Latest Odisha News

BREAKING NEWS

Browsing Tag

Corona Positive Recovered

ଦିନକରେ ସୁସ୍ଥ ହେଲେ ସର୍ବାଧିକ ୪୦୧ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ୁଥିବା କରୋନା ସଂକ୍ରମଣ ମଧ୍ୟରେ ଆସିଛି ଖୁସି ଖବର । ଆଜି ଗୋଟିଏ ଦିନରେ ସର୍ବାଧିକ ୪୦୧ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୪୦୭କୁ ବୃଦ୍ଧି ପାଇଛି । ଆଜି …

ଭାଙ୍ଗିଲା ରେକର୍ଡ, ଏକାଥରକେ ସୁସ୍ଥ ହେଲେ ୩୦୩ ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଂଟାରେ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛି । ଗୋଟିଏ ଦିନରେ ୩୦୩ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ କରୋନା ଆକ୍ରାନ୍ତରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୭୦୦୬ରେ ପହଂଚିଛି । 9 from Nabarangpur 7…

ପୁଣି ସୁସ୍ଥ ହେଲେ ୨୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା । ଏଥିସହ ସୁସ୍ଥ ହାର ସଂଖ୍ୟା ମଧ୍ୟ ବଢ଼ୁଛି । ଆଜି ପୁଣି ରାଜ୍ୟରେ ୨୧୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନା ସଂକ୍ରମିତଙ୍କ ଆରୋଗ୍ୟ ସଂଖ୍ୟା ୬୭୦୩କୁ ବୃଦ୍ଧି ପାଇଛି । 5 from Angul & Cuttack 4 each…

ସୁସ୍ଥ ହେଲେ ଆଉ ୨୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ପୁଣି ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୨ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମୋଟ ସଂଖ୍ୟା ୬୪୮୬ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି…

ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୯୦ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟ ବଢ଼ି ଚାଲିଛି କରୋନା ସଂକ୍ରମିଣଙ୍କ ସଂଖ୍ୟା । ତେବେ ସଂକ୍ରମିତଙ୍କ ତୁଳନାରେ ସୁସ୍ଥ ହାର ମଧ୍ୟ ବଢ଼ି ଚାଲିଛି । ଆଜି ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୨୯୦ କରୋନା ଆକ୍ରାନ୍‌ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୬୨୨୪ ଜଣ କରୋନାରୁ ଆରୋଗ୍ୟ ଲାଭ…

ସୁସ୍ଥ ହେଲେ ଆଉ ୨୨୯ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା ସଂକ୍ରମିଣ ମଧ୍ୟରେ ଆସିଛି ଭଲ ଖବର । ଆଜି ପୁଣି ଆଉ ୨୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା କରୋନାରୁ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୯୪୩ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ସୁସ୍ଥ ହେଲେ ଆଉ ୧୪୯ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫୫୦୨

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ସଂଖ୍ୟା । ଆଜି ପୁଣି ଆଉ ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୫୦୨ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି…

ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ବୁଧବାର ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୩୫୩ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । The total recovered cases…

ସୁସ୍ଥ ହେଲେ ସର୍ବାଧିକ ୨୪୩ କରୋନା ସଂକ୍ରମିତ

ଭୁବନେଶ୍ୱର: ଭାଙ୍ଗିଲା ରେକର୍ଡ । ଆଜି ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୨୪୩ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୧୮୯ରେ ପହଁଚିଛି । ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଜପତିରୁ ୫୯ ଜଣ ଅଛନ୍ତି ।…

ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଅଣାୟତ ହେଲାଣି କରୋନା । ଦିନକୁ ଦିନ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏହାରି ଭିତରେ ସୁସ୍ଥ ହାର ମଧ୍ୟ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୨୦୩ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାରୁ ମୋଟ ଆରୋଗ୍ୟ ସଂଖ୍ୟା ୪୯୪୬ରେ…