Latest Odisha News

BREAKING NEWS

Browsing Tag

Corona new cases

ଚିନ୍ତା ବଢ଼ାଉଛି କରୋନା ! ଦେଶରେ ୧୦ହଜାର୯୩ ଓ ରାଜ୍ୟରେ ୧୫୦୫ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ୧୦ହଜାର୯୩ଜଣ ନୂତନ କରୋନା ସଂକ୍ରମଣ ଚିହ୍ନଟ ଓ ଦିନକରେ ୧୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଜଣାପଡ଼ିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୫୪୨ରେ ପହଞ୍ଚିଥିବାବେଳେ ମୋଟ ମୃତ୍ୟୁସଂଖ୍ୟା…

ଆଉ ୨୮୦୦ ନୂଆ ସଂକ୍ରମଣ ସହ ରାଜ୍ୟରେ ୭୦ ହଜାର ଡେଇଁଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ସଙ୍ଗିନ ହେଉଛି କରୋନା ସ୍ଥିତି। ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୮୯୮ ଜଣ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୨୦ ରେ ପହଞ୍ଚିଛି । ଆଜି ଚିହ୍ନଟ ପଜିଟିଭଙ୍କ…