କରୋନାରେ ଓଡିଆ ଡାକ୍ତରଙ୍କ ଦିଲ୍ଲୀରେ ମୃତ୍ୟୁ
ନୂଆଦିଲ୍ଲୀ : ଓଡିଆ ଡାକ୍ତରଙ୍କ ଦିଲ୍ଲୀରେ ମୃତ୍ୟୁ । ବ୍ରହ୍ମପୁର ଏମକେସିଜିରୁ ପାସ କରିଥିବା ଏହି ଡାକ୍ତରଙ୍କର ଆଜି ଦିନ ୧୧ଟା ରାଜୀବ ଗାନ୍ଧି ସୁପର ସ୍ପେଶାଲିଟି ହସ୍ପିଟାଲରେ ମୃତ୍ୟୁ ହୋଇଛି ।
ମୃତ ଡାକ୍ତରଙ୍କ ବୟସ ୩୯ ବର୍ଷ ହେବ । ଏନଏଚ୍ଏସଆରସିରେ ସେ ସିନିଅର କନସଲଣ୍ଟାଟ୍ ଭାବେ କାମ…