Latest Odisha News
Browsing Tag

Corona Update

ରାଜ୍ୟରେ ଆଜି ୧୦୧୧ କରୋନା ପଜିଟିଭ୍ ଚିହ୍ନଟ, ଭଦ୍ରକରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ପୁଣି ଦୈନିକ ସଂକ୍ରମଣ ହଜାରେ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୪୨୦ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୫୯୧ ସଂକ୍ରମିତ ଚିହ୍ନଟ…

ରାଜ୍ୟରେ ଆଜି ବି ୧୧ ଶହ ଉପରେ କରୋନା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ…

ଚିନ୍ତା ବଢ଼ାଉଛି କରୋନା, ରାଜ୍ୟରେ ଆଜି ବି ୫ ଶହ ଉପରେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଦିନକରେ ୨୭ ଜିଲ୍ଲା ଓ ଷ୍ଟେଟପୁଲରୁ ୫୭୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୦ରୁ ୧୮ ବର୍ଷ ବୟସର ୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୩୯ ଜଣ ଲେକାଲ୍ କେସ୍ ଚିହ୍ନଟ ହୋଇଛନ୍ତି ।…

କମିବାରେ ଲାଗିଛି କରୋନା,୨୪ ଘଣ୍ଟାରେ ରାଜ୍ୟରେ ୩୪୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ମାମଲା ଧୀରେ ଧୀରେ କମିବାରେ ଲାଗିଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୨ଟି କରୋନା ମାମଲା ଚିହ୍ନଟ ହୋଇଛି | ଏମାନଙ୍କ ମଧ୍ୟରେ ୮୩ ଜଣ ୦ରୁ ୧୮ ବର୍ଷ ମଧ୍ୟରେ ରହିଥିବାବେଳେ ସଙ୍ଗରୋଧରୁ ୧୯୬ ଓ ସ୍ଥାନୀୟ ସଂକ୍ରମଣରେ ୧୪୬ ଜଣ ରହିଛନ୍ତି |…

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୦୩୬ ଛୁଇଁଲା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…

ପୁଣି ଖସିଲା ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୬୭୧କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା…

କରୋନାର ଏବେ ଅନ୍ତ ନାହିଁ, ଚେତେଇଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ନୂଆଦିଲ୍ଲୀ: କରୋନା ମହାମାରୀର ଏବେ ଅନ୍ତ ନାହିଁ । ଏଭଳି କଡ଼ା ଚେତାବନୀ ଶୁଣାଇଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମୁଖ୍ୟ ଟେଡ୍ରୋସ୍ ଅଧାନୋମ୍ ଘେବ୍ରିୟସସ୍ । ଅର୍ଥାତ୍ କେବେ କରୋନା ମରିବ କହିବା ମୁସ୍କିଲ । ସେହିପରି ଓମିକ୍ରନ୍ ଭାରିଆଣ୍ଟକୁ ହାଲୁକା ଭାବରେ ନନେବା ପାଇଁ ସାରା ବିଶ୍ୱକୁ ଚେତେଇ…

ଦେଶରେ ୧.୪୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧,୪୧,୯୮୬ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଯାହା ଗତକାଲି ତୁଳନାରେ ୨୧.୩ ପ୍ରତିଶତ ଅଧିକ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ମୋଟ ମାମଲା ୩,୫୩,୬୮,୩୭୨ରେ ପହଞ୍ଚିଛି। ସର୍ବାଧିକ ମାମଲା ରିପୋର୍ଟ ହୋଇଥିବା ପାଞ୍ଚଟି ରାଜ୍ୟ ହେଉଛି…

ରାଜ୍ୟରେ ୨୪ଘଣ୍ଟାରେ ୨୭୦୩ କୋଭିଡ଼୍ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ..

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ମାଡ଼ିଚାଲିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୨୭୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୫୭୯ ଓ ସ୍ଥାନୀୟ ସଂକ୍ରମଣରୁ ୧୧୨୪ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷ ମଧ୍ୟରେ ୪୦୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ହଜାରେ ଟପିଲା କରୋନା ସଂକ୍ରମଣ, ୨୪ଘଣ୍ଟାରେ ୧୨୧୬ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହୋଇଛି । ଦୈନିକ ସଂକ୍ରମଣ ପୁଣି ଥରେ ହଜାରେ ଟପିଲା । ରାଜ୍ୟରେ ଦିନକରେ ୧୨୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୧୦ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୫୦୬ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ…