ମହାମାରୀ କରୋନା ନେଲା ଆଉ ୧୭ ଜୀବନ, ଖୋର୍ଦ୍ଧା ଓ ଅନୁଗୁଳରୁ ସର୍ବାଧିକ
ଭୁବନେଶ୍ୱର: କରୋନା ମୃତ୍ୟୁରେ ରୋକ୍ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୧୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ମୃତ୍ୟୁସଂଖ୍ୟା ୨୨୩୨କୁ ବୃଦ୍ଧି ପାଇଛି । ଅନୁଗୁଳ ଓ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି ।…