Latest Odisha News

BREAKING NEWS

Browsing Tag

Corona Positive Cases

କରୋନାର ସମ୍ଭାବ୍ୟ ତୃତୀୟ ଲହର ନେଇ ଏମିତି କଥା କହିଲେ ଡିଏମଇଟି

ଭୁବନେଶ୍ୱର: କରୋନା ସେକେଣ୍ଡ ଓ୍ୱେଭ୍ ପ୍ରକୋପ କମିଥିବା ବେଳେ ତୃତୀୟ ଲହରକୁ ନେଇ ଏବେ ଚର୍ଚ୍ଚା ଚାଲିଛି । ବିଶେଷଜ୍ଞ ଆକଳନ କରୁଛନ୍ତି ଥାର୍ଡ ଓ୍ୱେଭରେ ପିଲାମାନେ ଅଧିକ ସଂକ୍ରମିତ ହେବେ । ସେପ୍ଟେମ୍ୱର କିମ୍ୱା ଅକ୍ଟୋବରରେ ପିକ୍ ନେଇ ବିଶେଷଜ୍ଞ ଆକଳନ କରୁଛନ୍ତି । ସେତେବେଳେ ଦେଶରେ ଦୈନିକ…

ଆଜି ରାଜ୍ୟରୁ ୭୬୧ କରୋନା ପଜିଟିଭ୍, ୦-୧୮ ବର୍ଷ ଭିତରେ ୧୦୧ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମଣ । ଏଣିକି ହଜାରେ ଭିତରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୬୧ ସଂକ୍ରମିତ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ୧୦୧ ଜଣ ଅଛନ୍ତି । ମୋଟ୍ ସଂକ୍ରମିତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୪୪୩ ଜଣ ଚିହ୍ନଟ ହୋଇଥିବା…

ରାଜ୍ୟରେ ହଜାରେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ଆଉ ୧୦୪ ପିଲା ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ କମୁଛି କରୋନାର ଦୈନିକ ସଂକ୍ରମଣ । ଆଜି ହଜାରେ ତଳକୁ ଖସିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୬୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ୧୦୪ ଜଣ ସଂକ୍ରମିତ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୫୦୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୬୧ । ୨୪ ଘଣ୍ଟାରେ…

ଆରମ୍ଭ ହେଲା ମୌସୁମୀ ଅଧିବେଶନ, ୧୭ ଜଣ ସାଂସଦ କରୋନା ପଜିଟିଭ

ନୂଆଦିଲ୍ଲୀ: ସଂସଦରେ ଆରମ୍ଭ ହୋଇଛି ମୌସୁମୀ ଅଧିବେଶନ । ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବାଧ୍ୟତାମୂଳକ ପରୀକ୍ଷଣରେ ସଂସଦର ୧୭ଜଣ ସଦସ୍ୟ କରୋନାଭାଇରସ୍ ପାଇଁ ସକରାତ୍ମକ ପରୀକ୍ଷା କରିଛନ୍ତି। ସଂକ୍ରମିତ ସାଂସଦମାନଙ୍କ ମଧ୍ୟରେ ବିଜେପିର ସର୍ବାଧିକ ସଂଖ୍ୟା-୧୨, ୱାଆରଏସ କଂଗ୍ରେସର ଦୁଇଜଣ…

ରାଜ୍ୟର ଚତୁର୍ଥ ବିଧାୟକ କରୋନା ପଜିଟିଭ୍ ଚିହ୍ନଟ

ଗଂଜାମ : ପୋଲସରାର ବିଧାୟକ କରୋନା ପଜିଟିଭ୍ ଚିହ୍ନଟ । ବିଧାୟକଙ୍କ ସହ ତାଙ୍କ ପତ୍ନୀ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏଥି ସହ ସେମାନଙ୍କ ସମ୍ପର୍କରେ ଆସିଥିବା ପରିବାରର ସଦସ୍ୟ ଓ ଅନ୍ୟମାନଙ୍କର ମଧ୍ୟ ସ୍ୱାବ ନମୁନା…

