ରାଜ୍ୟରୁ ସୁସ୍ଥ ହେଲେ ୨୦୦୯ କରୋନା ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ୨୦୦୯ ଜଣ ସଂକ୍ରମିତ । ନୂଆପଡ଼ାରୁ ସର୍ବାଧିକ ୨୭୪ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୨୬୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।…