Latest Odisha News

BREAKING NEWS

Browsing Tag

Coronavirus

ଅନୁଗୁଳରେ ୬ ବର୍ଷର ନାବାଳକ କରୋନା ପଜିଟିଭ୍ ଚିହ୍ନଟ

ଅନୁଗୁଳ: ଅନୁଗୁଳ ବ୍ଲକ ଅନ୍ତର୍ଗତ ଏକ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଆଜି ଏକ ୬ ବର୍ଷର ବାଳକ କରୋନା ଆକ୍ରାନ୍ତ ହୋଇଥିବାର ଜିଲ୍ଲା ପ୍ରଶାସନ ସୂତ୍ରରୁ ପ୍ରକାଶ। ଉକ୍ତ ବାଳକ ନିଜ ପିତାମାତାଙ୍କ ସହ ମହାରାଷ୍ଟ୍ରରୁ ଫେରି ସଂଗରୋଧରେ ଥିଲେ।ଆଜି ତାଙ୍କ ନମୁନା ପଜିଟିଭ ଜଣାପଡ଼ିଛି ବୋଲି…

ଲକ୍ ଡାଉନ୍‌ର ମାଡ଼ ଉପରେ ଆର୍ଥିକ ପ୍ୟାକେଜ୍‌ର ଉପହାସ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଆମ ଓଡ଼ିଆରେ ଗୋଟେ କଥା ଅଛି, ‘ଉପରେ ପାଣି ଦେଇ ଭିତରେ ଚେର କାଟିବା’ । ଏହାର ଅର୍ଥ ହେଉଛି, ଲୋକଙ୍କୁ ଲାଗୁଥିବ ପାଣି ଦେଇ ଗଛକୁ ବଂଚାଯାଉଛି, କିନ୍ତୁ ଅସଲରେ ଭିତରେ ଚେର କାଟି ଗଛକୁ ମାରିବାର ବ୍ୟବସ୍ଥା କରାଯାଉଥିବ । ଲକ୍ ଡାଉନ୍‌ର…

ଜଡଜଗତରେ ଜଡିତ ହେବାକୁ ଏ ଜୀବଜଗତ…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଆମେ ପ୍ରକୃତି ସହିତ ଖେଳ ଖେଳିଲେ । ଏବେ ପ୍ରକୃତିର ଭୟଙ୍କର ଖେଳ ଆରମ୍ଭ ହୋଇଯାଇଛି । ଆମେ ଆମର ବଡିମା ଦେଖାଇବା ପାଇଁ ମାଟି, ପାଣି, ପବନ, ଆକାଶକୁ ଅକ୍ତିଆରରେ ଆଣିବାପାଇଁ ନୂଆ ନୂଆ ଯନ୍ତ୍ରପାତି, ମାରଣାସ୍ତ୍ର ବ୍ୟବହାର କଲେ । ଧରଣୀବକ୍ଷକୁ…

ନୂଆପଡ଼ା ଜିଲ୍ଲାରେ ୧୨ ନୂଆ କରୋନା ପଜିଟିଭ୍ ଚିହ୍ନଟ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଶୁକ୍ରବାର ଦିନ ୧୨ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନ୍ୟ ରାଜ୍ୟରୁ ଫେରିବା ପରେ ଏହି ୧୨ ଜଣ ବ୍ୟକ୍ତି ଜିଲ୍ଲାର ବିଭିନ୍ନ କ୍ୱାରେଣ୍ଟାଇନ୍ ସେଣ୍ଟର ଆଇସୋଲେସନରେ ରହିଥିଲେ । ଏନେଇ ସୂଚନା ପ୍ରଦାନ କରିଛନ୍ତି ନୂଆପଡ଼ା ଜିଲ୍ଲାପାଳ । ଅଧିକ ପଢନ୍ତୁ:…