ବ୍ରହ୍ମପୁର ଜେଲରେ ୪୨ କରୋନା ପଜିଟିଭ୍ ଚିହ୍ନଟ

ବ୍ରହ୍ମପୁର: ବ୍ରହ୍ମପୁର ମଣ୍ଡଳ କାରଗାରରୁ ୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୩ ଜଣ ବିଚାରଧୀନ କଏଦୀ ଥିବା ବେଳେ ଅନ୍ୟ ୯ ଜଣ ଜେଲର କର୍ମଚାରୀ ବୋଲି ଜଣାପଡିଛି । ଗତକାଲି ଜେଲରେ କରୋନା ସଂକ୍ରମିତ ଥିବା ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା । ଏହାକୁ ଆଧାର କରି…

ରାଜଧାନୀର ବସ୍ତିରେ ବଢୁଛି ସଂକ୍ରମଣ, ଆଜି ୨ ନୂଆ ବସ୍ତିରୁ ୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ବିଏମସିର ଚିନ୍ତା ବଢାଇଲାଣି ବସ୍ତି ସଂକ୍ରମଣ । ଆଜି ଭୁବନେଶ୍ୱରରେ ୧୨ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବିଏମସି ସୂଚନା ଦେଇଛି । ଏଥିରୁ ୮ଜଣ ସ୍ଥାନୀୟ ସଂକ୍ରମଣ ଏବଂ ୪ଜଣ ଗୃହ ସଙ୍ଗରୋଧ କେନ୍ଦ୍ରର । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ, ରାଜଧାନୀର ବସ୍ତି ସଂକ୍ରମଣରେ…

ରାଜଧାନୀରୁ ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ମୋଟ ୨୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେଥିରୁ ରାଜଧାନୀର ଅଛନ୍ତି ୩୮ ଜଣ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁସାରେ, ଏହି ୩୮ ଜଣଙ୍କ ମଧ୍ୟରୁ ୨୫ ଜଣ ହୋମ କ୍ୱାରେଣ୍ଟାଇନରେ ଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ଆକ୍ରାନ୍ତ…

୨୭ କରୋନା ପଜିଟିଭ ଚିହ୍ନଟ ପରେ ମଞ୍ଚେଶ୍ୱରର ବ୍ଲୁ ହ୍ୱିଲ ହସ୍ପିଟାଲ ସିଲ୍ କଲା ବିଏମ୍‌ସି

ଭୁବନେଶ୍ୱର : ସିଲ୍ ହେଲା ରାଜଧାନୀର ମଞ୍ଚେଶ୍ୱର ଅଂଚଳରେ ଥିବା ବ୍ଲୁ ହ୍ୱିଲ ହସ୍ପିଟାଲ । ସରକାରଙ୍କ କୋଭିଡ୧୯ ଗାଇଡଲାଇନ ଉଲ୍ଲଂଘନ କରିଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଏହାକୁ ସିଲ୍ କରାଯାଇଛି । Blue Wheel Hospital, Mancheswar has been sealed by BMC…

କରୋନା ଆତଙ୍କ: କଟକ ଜିଲ୍ଲାରେ ୯୨ ନୂଆ କରୋନା ପଜିଟିଭ୍ ଚିହ୍ନଟ

କଟକ: କଟକ ଜିଲ୍ଲାରେ ଶୁକ୍ରବାର ଦିନ ୯୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, କାନପୁରରେ ୨୬, କଟକ ସହରରେ ଜଣେ, ନିଶ୍ଚିନ୍ତକୋଇଲିରେ ୪୩ ଜଣ, ନିଆଳିରେ ୧୧, ସାଲେପୁରରେ ୨ଜଣ, ମାହାଙ୍ଗାରେ ୫ ଜଣ (ଜଣ ଅସ୍ଥାୟୀ ସ୍ୱାସ୍ଥ୍ୟ…