Latest Odisha News

BREAKING NEWS

Browsing Tag

Corona Pandemic

ଡିଏସପିଙ୍କ ପରିବାରରେ ୪ କରୋନା ପଜିଟିଭ୍ ଚିହ୍ନଟ !

କଟକ: କଟକ ଜିଲ୍ଲାର ଆଠଗଡ଼ ସବ ଡିଭିଜନରେ ଜଣେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ (ଡିଏସପି)ଙ୍କ ପରିବାରର ୪ଜଣ ସଦସ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ ଏହି ସବ ଡିଭିଜନରେ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ସମେତ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା…

କ୍ୟାମେରା ଲେନ୍ସରେ ମହାପ୍ରଭୁଙ୍କ ‘ବାହୁଡ଼ା ଯାତ୍ରା’…

ପୁରୀ: ଭାଇ ଭଉଣୀଙ୍କୁ ନେଇ ରତ୍ନବେଦୀରୁ ଜନ୍ମବେଦୀ ବୁଲିଯାଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଶରଧାବାଲିରେ ଥିବା ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଆଜି ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରାରେ ବାହୁଡ଼ିଛନ୍ତି । ଅଧିକ ପଢନ୍ତୁ: ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା…

ଅନଲକ୍ ୨.୦ରେ କ’ଣ ସବୁ ବନ୍ଦ ରହିବ ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଅନଲକ୍ ୨.୦ ଗାଇଡ଼ଲାଇନ୍ ଜାରି କରିଛନ୍ତି । ଜୁଲାଇ ୧ ତାରିଖ ଅର୍ଥାତ୍ ବୁଧବାର ଦିନ ଠାରୁ ଏହି ଗାଇଡ଼ଲାଇନ୍ ପାଳନ ଆରମ୍ଭ ହେବ । ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି)ଙ୍କ ପକ୍ଷରୁ ଜାରି ହୋଇଥିବା ନୋଟିସ ଅନୁଯାୟୀ, ଆସନ୍ତା ଜୁଲାଇ…

ଯୁକ୍ତ ୨ ଅବଶିଷ୍ଟ ପରୀକ୍ଷା ପ୍ରସଙ୍ଗ: ଆଜି ଚୂଡ଼ାନ୍ତ ନିଷ୍ପତ୍ତି !

ଭୁବନେଶ୍ୱର: ଚଳିତବର୍ଷ ଅନୁଷ୍ଠିତ ହୋଇଥିବା ଯୁକ୍ତ ୨ର ବାକି ରହିଯାଇଥିବା ପରୀକ୍ଷା ଅନୁଷ୍ଠିତ ହେବ କି ନାହିଁ ସେ ନେଇ ଆଜି ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ନେବେ ଚୂଡ଼ାନ୍ତ ନିଷ୍ପତ୍ତି ।  କେନ୍ଦ୍ର ସରକାର ଜାରି କରଥିବା ନୁଆ ଗାଇଡ ଲାଇନ୍‌ରେ ସ୍କୁଲ, କଲେଜ ଆସନ୍‌ା ଜୁଲାଇ ୩୧ ପର୍ଯ୍ୟନ୍ତ…

ମଙ୍ଗଳବାର ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଏନେଇ ସୋମବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ପ୍ରକାଶ ପାଇଛି । Prime Minister @narendramodi will address the…

ଜୁଲାଇରେ କରୋନା ମୁକାବିଲା ଲାଗି ସରକାରଙ୍କ ରଣନୀତି; ଜିଲ୍ଲାପାଳ, ଏସପିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ଜୁଲାଇ ମାସରେ କରୋନା ମହାମାରୀର ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଣନୀତି ପ୍ରସ୍ତୁତ କରିଛନ୍ତି । ମୁଖ୍ୟମନ୍ତ୍ରୀ  ସୋମବାର ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ  ଜରିଆରେ ଜୁଲାଇ ମାସର କୋଭିଡ ରଣନୀତି ସଂପର୍କରେ ବରିଷ୍ଠ ଅଫିସର, ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ…

ଲଦାଖରେ ପୁଣି ଉତ୍ତେଜନା ସୃଷ୍ଟିକଲେ ଚୀନକୁ ଏଥର ବହୁମୂଲ୍ୟ ଦେବାକୁ ପଡ଼ିବ

ନୂଆଦିଲ୍ଲୀ: କରୋନା ମହାମାରୀ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିବା ଯୋଗୁଁ ଲକ୍ଷାଧିକ ଲୋକ ମୃତ୍ୟୁମୁଖରେ ପଡ଼ିଥିବା ବେଳେ ଚୀନ ଏବେ ସାରା ବିଶ୍ୱରେ ସାମ୍ରାଜ୍ୟବାଦୀ ନୀତି ଜାହିର୍ କରିବାରେ ଲାଗିଛି । କେବଳ ଭାରତର ଲଦାଖ୍ ନୁହେଁ ବରଂ ହଂକଂ, ତାଇୱାନ, ଜାପାନ ଓ ଇଣ୍ଡୋନେସିଆ ପରି…

କରୋନା ମହାମାରୀ: ଏକାଠି ହେଲେ ୧୩ ବିରୋଧି ରାଜନୈତିକ ଦଳ, ଜୁନ୍ ୨୬ରେ ରାଜ୍ୟସ୍ତରୀୟ ପ୍ରତିବାଦ ସଭା

ଭୁବନେଶ୍ୱର: କରୋନା ମହାମାରୀ ପରିଚାଳନାରେ ବିଫଳତା ଏବଂ ଲୋକଙ୍କ ଜୀବନ ଜୀବିକା ସୁରକ୍ଷା ଦାବିନେଇ ଏକାଠି ହୋଇଛନ୍ତି ରାଜ୍ୟର ୧୩ଟି ବିରୋଧି ରାଜନୈତିକ ଦଳ । ଆସନ୍ତା ଜୁନ୍ ୨୬ ତାରିଖରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିରୋଧରେ ରାଜ୍ୟସ୍ତରୀୟ ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।…