବିଧାୟକ  ୬୬ ବର୍ଷର ହୋଇଥିଲେ। ଗତ କିଛି ଦିନ…

ଭାରତରେ କୋଭିଡ-୧୯ ମୃତ୍ୟୁ ସଂଖ୍ୟା ଅନ୍ୟ ଦେଶ ତୁଳନାରେ କମ୍: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ସମାନ ପ୍ରଭାବିତ ଦେଶ ତୁଳନାରେ ଭାରତରେ କୋଭିଡ କାରଣରୁ ପ୍ରତି ମିଲିୟନ୍ ଜନସଂଖ୍ୟାରେ ମୃତ୍ୟୁ ସଂଖ୍ୟା କମ୍ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ରବିବାର ରାଜ୍ୟସଭାକୁ କହିଛନ୍ତି। କୌଣସି ପ୍ରତିଷ୍ଠିତ ଫାର୍ମାସ୍ୟୁଟିକାଲ୍ ହସ୍ତକ୍ଷେପ ନାହିଁ ଯାହା ସଂକ୍ରମଣର…

କରୋନାରେ ପ୍ରାଣ ହରାଇଲେ ଭୁବନେଶ୍ୱର ମଧ୍ଯ ବିଧାୟକଙ୍କ ପିଏସଓ

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ପିଏସଓ ଆଶିଷ ମହାକୁଳଙ୍କର କରୋନାରେ ମୃତ୍ୟୁ ହୋଇଛି । ଅଗଷ୍ଟ ୧୭ ତାରିଖରେ ବିଧାୟକ, ପିଏସଓ ଆଶିଷ ଏବଂ ତାଙ୍କ ଡ୍ରାଇଭରଙ୍କର କରୋନା ପରୀକ୍ଷଣ କୋଭିଡ୍ ପରୀକ୍ଷା କରାଯାଇଥିଲା । ଆଶିଷଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବା ସହ…

୨୪ ତାରିଖରେ ମୃତ୍ୟୁ, ୨୮ ତାରିଖରେ ଜାଣିଲେ ପରିବାର ଲୋକେ

ବ୍ରହ୍ମପୁର : ବାପା କୋଭିଡ କେୟାର ହସ୍ପିଟାଲରେ ଚିକିତ୍ସାଧୀନ । କିନ୍ତୁ ଗତ ୨୪ତାରିଖରୁ ତାଙ୍କ ସହ ଯୋଗାଯୋଗ ହୋଇପାରୁନ ଥିବାରୁ ବ୍ୟସ୍ତ ବ୍ୟବ୍ରତ ହୋଇ ହେଲପ ଲାଇନ ନମ୍ବରକୁ କଲ କରୁଛି ପୁଅ । କେତେବେଳେ ଉତ୍ତର ଆସୁଛି ରୋଗୀ ଆଇସିୟୁରେ ଅଛନ୍ତି ତ କେତେବେଳେ କହୁଛନ୍ତି ୱାର୍ଡକୁ ଆସିଲେଣି ଆଉ…

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଆକ୍ରାନ୍ତ ଯବାନ

ବାଲେଶ୍ୱର : କରୋନା ଛଡାଇନେଲା ମାଆର ଭେଣ୍ଡିଆ ପୁଅକୁ । ଭାରତ ମାତାର ସେବା କରିବା ପାଇଁ ଯାଇଥିବା ପୁଅ ଆଜି କରୋନା ସଂକ୍ରମଣରେ ଜୀବନ ଯୁଦ୍ଧରେ ହାରିଯାଇଛି । ଏବେ ପରିସ୍ଥିତି ଏପରି ଯେ ମଲାପୁଅର ମୁହଁକୁ ବି ଦେଖିପାରିଲେନି ମାଆ ବାପା । ତେଣୁ ମାଆ ଛାତି ଫାଟିଯାଉଛି । ସେ ନିରୁପାୟ । ବାହୁନି…

କରୋନା ସଙ୍କଟ ବେଳେ ଶବସତ୍କାର ନିୟମ ମାନ

କଟକ: ରାଜ୍ୟରେ ହୁ ହୁ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଦିନକରେ ୫ଶହରୁ ଏକ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏଭଳି ମହାମାରୀ ସମୟରେ ଶକସତ୍କାର ନିୟମ ମାନନ୍ତୁ ବୋଲି କୋଭିଡ ବୈଷୟିକ କମିଟି ମୁଖପାତ୍ର ଡାକ୍ତର ଜୟନ୍ତ ପଣ୍ଡା । ସେ କହିଛନ୍ତି, କୋଭିଡରେ ମୃତ ବ୍ୟକ୍ତିଙ୍କ…

କରୋନା ଆକ୍ରାନ୍ତ ରାଜ୍ୟର ଦ୍ୱିତୀୟ ସାମ୍ବାଦିକଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ରାଜ୍ୟ ଦ୍ୱିତୀୟ ସାମ୍ବାଦିକ ଭାବେ ଗଜପତି ଜିଲ୍ଲାର ଜଣେ ବରିଷ୍ଠ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ଏକ ତେଲୁଗୁ ଖବର କାଗଜରେ ସେ ସାମ୍ବାଦିକ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ…

କରୋନାରେ ଗଂଜାମ ସାମ୍ବାଦିକଙ୍କ ମୃତ୍ୟୁ

ଗଂଜାମ : ହିଂଜିଳିକାଟୁର ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କର କରୋନା ସଂକ୍ରମଣ ଯୋଗୁଁ ମୁତ୍ୟୁ ହୋଇଛି । ଆଜି ଅପରାହ୍ନରେ କିମସ୍ କୋଭିଡ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଗତ ୧୫ ଦିନ ହେଲା ସେ ଅସୁସ୍ଥ ଥିବାରୁ ତାଙ୍କ ସ୍ୱାବ ନମୁନା ଟେଷ୍ଟ କରାଯାଇଥିଲା । ସେତେବେଳେ ସେ ପଜିଟିଭ୍ ଥିବା…