Latest Odisha News
Browsing Tag

Coronavirus

ଗଞ୍ଜାମ କୋଭିଡ୍: ତିନି ମାସରେ ୨ରୁ ୧୦ ହଜାର କରୋନା କେସ୍

ଗଞ୍ଜାମ: ୧୦ ହଜାର ପାର କରିଛି ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୩୬୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୩୬୪କୁ ବୃଦ୍ଧି ପାଇଛି । ତିନି ମାସରେ ଦୁଇରୁ ଦଶ ହଜାର ଗଞ୍ଜାମ ଜିଲ୍ଲାରେ ପ୍ରବାସୀ…

ଆମେରିକାରେ କୋଭିଡ୍ ପଜିଟିଭ ଚିହ୍ନଟ କୁକୁରର ମୃତ୍ୟୁ !

ନ୍ୟୁୟର୍କ: ଆମେରିକାରେ କରୋନା ପଜିଟିଭ୍ ଚିହ୍ନଟ ପ୍ରଥମ କୁକୁରର ମୃତ୍ୟୁ ହୋଇଛି । ତାର ବୟସ ସାତ ବର୍ଷ ହେବ । ନାଁ ଥିଲା ବଡି । ଜର୍ମାନ ସେଫାର୍ଡ ପ୍ରଜାତିର କୁକୁରଟି ଗତ ଏପ୍ରିଲକୁ ଅସୁସ୍ଥ ଥିଲା । କରୋନା ସଂକ୍ରମିତ କୁକୁରର ମୃତ୍ୟୁ ନେଇ ଆମେରିକାର ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ।…

୨୪ ଘଣ୍ଟାରେ ରେକର୍ଡ ୫୫ ହଜାର କରୋନା ପଜିଟିଭ୍, ୭୭୯ ମୃତ

ନୂଆଦିଲ୍ଲୀ: ଦେଶରେ ୧୬ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗୋଟିଏ ଦିନରେ ପୁଣି ଦେଶରେ ନୂଆ ରେକର୍ଡ । ଏକାଥରକେ ପଜିଟିଭ୍ କେସ୍ ୫୫ ହଜାର ପାର । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୫ ହଜାର ୭୯ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ…

କରୋନା ଋଣରେ କିଣାଗଲା ଦାମୀ ଗାଡି, ଗିରଫ କମ୍ପାନୀ ମାଲିକ !

ଭୁବନେଶ୍ୱର: କରୋନାରେ ଭାଙ୍ଗିପଡିଛି ଅର୍ଥନୈତିକ ସ୍ଥିତି । ସରକାର ଦେଇଥିଲେ ରିଲିଫ ଫଣ୍ଡ । ହେଲେ ନିଜ କର୍ମଚାରୀଙ୍କୁ ସହାୟତା ଦେବା ବଦଳରେ ଏକ ଦାମୀ ଗାଡି କିଣି ଗିରଫ ହୋଇଛନ୍ତି ଜଣେ କମ୍ପାନୀ ମାଲିକ । ଏଭଳି ଏକ ଘଟଣା ସାରା ବିଶ୍ୱରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । କରୋନା…

ଋଷ ଦେବ ପ୍ରଥମ କରୋନା ଟିକା, ଅଗଷ୍ଟ ୧୦ ସୁଦ୍ଧା ବଜାରକୁ ଆସିବା ସମ୍ଭାବନା

ମସ୍କୋ: କରୋନା ସଂକଟ ଭିତରେ ଭଲ ଖବର । ଟିକା ନେଇ ନୂଆ ଆଶା ଦେଖାଇଛି ଋଷ୍ । ଦୁଇ ସପ୍ତାହରୁ କମ୍ ସମୟ ଭିତରେ ଦୁନିଆର ପ୍ରଥମ କରୋନା ଟିକାକୁ ମଞ୍ଜୁରୀ ଦେବା ନେଇ ସୂଚନା ମିଳିଛି । ବିଶ୍ୱରେ ପ୍ରଥମ ଦେଶ ଭାବରେ କରୋନା ଭ୍ୟାକସିନକୁ ମଞ୍ଜୁରୀ ଦେବ ଋଷିଆ । ଏଥିପାଇଁ ପ୍ରସ୍ତୁତି ସରିଥିବା…

ମହାରାଷ୍ଟ୍ରରେ ୩ ଲକ୍ଷ ଟପିଲା କରୋନ୍ କେସ୍, ମୁମ୍ୱାଇରେ ଲକ୍ଷେ

ମୁମ୍ୱାଇ: ଦେଶରେ କରୋନାର ହଟସ୍ପଟ ପାଲଟିଛି ମହାରାଷ୍ଟ୍ର । ସବୁଠୁ ଅଧିକ ସଂକ୍ରମିତ ରାଜ୍ୟ । ୩ ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ମହାରାଷ୍ଟ୍ରରୁ ୮ ହଜାର ୩୪୮ ଭୂତାଣୁ ସଂକ୍ରମିତ ବାହାରିଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୩୭କୁ…

ମହାରାଷ୍ଟ୍ରର ପ୍ରଥମ ମହିଳା ନିର୍ବାଚନ କମିଶନରଙ୍କ କରୋନାରେ ମୃତ୍ୟୁ

ମୁମ୍ବାଇ: ମହାରାଷ୍ଟ୍ରର ପ୍ରଥମ ମହିଳା ନିର୍ବାଚନ କମିଶନର ନୀଳା ସତ୍ୟନାରାୟଣଙ୍କର କରୋନାରେ ମୃତ୍ୟୁ ହୋଇଛି । ମୁମ୍ୱାଇର ସେଭେନ୍ ହିଲ୍ସ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ନୀଳା ସତ୍ୟନାରାୟଣ ହେଉଛନ୍ତି କରୋନା ସଂକ୍ରମିତ…

ଆଉ ୪୫୬ ନୂଆ ଆକ୍ରାନ୍ତଙ୍କ ସହ ରାଜ୍ୟରେ ସାଢ଼େ ୯ ହଜାର ଟପିଲା କରୋନା ମାମଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୫୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬ ରେ ପହଞ୍ଚିଛି ।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।…

କରୋନା ପଜିଟିଭ ଚିହ୍ନଟ ହେଲେ କଟକ ଏସସିବିର ୭ କର୍ମଚାରୀ

କଟକ: ରବିବାର ଦିନ କଟକ ଜିଲ୍ଲାରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରେ ଅଛନ୍ତି ଏସସିବି ମେଡିକାଲର ୭ ଜଣ କର୍ମଚାରୀ ।ଏନେଇ ସରକାରୀ ସୂତ୍ରରୁ ରିପୋର୍ଟ ପ୍ରକାଶ। ଏସସିବି କର୍ମଚାରୀଙ୍କ ବ୍ୟତୀତ ହସ୍ପିଟାଲର ଆଇସୋଲେସନ ୱାର୍ଡର ୪ ରୋଗୀ ଏବଂ ଶିଶୁ ଭବନର ଜଣେ ଶିଶୁ…

ସାଇ ଇଣ୍ଟରନ୍ୟାସନାଲ୍ ପକ୍ଷରୁ ଲଞ୍ଚ୍ ହେଲା ‘ସାଇ କ୍ଲାଉଡ଼ ସ୍କୁଲ ୩.୦ ଅନଲାଇନ ଲର୍ଣ୍ଣିଂ ପ୍ଲାଟଫର୍ମ’

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ୍ ଏଜୁକେଶନ ଗ୍ରୁପ ପକ୍ଷରୁ ଶୁକ୍ରବାର ଦିନ ସାଇ କ୍ଲାଉଡ଼ ସ୍କୁଲ ୩.୦ ଅନଲାଇନ ଲର୍ଣ୍ଣିଂ ପ୍ଲାଟଫର୍ମ ଲଞ୍ଚ୍ ହୋଇଛି । ଦୁଇଦିନ ଧରି ଶିକ୍ଷକ ଓ ସହଯୋଗୀ ଷ୍ଟାଫମାନଙ୍କର ଡିଜିଟାଲ୍ ଟ୍ରେନିଂ ପରେ ଛାତ୍ରଛାତ୍ରୀଙ୍କ ଲାଗି କ୍ଲାଉଡ଼ ସ୍କୁଲ ଖୋଲିଥିଲା,…