Latest Odisha News

BREAKING NEWS

Browsing Tag

corona outbreak

କୋଭିଡ୧୯: ଦେଶରେ ୨୪ ଘଣ୍ଟାରେ ୬୭ ହଜାର ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା ଡେଇଁଲା ୪୭ ହଜାର

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୬୬,୯୯୯ ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୨ ଜଣଙ୍କର ଜୀବନ ଯାଇଛି ।…

ଦେଶରେ ୨୪ ଘଣ୍ଟାରେ କରୋନା ନେଲା ୧୦୦୦ରୁ ଅଧିକ ମୁଣ୍ଡ, ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୨୨ ଲକ୍ଷ

ନୂଆଦିଲ୍ଲୀ: ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ହୁ ହୁ ହୋଇ ବିଜୁଳି ଗତିରେ ଉପର ମୁଁହା ହୋଇ ଚାଲିଛି ସଂକ୍ରମିତଙ୍କ ଗ୍ରାଫ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨,୧୫,୦୭୫ ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪…

ରାଜ୍ୟରେ ବଢୁଛି ସୁସ୍ଥତା ହାର: ମୋଟ ସଂଖ୍ୟା ଟପିଲା ୨୫ ହଜାର

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ପ୍ରତିଦିନ ଶହ ଶହ ସଂଖ୍ୟାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେହି ଅନୁପାତରେ ଆରୋଗ୍ୟ ହାର ମଧ୍ୟ ବଢ଼ିବାରେ ଲାଗିଛି । ବିନା କୌଣସି ଔଷଧ ରେ ଆମ ଡାକ୍ତରମାନେ ଏହି ମହାମାରୀରୁ ଲୋକଙ୍କୁ ବଞ୍ଚିବାରେ ଅନେକ ସଫଳତା ହାସଲ…

ସ୍ଥିତି ଅସମ୍ଭାଳ: ଭାରତରେ ସାଢ଼େ ୧୫ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୩୪,୧୯୩

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ଏହି ମହାମାରୀ ଭାରତରେ ନେଇଛି ଯାଇଛି ୭୬୮ ଜଣଙ୍କର ଜୀବନ । ହୁ ହୁ ହୋଇ…

ପୁଣି ଭାଙ୍ଗିଲା ରେକର୍ଡ଼: ଗୋଟିଏ ଦିନରେ ୪୯ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଟପିଲା ୩୦ ହଜାର

ନୂଆଦିଲ୍ଲୀ: ଭାରତରେ ସବୁ ରେକର୍ଡ ଭାଙ୍ଗି କରୋନା ମହାମାରୀ ଏବେ ଅସମ୍ଭାଳ ସ୍ଥିତିରେ ପହଞ୍ଚି ଯାଇଛି । ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୪୯,୩୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୪୦ ଜଣ ପ୍ରାଣ ହରାଇଛନ୍ତି। ଯାହା ସାଜିଛି ଚିନ୍ତାର କାରଣ । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା…

ଦେଶରେ ସବୁ ରେକର୍ଡ଼ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୪୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୧୧ ଶହରୁ ଉର୍ଦ୍ଧ୍ବ…

ନୂଆଦିଲ୍ଲୀ: ଭାରତରେ ସବୁ ରେକର୍ଡ ଭାଙ୍ଗି କରୋନା ମହାମାରୀ ଏବେ ଅସମ୍ଭାଳ ସ୍ଥିତିରେ ପହଞ୍ଚି ଯାଇଛି । ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୪୫,୭୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୨୯ ଜଣ ପ୍ରାଣ ହରାଇଛନ୍ତି। ଯାହା ସାଜିଛି ଚିନ୍ତାର କାରଣ । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା…

ଦେଶରେ କରୋନା ତାଣ୍ଡବ: ୨୪ ଘଣ୍ଟାରେ ୩୫ ହଜାର ଆକ୍ରାନ୍ତଙ୍କ ସହ ୧୦ ଲକ୍ଷ ଟପିଲା ମୋଟ ମାମଲା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୩୪,୯୫୬ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୭ ଜଣ ପ୍ରାଣ ହରାଇଛନ୍ତି । ଦେଖୁ ଦେଖୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦,୦୩,୮୩୨ ରେ…