Latest Odisha News

BREAKING NEWS

Browsing Tag

Corona Positive Recovered

ସୁସ୍ଥ ହେଲେ ଆଉ ୧୩୭ ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୭ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭୪୩ରେ ପହଁଚିଛି । 2 each from Boudh, Baragarh, Jharsuguda & Kendrapara 1 each from Angul, Balangir, Jagatsinghpur…

ଭଲ ଖବର: ସୁସ୍ଥ ହେଲେ ଆଉ ୧୮୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ବଢ଼ି ଚାଲିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୧୮୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୬୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ରାଜ୍ୟରେ ଆଉ ୧୩୧ ଆକ୍ରାନ୍ତ ସୁସ୍ଥ, ମୋଟ ୪୪୨୨ ଆରୋଗ୍ୟ

ଭୁବନେଶ୍ୱର: ରାଜ୍ୟରେ ଆଜି ସକାଳେ ୨୧୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ୧୩୧ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨ରେ ପହଂଚିଛି । 1 each from Baragarh, Bolangir, Jharsuguda, Keonjhar & Sundergarh The total…

ଆଜି ୧୪୩ ପଜିଟିଭ, ୧୪୩ ସୁସ୍ଥ

ଭୁବନେଶ୍ୱର: ଆସିଲେ ୧୪୩ ଗଲେ ୧୪୩ । ଆଜି ସକାଳେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୧୪୩ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୩୮୬୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ଟ୍ୱିଟ୍…

ରାଜ୍ୟରେ ସୁସ୍ଥ ହେଲେ ୧୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭାରତ ସମେତ ସାରା ଓଡ଼ିଶାରେ ବଢି ଚାଲିଛି କରୋନା ରୋଗୀଙ୍କ ସଂଖ୍ୟା । ଏହି ପରିସ୍ଥିତିରେ ୧୮୬ କରୋନା ରୋଗୀ ସୁସ୍ଥ ହୋଇଥିବା ଯୋଗୁଁ ରବିବାର ରାଜ୍ୟ ଲାଗି ଖୁସି ଖବର ଆଣିଦେଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ।…

ଭାଙ୍ଗିଲା ରେକର୍ଡ, ଗୋଟିଏ ଦିନରେ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଓଡ଼ିଶା ପାଇଁ ଆସିଛି ଏକ ଭଲ ଖବର । ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ…

ସୁସ୍ଥ ହେଲେ ଆଉ ୧୫୩ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୫୩ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୦୦ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ସର୍ବାଧିକ ୪୩ ଜଣ ଅଛନ୍ତି ।ସେହିପରି ଜଗତସିଂପୁରର ୨୧, କନ୍ଧମାଳର ୧୮, ଖୋର୍ଧାର ୧୨, ଭଦ୍ରକର…

ସୁସ୍ଥ ହେଲେ ଆଉ ୯୭ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଉ ୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୪ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । 1 each from Dhenkanal & Sundargarh The…

ସକାଳେ ୧୪୬ ପଜିଟିଭ, ଅପରାହ୍ଣରେ ୧୪୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୮୫୪ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । 3 each from Jajpur and Nayagarh 2 each from…

ସୁସ୍ଥ ହେଲେ ଆଉ ୧୧୪ କରୋନା ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୧୪ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରାଗ୍ୟ ଲାଭ କରିଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୭୦୮ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । The total recovered cases of #Odisha now stand at…