Latest Odisha News

BREAKING NEWS

Browsing Tag

Corona Virus Update

୧୦୪କୁ ଫେକ୍ କଲ ଘଟଣାରେ ୩୮ଜଣଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର : ୧୦୪କୁ ଫେକ୍ କଲ ପାଇଁ ଭୁବନେଶ୍ୱରର ସହିଦ ନଗର ଥାନାରେ ପୋଲିସ ପକ୍ଷରୁ ମାମଲା ରୁଜୁ ହୋଇଛି । ମୋଟ ୩୮ ଜଣଙ୍କ ନାଁରେ ଏହି ମାମଲା ରୁଜୁ ହୋଇଛି । କେବଳ ଗୋଟିଏ ନମ୍ବରରୁ ସର୍ବାଧିକ ୨୭୯ ଥର କଲ ଆସିଥିବା ଜଣାପଡିଛି । ରାଜ୍ୟରେ କରୋନା ସଂକ୍ରମଣ ମୁକାବିଲା ନେଇ ସରକାରଙ୍କ…

ଭଦ୍ରକରୁ ଚିହ୍ନଟ ହେଲେ ଆଉ ତିନି କରୋନା ପଜିଟିଭ୍‌, ଓଡିଶାରେ ମୋଟ ସଂଖ୍ୟା ୮୨ ଛୁଇଁଲା

ଭୁବନେଶ୍ୱର : ଭଦ୍ରକରୁ ଚିହ୍ନଟ ହେଲେ ଆଉ ତିନି ନୂଆ କରୋନା ପଜିଟିଭ ରୋଗୀ । ଏହାପରେ ରାଜ୍ୟରେ ଦ୍ୱିତୀୟ ସର୍ବାଧିକ ପଜିଟିଭ ଜିଲ୍ଲା ଭାବରେ ଭଦ୍ରକରେ ସଂଖ୍ୟା ୧୧ରେ ପହଞ୍ଚିଛି । ରାଜ୍ୟରେ ମୋଟ କରୋନା ପଜିଟିଭ୍ ରୋଗୀଙ୍କ ସଂଖ୍ୟା ୮୨ ଛୁଇଁଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

କରୋନା ମୁକାବିଲା: ରାଜ୍ୟର ପ୍ରଥମ ଘରୋଇ କୋଭିଡ୍‌୧୯ ଟେଷ୍ଟିଂ ଲ୍ୟାବ୍ ଭାବେ ଅନୁମତି ପାଇଲା ଆପୋଲୋ ହସ୍ପିଟାଲ୍

ଭୁବନେଶ୍ୱର: କୋଭିଡ୍‌୧୯ ସ୍ୱାବ୍ ନମୁନା ପରୀକ୍ଷଣ ପାଇଁ ରାଜ୍ୟର ପ୍ରଥମ ଘରୋଇ ସଂସ୍ଥା ଭାବେ ରାଜଧାନୀର ଆପୋଲୋ ହସ୍ପିଟାଲ୍‌କୁ ମିଳିଛି ଆଇସିଏମ୍‌ଆର୍ ଅନୁମତି । ଏହାକୁ ମିଶାଇ ରାଜ୍ୟରେ ଆଠଟି ସ୍ଥାନରେ କୋଭିଡ୍‌୧୯ ସ୍ୱାବ୍ ନମୁନା ପରୀକ୍ଷଣ ବ୍ୟବସ୍ଥା ଉପଲବ୍ଧ ହୋଇଛି । ଏଥିସହିତ ମଙ୍ଗଳବାର…

କରୋନା ମୁକାବିଲା, ମଙ୍ଗଳବାର ରାଜ୍ୟରେ ସର୍ବାଧିକ ୨୦୨୭ ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସ୍ୱାବ ନମୁନା ପରୀକ୍ଷା ମଙ୍ଗଳବାର ପ୍ରଥମଥର ପାଇଁ ଦୁଇ ହଜାର ଟପିଛି । ମଙ୍ଗଳବାର ୨୦୨୭ଟି ନମୁନା ପରୀକ୍ଷା ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଥି ମଧ୍ୟରୁ ଆରଏମଆରସିରେ ୧୨୩୪, କଟକ ଏସସିବିରେ ୩୭୮, ଭୁବନେଶ୍ୱରର…

ଓଡିଶାର ୧୦ ଜିଲ୍ଲାରେ ୮୨ କରୋନା ପଜିଟିଭ୍‌, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ

