Latest Odisha News
Browsing Tag

Corona Update

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୦୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୦୭ ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୩ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ସୋମବାର ସନ୍ଧ୍ୟା ୫ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯୬କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୭ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

କଣ୍ଟିଲୋ ନୀଳମାଧଵ ମନ୍ଦିର ସେବାୟତଙ୍କୁ ମଧ୍ୟ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି

ଭୁବନେଶ୍ୱର : କରୋନା ମହାମାରୀକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିରର ସେବାୟତମାନଙ୍କୁ ରାଜ୍ୟ ସରକାର ୫୦୦୦ ଟଙ୍କା ଆର୍ଥିକ ସହାୟତା ଦେବା ନେଇ ନିଷ୍ପତି ନେଇଛନ୍ତି । ପୁରୀ ସେବାୟତଙ୍କ ଭଳି କଣ୍ଟିଲୋ ନୀଳମାଧଵ ମନ୍ଦିରର ସେବାୟତମାନଙ୍କୁ ମଧ୍ୟ ଅନୁରୂପ ୫୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ…

ଲକ୍‌ଡାଉନରେ ଯାଉଥିଲେ ବିଶାଖାପାଟଣାରୁ କୋଲକାତା, ଅଟକ ରଖିଲା ଓଡିଶା ପୋଲିସ

ବ୍ର୍ରହ୍ମପୁର : ଲକ୍‌ଡାଉନର ଦ୍ୱିତୀୟ ପର୍ଯ୍ୟାୟ ଚାଲିଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକେ ଚାଲି ଚାଲି ନିଜ ଗାଁକୁ ଫେରୁଥିବାର ଦେଖାଯାଉଛି । ବିଶାଖାପାଟଣାରୁ କୋଲକାତା ଅଭିମୁଖେ ବାହାରିଥିବା ୧୦ ଜଣ ଶ୍ରମିକ ଶ୍ରେଣୀର ଲୋକଙ୍କୁ ଶନିବାର ପୋଲିସ ଲାଂଜିପଲ୍ଲୀ ବାଇପାସ୍ ଠାରେ ଅଟକାଇଥିଲା ।…

ଦିଲ୍ଲୀ ଏଲଏନଜେପି ହସ୍ପିଟାଲକୁ ଗୌତମ ଗାମ୍ଭୀର ଦେଲେ ହଜାରେ ପିପିଇ କିଟ୍

ନୂଆଦିଲ୍ଲୀ- କରୋନା ମୁକାବିଲାରେ ସହାୟତାର ହାତ ବଢାଇଛନ୍ତି କ୍ରିକେଟର ତଥା ସାଂସଦ ଗୌତମ ଗାମ୍ଭୀର । ଦିଲ୍ଲୀର ଲୋକ ଜୟପ୍ରକାଶ ନାରାୟଣ ହସ୍ପିଟାଲକୁ ସେ ହଜାରେ ପିପିଇ କିଟ୍ ଦାନ କରିଛନ୍ତି । ଏ ନେଇ ଗାମ୍ଭୀର କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କେଜ୍ରିୱାଲକୁ ଦେଇଥିବା କଥା ଅନୁସାରେ ଏହି…

କରୋନା ଅପଡ଼େଟ୍‌: ଭାରତରେ ୫୦୫ ନୂଆ ସଂକ୍ରମିତଙ୍କ ସହ ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୦୦ ଟପିଯିବା ପରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୭୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୫୦୫ଟି ନୂଆ କେସ୍ ଆସିଥିବା ବେଳେ ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି ପାଇଥିବାର ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…