ଓଡ଼ିଶାରେ ୨୨ ହଜାର ସ୍ବାସ୍ଥ୍ୟ କର୍ମୀ ନେଲେ କରୋନା ଟିକା
ଭୁବନେଶ୍ୱର: ଓଡ଼ିଶାରେ ୨୧,୩୦୪ ସ୍ୱାସ୍ଥ୍ୟ କର୍ମୀଙ୍କୁ କରୋନା ଟିକା ଦେବାକୁ ଟାର୍ଗେଟ୍ ରହିଥିବା ବେଳେ ଶନିବାର ଦିନ ୨୨,୩୬୪ ସ୍ୱାସ୍ଥ୍ୟ କର୍ମୀଙ୍କୁ ଟିକା ଦିଆଯାଇଛି। ଯାହାକୁ ମିଶାଇ ଟିକାକରଣ ହାର ୧୦୫%ରେ ପହଞ୍ଚିଛି।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁଯାୟୀ, ଏହି ଦିନ…