ଭୁବନେଶ୍ୱର: ଭଦ୍ରକର ନୂଆ ତିନି କରୋନା ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୮୨ରେ ପହଞ୍ଚିଛି । ଏଥି ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ବିଶେଷ କରି ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ୪୬ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ଜିଲ୍ଲା ଭାବେ ଭଦ୍ରକରେ ୧୧ଜଣ କରୋନା…

ଭାରତରେ କୋଭିଡ ୧୯ ସଂକ୍ରମିତଙ୍କ ମଧ୍ୟରେ ଅଛନ୍ତି ୧୦୦ ଜଣ ୧୨ବର୍ଷରୁ କମ୍ ପିଲା

ନୂଆଦିଲ୍ଲୀ : ଭାରତରେ କୋଭିଡ ୧୯ ସଂକ୍ରମଣର ଶିକାର ହେଉଛନ୍ତି ୧୨ ବର୍ଷରୁ କମ୍ ପିଲା । ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ବିଭିନ୍ନ ରାଜ୍ୟରେ ୧୨ ବର୍ଷରୁ କମ ପ୍ରାୟ ୧୦୦ଜଣ ପିଲା ସଂକ୍ରମିତ ହୋଇଥିବା ଜଣାପଡିଛି । ପିଲାମାନେ ସଂକ୍ରମିତ ହେଲେ ସେମାନଙ୍କଠାରେ…

ସରକାର ହେଲିକ୍ୟାପ୍ଟରରୁ ଲୋକଙ୍କ ପାଇଁ ଟଙ୍କା ପକାଇବା ଖବର ଏକ ଗୁଜବ, ସତ୍ୟତା ନାହିଁ

ଭୁବନେଶ୍ୱର: କରୋନା ସଂକ୍ରମଣ ପରୀପ୍ରେକ୍ଷୀରେ ଦେଶବ୍ୟାପୀ ଲକ୍ ଡାଉନ ଜାରି ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ବିବିଧ ପ୍ରକାରର ଗୁଜବ ଓ ମିଥ୍ୟା ଖବର ଭାଇରାଲ ହେଉଥିବା ଦେଖିବାକୁ ମିଳୁଛି । ଏହିଭଳି ସମୟରେ ସରକାରଙ୍କ ପକ୍ଷରୁ ହେଲିକ୍ୟାପ୍ଟରରୁ ଲୋକଙ୍କ ପାଇଁ ଟଙ୍କା ପକାଇବେ ବୋଲି ଏକ ମିଛ…

ସାମାଜିକ ଦୂରତ୍ୱ ନେଇ ରାଜଧାନୀରେ ସଚେତନ କରୁଛନ୍ତି କଳାକାର

ଭୁବନେଶ୍ୱର : କରୋନାକୁ ନେଇ ସବୁ ସ୍ତରରେ ଲୋକଙ୍କୁ ସଚେତନ କରାଯାଉଛି । ଏବେ ରାଜଧାନୀର ରାଜରାସ୍ତା ଓ ହାଟ ବଜାରରେ ଲୋକଙ୍କୁ ସଚେତନ କରିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ଏକ ଅଭିନବ ଉପାୟ ଅବଲମ୍ବନ କରାଯାଇଛି । ଏକକ ଅଭିନୟ(ମାଇମ୍‌) ତଥା ଥିଏଟର କଳାକାର ଚିତ୍ତରଂଜନ ଶତପଥୀ ନିଜ ଅଭିନୟ…

ଓଡିଶାରେ ଆଉ ଚାରି ନୂଆ କରୋନା ପଜିଟିଭ ଚିହ୍ନଟ, ମୋଟ ସଂଖ୍ୟା ୫୪ ରେ ପହଞ୍ଚିଲା

ଭୁବନେଶ୍ୱର : ରାଜ୍ୟରେ ଶନିବାର ଆଉ ୪ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହ ଓଡିଶାରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ଏ ପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ ରୋଗୀଙ୍କ…

ରାଜ୍ୟର ଆଉ ୧୦ କରୋନା ପଜିଟିଭ ରୋଗୀ ସୁସ୍ଥ ହେଲେ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଖୁସି ଖବର ଆସିଛି । ପୂର୍ବରୁ ଦୁଇ କରୋନା ପଜିଟିଭ ରୋଗୀ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଆଜି ଆଉ ୧୦ ଜଣ ରୋଗୀଙ୍କ କୋଭିଡ୧୯ ନମୁନା ନେଗେଟିଭ ଆସିଥିବା ବିଭାଗ ପକ୍ଷରୁ ସୂଚନା…