Latest Odisha News

BREAKING NEWS

Browsing Tag

Couple Suicide

ପ୍ରେମିକଙ୍କ ଆତ୍ମହତ୍ୟାର କିଛି ସମୟ ପରେ ପ୍ରେମିକାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର: ଗଂଜାମ ଜିଲା ଜରଡା ଥାନା ଇଲାକାରେ ମଙ୍ଗଳବାର ସକାଳୁ ଏକ ପ୍ରେମୀ ଯୁଗଳ ଭିନ୍ନଭିନ୍ନ ସ୍ଥାନରେ ଆତ୍ମହତ୍ୟା କରିଛନ୍ତି । ପ୍ରଥମେ ପ୍ରେମିକ ଆତ୍ମହତ୍ୟା କରିଥିଲେ। ଏହାର କିଛି ସମୟ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି । ଘଟଣାଟି ଜରଡା ଥାନା ଠାରୁ ମାତ୍ର ଦୁଇ କିଲୋମିଟର ଦୂର…

କଟକରେ ଅଘଟଣ: ସ୍କୁଲ ବାରଣ୍ଡାରେ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ସ୍କୁଲ ବାରଣ୍ଡାରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ସଦର ଥାନା ଅନ୍ତର୍ଗତ ଶଂଖତରାସ ହାଇସ୍କୁଲ ବାରଣ୍ଡାରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବେକରେ ରଶି ଲଗାଇ ସେମାନେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ନିକଟସ୍ଥ ଗାଁର ହୋଇଥିବା ସୂଚନା…

ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର ଟାଉନ୍: ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଦମ୍ପତିଙ୍କ ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଉତ୍ତରକୁଳ ପଞ୍ଚାୟତ ସୁନ୍ଦରପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକମାନେ ହେଲେ ଦୀପକ କୁମାର ନାଥ ଓ ଅନୀତା ନାଥ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।…