Latest Odisha News

BREAKING NEWS

Browsing Tag

Corona Restriction

ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନରେ ଲାଗିଲା କଟକଣା

ଗଞ୍ଜାମ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନରେ ଲାଗିଲା କଟକଣା । ଆସନ୍ତାକାଲିଠାରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ଧାର୍ମିକ ଅନୁଷ୍ଠାନ ମନ୍ଦିର, ମସଜିଦ୍, ଚର୍ଚ୍ଚରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲାଗିଛି । ନୂଆ କଟକଣା…

ଖୋର୍ଦ୍ଧା ଉପଖଣ୍ଡରେ ଥିବା ଧାର୍ମିକ ଅନୁଷ୍ଠାନ ଭିତରକୁ ପ୍ରବେଶ ମନା

ଖୋର୍ଦ୍ଧା : କରୋନା ପାଇଁ ଧାର୍ମମିକ ଅନୁଷ୍ଠାନ ଉପରେ ଲାଗିଲା କଟକଣା । କଟକ, ଭୁବନେଶ୍ବର ପରେ ଖୋର୍ଦ୍ଧା ଉପଖଣ୍ଡରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ଉପରେ ଲାଗିଛି କଟକଣା । ସଂକ୍ରଣ ବୃଦ୍ଧି ପାଉଥିବାରୁ ଏଣିକି ଖୋର୍ଦ୍ଧା ଉପଖଣ୍ଡରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ଭିତରକୁ…

ଭୁବନେଶ୍ବର ପରେ କଟକରେ ବନ୍ଦ ହେଲା ସମସ୍ତ ଧର୍ମାନୁଷ୍ଠାନ

କଟକ : ଭୁବନେଶ୍ବର ପରେ କଟକରେ ବନ୍ଦ ହେଲା ସମସ୍ତ ଧାର୍ମିକ ଅନୁଷ୍ଠାନ । ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି କଟକ ମହାନଗର ନିଗମ । ତେବେ ମନ୍ଦିରରେ ଅଳ୍ପ ସଂଖ୍ୟକ ସେବାୟତଙ୍କୁ ନେଇ ନୀତିକାନ୍ତି କରାଯିବ ବୋଲି ସିଏମସି…

ଶନିବାର, ରବିବାର ଓ ମଙ୍ଗଳବାର ବନ୍ଦ ରହିବ ମା’ ତାରିଣୀ ମନ୍ଦିର

କେନ୍ଦୁଝର : କରୋନା ସଂକ୍ରମଣ ପାଇଁ ଘଟଗାଁ ମା’ ତାରିଣୀ ମନ୍ଦିରରେ ଜାରି ହେଲା କଟକଣା । ଏଣିକି ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସପ୍ତାହର ପ୍ରତି ଶନିବାର, ରବିବାର ଓ ମଙ୍ଗଳବାର ବନ୍ଦ ରହିବ ମା’ ତାରିଣୀ ମନ୍ଦିର । ଅର୍ଥାତ ଏହି ତିନି ଦିନ ମା’ ତାରିଣୀଙ୍କ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ ।…