ମହରଗରୁ କାନ୍ତାରରେ ଆମ ପ୍ରବାସୀ ଶ୍ରମିକ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଭାରତ ସରକାର କରୋନା ମହାମାରୀ ପାଇଁ ଲକ୍‌ଡାଉନ୍ ଚତୁର୍ଥ ପର୍ଯ୍ୟାୟରେ ସବୁ ଶ୍ରେଣୀର ଜନଗଣ ଗଭୀର ସମସ୍ୟାରେ ପଡିଛନ୍ତି । ଦେଶର ଶ୍ରମଜୀବିଙ୍କ ଜୀବନ ଜୀବିକା ଠପ୍ ହୋଇଯାଇଛି । ସେମାନଙ୍କ ଦୁର୍ଦ୍ଦଶା କହିଲେ ନସରେ । ସାରା ଦେଶରେ କାର୍ଯ୍ୟରତ…

ବଞ୍ଚିବାକୁ ହେବ ଭୂତାଣୁ ସହ

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ ଓଡ଼ିଶାରେ ମହାମାରୀ କୋଭିଡ-୧୯ ର ସଂକ୍ରମଣକୁ ରୋକିବା ଲାଗି ଦୀର୍ଘ ୬୮ ଦିନର ଲକ୍ ଡାଉନ୍ ଶେଷହେବ ମେ’ ୩୧ ତାରିଖରେ| ସାରା ଭାରତରେ ଏହି ଅବରୋଧ ମାର୍ଚ୍ଚ ୨୫ରୁ ଜାରି କରାଯାଇଥିବା ଯୋଗୁ ସଂକ୍ରମଣର ବ୍ୟାପ୍ତିକୁ ନିୟନ୍ତ୍ରଣ କରିବା ସମ୍ଭବ…

କରୋନା ପରବର୍ତ୍ତୀ ସମୟରେ ବେକାରୀ ସମସ୍ୟା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… କରୋନାର ଆତଙ୍କରେ ସାରା ବିଶ୍ୱ ଏବେ ଆତଙ୍କିତ । କରୋନା ଭୂତାଣୁକୁ ନେଇ କେବଳ ମଣିଷର ସ୍ୱାସ୍ଥ୍ୟ ପ୍ରଭାବିତ ହୋଇନି, ସାରା ଜନଜୀବନ ଠପ୍ ହୋଇଯାଇଛି । ସାରା ବିଶ୍ୱର ଅର୍ଥନୈତିକ ପରିସ୍ଥିତି ଉପରେ କରୋନା ମାଡ଼ ଖୁବ୍ ଜୋର୍‌ରେ ପଡ଼ିଛି ।…

ଦ୍ରୁତଗତିରେ ଚାଲିଛି ରଥ ନିର୍ମାଣ; କୋଭିଡ-୧୯ ଟେଷ୍ଟ୍ ଲାଗି ସଂଗ୍ରହ ହେଲା ସ୍ୱାବ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ରଥଖଳାରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ । ରଥନିର୍ମାଣ କାର୍ଯ୍ୟରେ ନିୟୋଜିତ ରହିଥିବା ସମସ୍ତ ନିର୍ମାଣ ସେବକମାନଙ୍କଠାରୁ ସ୍ୱାବ୍ ଟେଷ୍ଟ ଲାଗି ନମୂନା ସଂଗ୍ରହ କରାଯାଇଛି । ବୁଧବାର ଦିନ ରଥ ନିର୍ମାଣ କାର୍ଯ୍ୟରେ…

ଯାଜପୁରରେ ଆଉଜଣେ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି

ଯାଜପୁର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି । ଆଜି ଗୋଟିଏ ଦିନରେ ଓଡ଼ିଶାରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ଚୀନ୍ ଲ୍ୟାବ୍‌ରୁ ହିଁ ବ୍ୟାପିଛି କରୋନା ଭୂତାଣୁ: ଆମେରିକା

ୱାଶିଂଟନ: ପୂର୍ବରୁ ଆମେ କହି ଆସୁଛୁ ଯେ, ଚୀନର ଉହାନସ୍ଥିତ ଏକ ଲାବୋରେଟୋରିରୁ ହିଁ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ବ୍ୟାପିଛି, ସୋମବାର ଦିନ ଏହି ଦୃଢୋକ୍ତି ପ୍ରକାଶ କରିଛି ଆମେରିକା । ‘ଦି ଗାର୍ଡ଼ିଆନ’ରେ ପ୍ରକାଶିତ ଏକ ଖବର ଅନୁଯାୟୀ ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ୍ ପମ୍ପିଓ ଆଜି…