Latest Odisha News

BREAKING NEWS

Browsing Tag

Corona Shut Down

କରୋନା ଭୟ: ସପ୍ତାହକୁ ୪ ଦିନ ବନ୍ଦ ରହିବ ଗଜପତି ଜିଲ୍ଲା

ଗଜପତି: କରୋନା ପାଇଁ ବଢୁଛି କଟକଣା । କେଉଁଠି ଲକଡାଉନ ତ ଆଉ କେଉଁଠି ସଟଡାଉନ । ଏହାର ବିସ୍ତାରରେ ସାମାନ୍ୟ ଅଙ୍କୁଶ ଲଗାଇବା ପାଇଁ ଗଜପତିରେ ଜିଲ୍ଲାରେ ଲାଗୁ ହେବାକୁ ଯାଉଛି ସପ୍ତାହିକ ୪ ଦିନିଆ ସଟ୍‌ଡାଉନ । ଏନେଇ ଜିଲ୍ଲାପାଳ ଟ୍ୱିଟ କରି ସୂଚନା ଦେଇଛନ୍ତି । ସୂଚନାନୁସାରେ, ପ୍ରତି…

ଯାଜପୁରରେ ସଟ୍‌ଡାଉନ୍ ସ୍ଥିତି ସମୀକ୍ଷା କଲେ ଅତିରିକ୍ତ ପୋଲିସ୍ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ

ଯାଜପୁର: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ସହିତ ଯାଜପୁର ଜିଲ୍ଲାରେ ଜାରିହୋଇଛି ୬୦ ଘଣ୍ଟିଆ ସଟ୍ ଡାଉନ୍ । ଜିଲାରେ ସଟ୍‌ଡାଉନ୍ କଟକଣାକୁ କଡାକଡି ଭାବରେ ଲାଗୁ କରାଯାଉଥିବାବେଳେ ଶୁକ୍ରବାର ସ୍ଥିତିର ସମୀକ୍ଷା କରିଛନ୍ତି ଅତିରିକ୍ତ ପୋଲିସ୍…

ସଟ୍ ଡାଉନ ବେଳେ ଜାଣନ୍ତୁ ଭୁବନେଶ୍ୱର ଓ କଟକରେ କେଉଁ କେଉଁ ଔଷଧ ଦୋକାନ ଖୋଲାରହିବ

ଭୁବନେଶ୍ୱର: ଭୁବନେଶ୍ୱର, କଟକ ଓ ଭଦ୍ରକରେ ଶୁକ୍ରବାର ରାତି ୮ଟାରୁ ଆରମ୍ଭ ହୋଇ ୪୮ ଘଣ୍ଟିଆ ସମ୍ପୂର୍ଣ୍ଣ ସଟ୍ ଡାଉନ ପାଳନ ହେଉଛି । ଏହା ରବିବାର ରାତି ୮ଟାରେ ଶେଷ ହେବ । ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କିନ୍ତୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ…

ଭୁବନେଶ୍ୱର ତଥା ଉପକଣ୍ଠ ୧୮ଟି ଗାଁରେ ବଳବତ୍ତର ରହିବ ସଟ୍ ଡାଉନ

ଭୁବନେଶ୍ୱର: ରାଜ୍ୟରେ ଛଅ ଜଣ କରୋନା ପଜିଟିଭ ରୋଗୀ ଚିହ୍ନଟ ପରେ ତିନିଟି ସହରକୁ ୪୮ ଘଣ୍ଟା ତଥା ଦୁଇ ଦିନ ପାଇଁ ସଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ସହରଗୁଡିକ ହେଲା ଭୁବନେଶ୍ୱର, କଟକ ଓ ଭଦ୍ରକ । ଏହି ତିନି ସହରରେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକଟି…