Latest Odisha News

BREAKING NEWS

Browsing Tag

Corona Virus

ଶ୍ରୀଲଙ୍କା କ୍ରିକେଟ ଦଳର ଡାଟା ଆନାଲିଷ୍ଟଙ୍କୁ କରୋନା, ଭାରତ ବିପକ୍ଷରେ ବି’ ଟିମ୍ ଖେଳିପାରେ !

କଲମ୍ବୋ: ବ୍ୟାଟିଂ କୋଚ ଗ୍ରାଂଟ ଫ୍ଲାୱାରଙ୍କ ପରେ ଶୁକ୍ରବାର ଶ୍ରୀଲଙ୍କା କ୍ରିକେଟ ଦଳର ଡାଟା ଆନାଲିଷ୍ଟ ଜିଟି ନିରୋଶାନଙ୍କ କରୋନା ପଜିଟିଭ ଥିବା ଜଣାପଡିଛି । ଫଳରେ ଭାରତ-ଶ୍ରୀଲଙ୍କା ସିରିଜ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି । ଶ୍ରୀଲଙ୍କା ଟିମର ଅଧିକାଂଶ ଖେଳାଳି ଏମାନଙ୍କ ସଂସ୍ପର୍ଶରେ…

ସଂକ୍ରମିତ ସ୍ଥାନ ଉପରେ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ନଜର

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ । ସ୍ଥିତି ସ୍ବାଭାବିକ୍ ହେଉଥିବା ବେଳେ ଏବେ ଯେଉଁ ସ୍ଥାନରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସେସବୁ ସ୍ଥାନ ଉପରେ କଡ଼ା ନଜର ରଖିଛନ୍ତି ରାଜ୍ୟ ସରକାର । ତେବେ ଆକ୍ରାନ୍ତ ସଂଖ୍ୟା ବଢିବା ଓ କମିବା ନେଇ ଭୟଭୀତ ହେବାର…

ଇଂଲଣ୍ଡ କ୍ରିକେଟ ଦଳର ୩ ଖେଳାଳି ସମେତ ୭ ଷ୍ଟାଫ କରୋନା ସଂକ୍ରମିତ, ବିପଦ ଘନେଇଲା ଭାରତ ବିପକ୍ଷ ସିରିଜ ଉପରେ

ଲଣ୍ଡନ: ପାକିସ୍ତାନ ବିପକ୍ଷ କ୍ରିକେଟ ସିରିଜ ଅବସରରେ ଇଂଲଣ୍ଡର ୩ ଖେଳାଳିଙ୍କ ସମେତ ୭ ଷ୍ଟାଫ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ସଂକ୍ରମିତ ଖେଳାଳି ଏବଂ ଷ୍ଟାଫଙ୍କୁ ଆଇସୋଲେଶନରେ ରଖାଯାଇଛି । ପାକିସ୍ତାନ ବିପକ୍ଷ ସିରିଜ ପରେ ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ…

ଟିକା ନେଇନଥିବା ଯୋଗୁ ୯୯.୨ ପ୍ରତିଶତ ଆମେରିକୀୟ କରୋନାରେ ପ୍ରାଣ ହରାଇଛନ୍ତି; ଡା. ଫାଉସୀ

ନୂଆଦିଲ୍ଲୀ: ଆମେରିକାର ସର୍ବୋଚ୍ଚ ସଂକ୍ରାମକ ରୋଗ ବିଶେଷଜ୍ଞ ଡା. ଆନ୍ଥୋନୀ ଫାଉସୀ ଦାବି କରିଛନ୍ତି ଯେ ଆମେରିକାରେ ସମ୍ପ୍ରତି କରୋନା ମୃତ୍ୟୁର ୯୯ ପ୍ରତିଶତରୁ ଅଧିକ ଟିକାକୃତ ନୁହେଁ। ଏକ ସାକ୍ଷାତକାରରେ ଡା. ଫାଉସି କହିଛନ୍ତି ଯେ ଜୁନ୍ ମାସରେ କରୋନା ସମ୍ବନ୍ଧୀୟ ମୃତ୍ୟୁହାର ୯୯.୨…

କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର : କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲାପାଳ, ମେଡିକାଲ କଲେଜ, ମ୍ୟୁନିସିପାଲ କମିଶନରଙ୍କୁ ଦିଆଯାଇଛି ନିର୍ଦ୍ଦେଶ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ।…

