ଫେବ୍ରୁଆରୀରେ ଆସିପାରେ କରୋନା ଟିକା
ଭୁବନେଶ୍ୱର: ଆସନ୍ତା ୨୦୨୧ ଫେବ୍ରୁଆରୀ ସୁଦ୍ଧା ଆସିପାରେ କୋଭିଡ-୧୯ ଟିକା । ଆନିମଲ ଉପରେ ଭ୍ୟାକସିନ ଟ୍ରାଏଲ ସଫଳତା ହେବା ପରେ ୩୧୫ ଜଣ ମଣିଷ ଉପରେ ଟ୍ରାଏଲ କରାଯାଉଛି । ଏବେ ଫାଷ୍ଟ ଟ୍ରାଏଲ ଚାଲିଛି । ସଫଳତା ପରେ ସେକେଣ୍ଡେ ଟ୍ରାଏଲ ହେବ ବୋଲି କହିଛନ୍ତି ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା ।…