Latest Odisha News
Browsing Tag

Corona Update

ମୁମ୍ବାଇ ମାନିଆ, ଚୁଲିକି ଯାଉ କରୋନା ସଚେତନତା !

ମୁମ୍ବାଇ: କରୋନା ମହାମାରୀରେ ଛଟପଟ ହେଉଥିଲା ସାରା ବିଶ୍ୱ । କିଛିଦନର ତ୍ରାହି ପରେ ପୁଣି କଡ ଲେଉଟିଲାଣି କରୋନା । ତଥାପି ସଚେତନ ହେବାକୁ ନାରାଜ ଆଜିର ଆଧୁନିକ ମଣିଷ । ମାସ୍କ ପିନ୍ଧିବାକୁ କହିବାରୁ ପୌରପାଳିକା ମହିଳା କର୍ମଚାରୀ ନିସ୍ତୁକ ମାଡ ମାରିଛନ୍ତି ଅନ୍ୟ ଜଣେ ମହିଳା । ମୁମ୍ବାଇ…

କାୟା ମେଲାଉଛି କରୋନା, ଅହମ୍ମଦାବାଦରେ ସମସ୍ତ ପାର୍କ ବନ୍ଦ

ଗୁଜରାଟ : ଗୁଜରାଟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା । ସଂକ୍ରମଣ ବଢୁଥିବା ଚିନ୍ତାରେ ପ୍ରଶାସନ । କିଭଳି ସଂକ୍ରମଣକୁ ରୋକିହେବ ସେନେଇ ଗୁଜରାଟର ବିଭିନ୍ନ ସ୍ଥାନରେ ଲାଗିଲାଣି କଟକଣା । ଏହାକୁ ଦୃଷ୍ଟିରେ ରଖି ଅହମ୍ମଦାବାଦ ସହରର ସମସ୍ତ ପାର୍କକୁ ବନ୍ଦ ରଖିବାକୁ…

ରାଜସ୍ଥାନରେ କରୋନାର ସେକେଣ୍ଡ ୱେଭ, ସବୁ ଜିଲ୍ଲାରେ ଲାଗୁ ହେବ ୧୪୪ ଧାରା

ଦେଶର ବିଭିନ୍ନ ରାଜ୍ୟରେ କରୋନାର ସେକେଣ୍ଡ ୱେଭ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ କଟକଣା ଲଗାଉଛନ୍ତି ସରକାର । ରାଜସ୍ଥାନରେ ବି ପଦକ୍ଷେପ ଗ୍ରହଣ କରାଯାଇଛି । ସବୁ ଜିଲ୍ଲାରେ ପୁଣି ଥରେ ୧୪୪ ଧାରା ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୨୧ ନଭେମ୍ବରରୁ ୧୪୪ ଧାରା ଲାଗୁ କରିବା ପାଇଁ…

ଭୁବନେଶ୍ୱ‌ରରୁ ଆଜି ୪୬ କରୋନା ଆକ୍ରାନ୍ତ ଚିହ୍ନଟ; ସୁସ୍ଥ ହେଲେ ୬୧

ଭୁବନେଶ୍ୱ‌ର: ଭୁବନେଶ୍ୱ‌ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ସୁସ୍ଥ ହାର ମଧ୍ୟ ବଢିବାରେ ଲାଗିଛି। ଆଜି ୪୬ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୩୦ରେ ପହଞ୍ଚିଛି। ୪୬ ଜଣଙ୍କ ମଧ୍ୟରୁ ୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୨୭ଟି…

ବିଶ୍ୱ କରୋନା ମିଟର: ୨୪ ଘଣ୍ଟାରେ ୩.୮୬ ଲକ୍ଷ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ପ୍ରାୟ ଚାରି ଲକ୍ଷ କରୋନା ମାମଲା ବୃଦ୍ଧି ପାଉଥିବ‌ା ଦେଖିବାକୁ ମିଳିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩.୮୦ ଲକ୍ଷ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୩ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନା ମହାମାରୀର ପ୍ରକୋପ ଥମିବାର ନାଁ ନେଉନାହିଁ। ଏବେ ସ୍ପେନ୍‌ ପରେ ଆର୍ଜେଣ୍ଟିନାରେ ମୋଟ କରୋନା ମାମଲା ୧୦ ଲକ୍ଷ ଅତିକ୍ରମ କରିଛି। ଭାରତ ପରେ କରୋନା ଜନିତ ସର୍ବାଧିକ ମୃତ୍ୟୁ ମାମଲା ଆର୍ଜେଣ୍ଟିନାରେ ଦେଖିବାକୁ ମିଳିଛି। ଏଥି ସହିତ ସମଗ୍ର ବିଶ୍ୱରେ…

ସ୍ପୁଟନିକ ଟୀକାର ଫେଜ ୩ ପରୀକ୍ଷଣ ଓ ଉତ୍ପାଦନ ପାଇଁ ଭାରତର ସହାୟତା ଲୋଡୁଛି ରୁଷିଆ

ନୂଆଦିଲ୍ଲୀ: ସ୍ପୁଟନିକ୍ ଭି ଟିକା ପ୍ରସ୍ତୁତ କରିବା ଏବଂ ଦେଶରେ ଫେଜ୍-୩ ପରୀକ୍ଷଣ କିମ୍ବା ତତ୍ସମ୍ବନ୍ଧୀୟ ଅଧ୍ୟୟନ ପାଇଁ ରୁଷିଆ ସରକାର ଭାରତର ସହାୟତା ଲୋଡିଛନ୍ତି ବୋଲି ମଙ୍ଗଳବାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ସ୍ପୁଟ୍ନିକ୍ ଭି, ଆଡେନୋଭାଇରସ୍ ଭେକ୍ଟର-ଆଧାରିତ ଟିକା ଯାହା ଗାମାଲିଆ…

ସୁସ୍ଥ ହେଲେ ଲକ୍ଷେରୁ ଉର୍ଦ୍ଧ୍ବ ଆକ୍ରାନ୍ତ: କୋଭିଡ ଯୋଦ୍ଧାଙ୍କ ଉଦ୍ୟମକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ମହାମାରୀ କରୋନା ରୁ ସୁସ୍ଥ ହୋଇ ଘରକୁ ଫେରିଥିବା ରୋଗୀ ଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଛି । ଏହି ପାଇଁ ଡାକ୍ତର ତଥା ସ୍ୱାସ୍ଥ୍ୟ କର୍ମୀଙ୍କ ଉଦ୍ୟମକୁ ମଙ୍ଗଳବାର ଦିନ ପ୍ରଶଂସା  କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । In a momentous occasion in our…

ସଂକ୍ରମଣରେ ଚାଇନାକୁ ଟପିବ ଓଡିଶା : ମୋଟ ସଂଖ୍ୟା ୮୪୦୦୦ ପାର୍

ଭୁବନେଶ୍ୱର: ରାଜ୍ୟରେ ସଙ୍ଗିନ ହେଉଛି କରୋନା ସ୍ଥିତି। ସଂକ୍ରମଣରେ ଚୀନକୁ ଟପିବାକୁ ବସିଲାଣି ଓଡିଶା। ରିପୋର୍ଟ ଅନୁଯାୟୀ ଚୀନର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୪,୯୮୧ ହୋଇଥିବା ବେଳେ ଓଡ଼ିଶାରେ ସଂକ୍ରମିଟଙ୍କ ସଂଖ୍ୟା ପହଞ୍ଚିଛି ୮୪,୨୩୧ ରେ । ରିପୋର୍ଟ ଅନୁଯାୟୀ, ରାଜ୍ୟରେ ଗତ ୨୪ ଘଣ୍ଟାରେ…

୨୪ ଘଣ୍ଟାରେ ୧୮୩୩ ଆକ୍ରାନ୍ତଙ୍କ ସହ ରାଜ୍ୟରେ ୪୨ ହଜାର ଟପିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୫ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୮୩୩ ଜଣ କରୋନା ପଜିଟିଭ। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍ କେନ୍ଦ୍ରରୁ ୧୧୧୮…