Latest Odisha News

BREAKING NEWS

Browsing Tag

Corona Virus Update

ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ରୋଗୀ ଚିହ୍ନଟ, ମୋଟ ସଂଖ୍ୟା ୧୦୩ ଛୁଇଁଲା

ଭୁବନେଶ୍ୱର: ଶନିବାର କରୋନା ପଜିଟିଭ୍ ରୋଗୀଙ୍କ ସଂଖ୍ୟା ୧୦୦ ଛୁଇଁଥିବା ବେଳେ ଆଜି ଆଉ ତିନି କରୋନା ପଜିଟିଭ୍ ରୋଗୀ ଚିହ୍‌ନଟ ହୋଇଛନ୍ତି । ଏଥି ସହ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି ବୋଲି ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଟିହ୍ନଟ ହୋଇଥିବା…

ଆଜି ଦିନ ୧୧ଟାରେ ମୋଦୀଙ୍କ ‘ମନ୍ କୀ ବାତ୍‌’

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦିନ ୧୧ଟାରେ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍‌’ ଜରିଆରେ ନିଜ ମତ ରଖିବେ । ଏହି ୬୪ ତମ ଅଧ୍ୟାୟରେ ସେ ଦେଶବ୍ୟାପୀ କରୋନା ସଂକ୍ରମଣ ଭୟରେ ଚାଲିଥିବା ଲକ୍‌ଡାଉନ ପ୍ରସଙ୍ଗରେ ନିଜ ମତ ରଖିବେ । ମନ କୀ ବାତ୍ ନେଇ…

୧୦୦ ଛୁଇଁଲା ଓଡିଶାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା

ଭୁବନେଶ୍ୱର : ଯାଜପୁରରେ ଶନିବାର ୬ ଜଣ କରୋନା ପଜିଟିଭ ଚିହ୍ନଟ ହେବା ସହିତ ଓଡିଶାରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୦୦ ଛୁଇଁଛି । ଏଥି ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟରରେ ସୂଚନା ଦିଆଯାଇଛି । Health Update: 25th April, 2020 Six New Positive Cases in…

ଲକ୍‌ଡାଉନ୍‌ରେ ଦୋକାନ ଖୋଲିବା ନେଇ ନୂଆ ନିର୍ଦ୍ଦେଶ ଜାରି କଲେ ଓଡିଶା ସରକାର 

ଭୁବନେଶ୍ୱର: ଲକ୍‌ଡାଉନ୍‌ରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ, ଔଷଧ ଏବଂ ଜରୁରୀକାଳୀନ ସେବା ଯୋଗାଉଥିବା ଦୋକାନ ଖୋଲା ରହିଥିବାବେଳେ, ଓଡିଶା ସରକାରଙ୍କ ପକ୍ଷରୁ ଆଜି ସଂଶୋଧିତ ନିର୍ଦ୍ଦେଶ ଜାରି କରାଯାଇଛି । କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଗତାକାଲି ଜାରି ହୋଇଥିବା ସଂଶୋଧିକ…

ଯାଜପୁରରେ ସଟ୍‌ଡାଉନ୍ ସ୍ଥିତି ସମୀକ୍ଷା କଲେ ଅତିରିକ୍ତ ପୋଲିସ୍ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ

ଯାଜପୁର: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ସହିତ ଯାଜପୁର ଜିଲ୍ଲାରେ ଜାରିହୋଇଛି ୬୦ ଘଣ୍ଟିଆ ସଟ୍ ଡାଉନ୍ । ଜିଲାରେ ସଟ୍‌ଡାଉନ୍ କଟକଣାକୁ କଡାକଡି ଭାବରେ ଲାଗୁ କରାଯାଉଥିବାବେଳେ ଶୁକ୍ରବାର ସ୍ଥିତିର ସମୀକ୍ଷା କରିଛନ୍ତି ଅତିରିକ୍ତ ପୋଲିସ୍…

ଭଦ୍ରକରେ ପୁଣି ୪ ନୂଆ କରୋନା ପଜିଟିଭ ଚିହ୍ନଟ, ସମସ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍

ଭୁବନେଶ୍ୱର: ଭଦ୍ରକ ଜିଲ୍ଲାରେ ପୁଣି ଚାରି ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ମଧରୁ ତିହିଡି ବ୍ଲକର ଦୁଇ ଜଣ ଓ ଧାମନଗର ବ୍ଲକର ଦୁଇ ଜଣ ବ୍ୟକ୍ତି ରହିଥିବା ବେଳେ ସମସ୍ତେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିବା…

ପ୍ରସିଦ୍ଧ ଖୋର୍ଦ୍ଧା ଗାମୁଛାରୁ ତିଆରି ହେଲା ମାସ୍କ

ଭୁବନେଶ୍ୱର : କରୋନା ସଂକ୍ରମଣ ପରୀପ୍ରେକ୍ଷୀରେ ସରକାରଙ୍କ ପକ୍ଷରୁ ଘରୁ ବାହାରିବା ମାତ୍ରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଏଥି ସହିତ ହାତ ତିଆରି ମାସ୍କର ଚାହିଦା ମଧ୍ୟ ବୃଦ୍ଧି ପାଇଛି । ପୂର୍ବରୁ ସମ୍ବଲପୁରୀ କପଡାରୁ ତିଆରି ମାସ୍କକୁ ଲୋକେ ବେଶ୍ ପସନ୍ଦ କରୁଥିବା ବେଳେ…

କରୋନା ମୁକାବିଲା, ଗୁରୁବାର ରାଜ୍ୟରେ ରେକର୍ଡ ସଂଖ୍ୟକ ୨୪୭୪ ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସ୍ୱାବ ନମୁନା ପରୀକ୍ଷା ଗୁରୁବାର ରେକର୍ଡ କରିଛି । ଗୋଟିଏ ଦିନରେ ୨୪୭୪ଟି ନମୁନା ପରୀକ୍ଷା ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Testing data for April 23,2020 Total Tested : 2474 RMRC: 1241…

କୋଭିଡ୧୯ ପ୍ରସ୍ତୁତି ନୀରିକ୍ଷଣ ପାଇଁ ତିନି ଜିଲ୍ଲା ଗସ୍ତରେ ୫ଟି ସଚିବ

କୋରାପୁଟ: ଦିନିକିଆ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଗସ୍ତରେ ୫ଟି ସଚିବ ଭି. କେ. ପାଣ୍ଡିଆନ । ଆଜି ପ୍ରଥମେ ଜୟପୁରରେ ପହଞ୍ଚି ନୂଆ କରି ପ୍ରସ୍ତୁତ ହୋଇଥିବା କୋଭିଡ ହସ୍ପିଟାଲର ସ୍ଥିତି ପରଖିଥିଲେ । ଏହାପରେ ମାଲକାନଗିରି ଓ ନବରଙ୍ଗପୁରଠାରେ କୋଭିଡ୧୯ ହସ୍ପିଟାଲ ବୁଲି ଦେଖିବେ ।…

୨୭ରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ମୋଦିଙ୍କ ଆଲୋଚନା

ନୂଆଦିଲ୍ଲୀ : ଆସନ୍ତା ୨୭ ତାରିଖରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଲକ୍ ଡାଉନ ଅବଧି ଶେଷ ହେବା ପୂର୍ବରୁ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ବର୍ତ୍ତମାନ ଦେଶରେ ଦ୍ୱିତୀୟ…