ପ୍ରଥମ କରୋନା ମାମଲା ଡିସେମ୍ବର ନୁହେଁ ଅକ୍ଟୋବର ୨୦୧୯ରେ ଚିହ୍ନଟ ହୋଇଥିଲା; ରିପୋର୍ଟ

ନୂଆଦିଲ୍ଲୀ: ସୂଚନା ଅନୁଯାୟୀ ଚୀନ୍‌ର ଉହାନ ସହରରୁ ସାରା ବିଶ୍ବକୁ ବ୍ୟାପିଥିବା ମାରାତ୍ମକ କରୋନା ଭୂତାଣୁ ଏବେ ଥମିବାର ନାଁ ନେଉନାହିଁ। ରଙ୍ଗ ବଦଳେଇ ଚାଲିଛି ମାରାତ୍ମକ ଭୂତାଣୁ। ଏକ ନୂତନ ଅଧ୍ୟୟନ ଅନୁଯାୟୀ କୋଭିଡ୍-୧୯ ସୃଷ୍ଟି କରୁଥିବା ଭୂତାଣୁ ଡିସେମ୍ବର ନୁହେଁ ବରଂ ଅକ୍ଟୋବର ୨୦୧୯‌ରୁ…

ବ୍ରାଜିଲରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧ ଲକ୍ଷ ୧୫ ହଜାର ୨୨୮ କରୋନା ଆକ୍ରାନ୍ତ

ବ୍ରାଜିଲ : ବିଭିନ୍ନ ରାଷ୍ଟ୍ରରେ ପୁଣି ଚିନ୍ତା ବଢାଇଲାଣି କିଲର ଭାଇରସ । ଏହି କ୍ରମରେ ବ୍ରାଜିଲରେ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୧ ଲକ୍ଷ ୧୫ ହଜାର ୨୨୮ କରୋନା ଆକ୍ରାନ୍ତ । କରୋନା ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ପୁଣି ଦେଖାଦେଇଛି ଆତଙ୍କ । ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି-…

ସାବରମତି ନଦୀ ଜଳରେ କରୋନା ଭୂତାଣୁ ଚିହ୍ନଟ!

ଅହମ୍ମଦାବାଦ: ଅହମ୍ମଦାବାଦର ସାବରମତି ନଦୀରୁ ନିଆଯାଇଥିବା ଜଳ ନମୁନାରେ ମହାମାରୀ କରୋନା ଭୂତାଣୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସହରର କାଙ୍କ୍ରିଆ ଏବଂ ଚାନ୍ଦୋଲା ହ୍ରଦରୁ ନିଆଯାଇଥିବା ନମୁନାରେ ମଧ୍ୟ ଏହି ଭୂତାଣୁ ଦେଖିବାକୁ ମିଳିଛି। ସାବରମତି ନଦୀ, ଚାନ୍ଦୋଲା ଏବଂ କାଙ୍କ୍ରିଆ ହ୍ରଦରୁ…

ମିଆଁମାରରେ ୩ଟି ନୂତନ ପ୍ରକାରର କରୋନା ଭୂତାଣୁ ଚିହ୍ନଟ

ନୂଆଦିଲ୍ଲୀ: ମିଆଁମାରରେ ୩ଟି ନୂତନ ପ୍ରକାରର କରୋନା ଭୂତାଣୁ ଚିହ୍ନଟ ହୋଇଛି। ରିପୋର୍ଟ ଅନୁଯାୟୀ, ଦକ୍ଷିଣ ପୂର୍ବ ଏସୀୟ ଦେଶରେ ଆଲଫା, ଡେଲଟା ଏବଂ କାପା ଷ୍ଟ୍ରେନ୍‌ର ୧୧ ଟି ମାମଲା ରିପୋର୍ଟ ହୋଇଛି। ୧୧ ଟି ମଧ୍ୟରୁ ଗୋଟିଏ ୟାଙ୍ଗନ୍ ଏବଂ କାଲେରେ, ଚାରିଟି ମାନ୍ଦାଲେ, ତିନୋଟି ଦକ୍ଷିଣ…

ଅକ୍ଷୟ କୁମାରଙ୍କ କରୋନା ଟିପ୍ସ; ଦେଖନ୍ତୁ ଭିଡିଓ

ମୁମ୍ବାଇ: କରୋନାକୁ ନେଇ ଟିପ୍‌ ଦେଇଛନ୍ତି ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର। ସେ ସୋସିଆଲ୍‌ ମିଡିଆରେ ଏକ ଭିଡିଓ ସେୟାର କରି ତାଙ୍କ ପ୍ରଶଂସକମାନଙ୍କୁ କୋଭିଡ୍‌ ଟିପ୍‌ ପ୍ରଦାନ କରିଛନ୍ତି। କରୋନାର ଲକ୍ଷଣ ଦେଖାଯିବା ସମୟରେ ଏବଂ ରୋଗ ନିର୍ଣ୍ଣୟ ହେବା ପରେ କେଉଁ ସବୁ ଆଚରଣ ଅନୁସରଣ…