Latest Odisha News

BREAKING NEWS

Browsing Tag

corona recovery

କରୋନାରୁ ସୁସ୍ଥ ହେଲେ ଆଉ ୮୮୩୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । କ୍ରମାଗତ ଭାବେ ଆକ୍ରାନ୍ତ ସଂଖ୍ୟା କମୁଥିବାରୁ ରାଜ୍ୟବାସୀ ଆଶ୍ବସ୍ତି ଲାଭ କରିଛନ୍ତି । ଏହାସହ ରା୍ୟରେ ବଢ଼ିବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮୮୯୬ କରୋନା…

ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୮୪୨୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ସ୍ଥିତିରେ ଆସୁଛି ସୁଧାର । ରାଜ୍ୟରେ କମୁଛି ସଂକ୍ରମଣ । ତାସାଙ୍ଗକୁ ବଢ଼ିବାରେ ଲାଗିଛି ସୁସ୍ଥ ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮ ହଜାର ୪୨୯ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ…

କରୋନାରୁ ସୁସ୍ଥ ହେଲେ ଆଉ ୧୧ ହଜାର ୩୪୭ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଏହାସହ ବୃଦ୍ଧି ପାଇବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୧୧ ହଜାର ୨୪୭ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ…

କରୋନାରୁ ସୁସ୍ଥ ହେଲେ ଆଉ ୧୧ ହଜାର ୫୧୩ ସଂକ୍ରମିତ

ଭୁବନେଶ୍ବର : ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଯାହାକି ଲୋକଙ୍କ ପାଇଁ ଆଶ୍ବସ୍ତି ଆଣିଛି । ସଂକ୍ରମଣ କମିଥିବା ବେଳେ, ବୃଦ୍ଧି ପାଉଛି ସୁସ୍ଥତା ସଂଖ୍ୟା । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୧୧ ହଜାର ୫୧୩ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ…

ଦିନକରେ ଯେତିକି ଆକ୍ରାନ୍ତ ତା’ଠୁ ସୁସ୍ଥ ହେଲେ ୭୯ ଜଣ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତ ଏବଂ ସୁସ୍ଥ ହାର ପ୍ରାୟ ସମାନ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦ ହଜାର ୩୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦ ହଜାର ୨୪୨ ଜଣ ସୁସ୍ଥ ହୋଇଛନ୍ତି । ସଂଖ୍ୟା ହିସାବରେ ଦିନକରେ ଯେତିକି ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ତା’…

ରାଜ୍ୟରୁ ସୁସ୍ଥ ହେଲେ ୧୧୮୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତ ସଂଖ୍ୟା । କିନ୍ତୁ ସେହି ଅନୁପାତରେ ମଧ୍ୟ ବଢୁଛି ସୁସ୍ଥ ସଂଖ୍ୟା । ଏହି କ୍ରମରେ ଆଜି ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୧ ହଜାର ୮୨୧ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି…

ରାଜ୍ୟରୁ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି ମହାମାରୀ କରୋନା ସଂକ୍ରମଣ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏଭଳିସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୨ ହଜାର ୭୭ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି…

କରୋନାକୁ ପରାସ୍ତ କଲେ ୯୦ ବର୍ଷୀୟା ବୃଦ୍ଧା

ଭୁବନେଶ୍ବର : ହାରିବ କରୋନା, ଜିତିବ ମଣିଷ । ଏ କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ୯୦ ବର୍ଷୀୟା ଜଣେ ବୃଦ୍ଧା । ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଭୁବନେଶ୍ବର ନୟାପଲ୍ଲୀ ଅଞ୍ଚଳର ବାଉରୀ ସାହୁ । ଗତ ମେ ୩ ତାରିଖରେ କରୋନା ଆକ୍ରାନ୍ତ ହେବା ପରେ ସମ୍ କୋଭିଡ…

ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଦ୍ରୁତ ଗତିରେ ବ୍ୟାପୁଛି କରୋନା ମହାମାରୀ । ସଂକ୍ରମଣ ଯେତିକି ବ୍ୟାପୁଛି, ସେହି ଅନୁସାରେ ସୁସ୍ଥ ବି ହେଉଛନ୍ତି ଆକ୍ରାନ୍ତ । ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୦ ହଜାର ୭୮୧ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଘରକୁ…

ରାଜ୍ୟରୁ ସୁସ୍ଥ ହେଲେ ୯୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ସଂକ୍ରମଣ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ଭୟଭୀତ ହେଲେଣି ଲୋକେ । ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଥିବା ବେଳେ, ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ଆଉ ୯୩୨୯ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ…