ଗଂଜାମ ଜିଲ୍ଲାର ସମସ୍ତ ସରପଞ୍ଚଙ୍କ ସହ ଆଲୋଚନା କଲେ ୫ଟି ସଚିବ
ଭୁବନେଶ୍ୱର : କ୍ୱାରେଣ୍ଟାଇନ ସେଣ୍ଟରଗୁଡିକର ସୁପରିଚାଳନା ନେଇ ଗଂଜାମ ଜିଲ୍ଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହେଲେ ରାଜ୍ୟ ସରକାରଙ୍କ ୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ।
ଜିଲ୍ଲାର ସମସ୍ତ କ୍ୱାରେଣ୍ଟାଇନ ବା ସଙ୍ଗରୋଧ କେନ୍ଦ୍ରରେ ବାହାର ରାଜ୍ୟରୁ…