ଝିଅ ମୃତ୍ୟୁର ଦୁଇଦିନ ପରେ କାମରେ ଯୋଗ ଦେଲେ ହୋମଗାର୍ଡ ମାଆ
ଭୁବନେଶ୍ୱର: କର୍ତ୍ତବ୍ୟ ଆଗରେ ହୋମଗାର୍ଡ ମାଆ ଭୁଲିଗଲା ଝିଅକୁ ହରାଇଥିବାର ଦୁଃଖ । ଝିଅ ମୃତ୍ୟୁର ଦୁଇ ଦିନ ପରେ ଯୋଗ ଦେଲା କରୋନା ଡ୍ୟୁଟିରେ ।
ଏହି ମାଆ ଜଣଙ୍କ ହେଲେ ଗୌରି ବେହେରା । ପୁରୀ ପିପିଲି ଥାନାରେ ହୋମଗାର୍ଡ ଭାବେ କାମ କରନ୍ତି । ପରିବାର କହିଲେ ୧୩ ବର୍ଷର ଝିଅ ଲୋପାମୁଦ୍ରା,…