Latest Odisha News

BREAKING NEWS

Browsing Tag

Corona Positive

ଲିଙ୍ଗରାଜ ମନ୍ଦିରକୁ ଡେଇଁଲା କରୋନା, ମନ୍ଦିର ଭିତରକୁ ଜନସାଧାରଣ ପ୍ରବେଶ ଓ ଦର୍ଶନ ମନା 

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ମହାମାରୀ । ଦ୍ରୁତ ଗତିରେ ବଢୁଛି ସଂକ୍ରମଣ । ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରକୁ ଛୁଇଁଛି କରୋନା । ମନ୍ଦିରର ୪ଜଣ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିପାଇଁ ରାଜଧାନୀରେ ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ…

ସମୀରା ରେଡ୍ଡୀ କରୋନା ସଂକ୍ରମିତ

ମୁମ୍ବାଇ: ସମୀରା ରେଡ୍ଡୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସେ ଏକ ପୋଷ୍ଟ ଲେଖି କରୋନା ପଜିଟିଭ ହୋଇଥିବା ନେଇ ସୂଚନା ଦେଇଛନ୍ତି । ସେ ନିଜକୁ ଘରେ କ୍ଵାରେଣ୍ଟାଇନ୍ କରିଛନ୍ତି । କରୋନା ଭୟରେ ଗତବର୍ଷ ସମୀରା ମୁମ୍ବାଇ ଛାଡି ଗୋଆରେ ରହୁଛନ୍ତି । ୨୦୨୦…

କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ । ଏନେଇ ନିଜେ କେନ୍ଦ୍ରମନ୍ତ୍ରୀ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି,  ମୋର ଆଜି କରୋନା ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ସମ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ କରୋନା ଟେଷ୍ଟ କରାଇନେବାକୁ ଅନୁରୋଧ କରିଛନ୍ତି…

ଶ୍ରୀମନ୍ଦିର ସହ ସମ୍ପୃକ୍ତ ଆଉ ୭ ଜଣ କରୋନା ପଜିଟିଭ ଚିହ୍ନଟ

ପୁରୀ: ଚିନ୍ତା ବଢ଼ାଉଛି ସଂକ୍ରମଣ । ପୁରୀ ଶ୍ରୀମନ୍ଦିର ସହ ବିଭିନ୍ନ ସେବାରେ ଜଡ଼ିତ ଆଉ ୭ ଜଣ କୋଭିଡ୍ ସଂକ୍ରମିତ ହୋଇଛନ୍ତି । ସେବାୟତ, ସେବାୟତ ପରିବାର, କର୍ମଚାରୀଙ୍କୁ ମିଶାଇ ୭ ପଜିଟିବ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ଶ୍ରୀମନ୍ଦିର ସହ ଜଡ଼ିତ କୋଭିଡ୍ ପଜିଟିଭ ସଂଖ୍ୟା…

ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୮୯ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୨୯୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୭୩୩ଟି ମାମଲା ଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୨୫୬ । ସୁନ୍ଦରଗଡ଼ରୁ ସର୍ବାଧିକ ୬୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୩୮ ଜଣ…

ଓୟୁଏଟି ର ୫ ଛାତ୍ରଛାତ୍ରୀ କରୋନା ପଜିଟିଭ

ଭୁବନେଶ୍ୱର: ଭୁବନେଶ୍ବର OUAT ର ପାଞ୍ଚ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହାପୂର୍ବରୁ ଗତକାଲି ଉତ୍କଳ ବିଶ୍ୱବିଦ୍ୟାଳୟର ଚାରିଜଣ ହଷ୍ଟେଲ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ବିଏମ୍ମ‌ସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ ସଂକ୍ରମିତ…

ରାଞ୍ଚି ସଦର ହସ୍ପିଟାଲ୍‌ର ଆଉ ୭ ଡାକ୍ତର କରୋନା ପଜିଟିଭ

ରାଞ୍ଚି: ରାଞ୍ଚିର ସଦର ଡାକ୍ତରଖାନାରେ ଆଉ ୭ ଜଣ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ମୋଟ ୧୨ ଡାକ୍ତର ଡାକ୍ତରଖାନାରେ ପଜିଟିଭ୍ ଚିହ୍ନଟ ହୋଇଥିବା ଡାକ୍ତରଖାନା ସୂତ୍ରରୁ ପ୍ରକାଶ।

କ୍ୟାପିଟାଲ ହସ୍ପିଟାଲର ୨ ଡାକ୍ତର କରୋନା ପଜିଟିଭ

ଭୁବନେଶ୍ୱର: ଶୁକ୍ରବାର ଦିନ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲର ଦୁଇଜଣ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୟାପିଟାଲ୍ ହସ୍ପିଟାଲର ନିର୍ଦ୍ଦେଶକ ଡ. ଲକ୍ଷ୍ମୀଧର ସାହୁ କହିଛନ୍ତି ଯେ ସର୍ଜରୀ ଏବଂ ମେଡିସିନ୍ ବିଭାଗର ୨ ଜଣ ଡାକ୍ତର କୋଭିଡ୍‌ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।…

ଏହି ବିଶ୍ୱବିଦ୍ୟାଳୟର ୧୧ ଛାତ୍ର କରୋନା ପଜିଟିଭ

ସମ୍ବଲପୁର: ଶୁକ୍ରବାର ଦିନ ଓଡ଼ିଶାର ସମ୍ବଲପୁର ବୁର୍ଲାସ୍ଥିତ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଇନଷ୍ଟିଚ୍ୟୁଟ୍ ଅଫ୍ ଇନଫରମେସନ୍ ଟେକ୍ନୋଲୋଜି (SUIIT) ରୁ ୧୧ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏ ନେଇ (SUIIT)ର କୁଳପତି କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟର ୧୧ ଜଣ…

କରୋନା ସଂକ୍ରମିତ ହେଲେ ଇଣ୍ଡିଆନ୍‌ ଆଇଡଲ ପ୍ରତିଯୋଗୀ ପଓ୍ବନଦୀପ ରାଜନ୍‌, ଫ୍ୟାନଙ୍କ ପାଇଁ ହୋଟେଲ ରୁମ୍‌ରୁ ଗାଇବେ ଗୀତ 

ମୁମ୍ବାଇ: ଇଣ୍ଡିଆନ୍‌ ଆଇଡଲ ପ୍ରତିଯୋଗୀ ପଓ୍ବନଦୀପ ରାଜନ୍‌ କରୋନା ଆକ୍ରାନ୍ତ ହୋଇଛନ୍ତି । ମୁମ୍ବାଇର ଏକ ହୋଟେଲରେ ସେ କ୍ବାରେଣ୍ଟାଇନରେ ଅଛନ୍ତି । ଆଗାମୀ ଏପିସୋଡରେ ପଓ୍ବନଦୀପ ମଞ୍ଚରୁ ନୁହେଁ ନିଜ ଫ୍ୟାନମାନଙ୍କ ପାଇଁ ହୋଟେଲ ରୁମରୁ ହିଁ ଗୀତ ଗାଇବେ ବୋଲି କହିଛନ୍ତି । ହୋଟେଲ ରୁମରୁ…