ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଛାଟ: ବିଦା ହେଲେ ଡିଆଇଜିଙ୍କ ସମେତ ୭ ବରିଷ୍ଠ ଅଧିକାରୀ
ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ପୁଣି ନେଲେ ବଡ କାର୍ୟ୍ୟାନୁଷ୍ଠାନ । ଦୁର୍ନୀତି ମାମଲା ଥିବା ଡିଆଇଜି, ଜେଲ ଗୋପବନ୍ଧୁ ମଲ୍ଲିକଙ୍କ ସମେତ ୭ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଏହି ମଧ୍ୟରେ ଅଛନ୍ତି ଇସ୍ପାତ ଓ ଖଣି ବିଭାଗର ୨ ଅଧିକାରୀ, ଜଣେ ସିଡିପିଓ, ଜଣେ…