Latest Odisha News

BREAKING NEWS

Browsing Tag

couple

ରେଳ ଧାରଣାରୁ ଦମ୍ପତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

ଯାଜପୁର: ଯାଜପୁର ଜିଲ୍ଲା ଧଉଳିପସି ନିକଟ ରେଳ ଧାରଣାରୁ ସ୍ୱାମୀ, ସ୍ତ୍ରୀଙ୍କ ରକ୍ତାକ୍ତ ମୃତଦେହ ମିଳିଛି । ସନ୍ଦେହ କରାଯାଉଛି ଦମ୍ପତି କୌଣସି କାରଣରୁ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରି ଥାଇ ପାରନ୍ତି । ବୁଧବାର ସନ୍ଧ୍ୟାରେ ଧଉଳିପସି ଓ ଟମକା ରେଲୱେ ଷ୍ଟେସନ୍ ମଧ୍ୟରେ ଏହି ଘଟଣା…

ବନ୍ଧାହେଲେ ଭଣ୍ଡ ବାବା, ସନ୍ତାନ ପ୍ରାପ୍ତି ପାଇଁ ନିଃସନ୍ତାନ ଦମ୍ପତିଙ୍କ ଠାରୁ ଲୁଟିଥିଲେ ୪ ଲକ୍ଷ

କଟକ: ଆପଣଙ୍କର ପିଲା ଛୁଆ ହେଉନି କି ? କଣ ଆପଣ ସନ୍ତାନ ସୁଖରୁ ବଞ୍ଚିତ ? ତେବେ ସାବଧାନ ! ଏଭଳି ଭଣ୍ଡ ବାବାଙ୍କ ଠାରୁ ଦୂରେଇ ରୁହନ୍ତୁ । ନଚେତ୍ ଅର୍ଥ ହାନି ସହ ମାନସିକ କଷ୍ଟ ଆହୁରି ବଢ଼ିଯିବ । କଟକର ଝାଞ୍ଜିରିମଙ୍ଗଳା ଅଞ୍ଚଳରୁ ବାଦାମବାଡ଼ି ପୋଲିସ ଜଣେ ଠକ ବାବାଙ୍କୁ ଗିରଫ କରିଛି । ଗିରଫ…

ପ୍ରେମିକ ଦେଇଥିଲା ପ୍ରେମିକାର ମାଆକୁ କିଡନୀ, ପ୍ରତିରୋପଣ ପରେ ପ୍ରେମିକା ଚମ୍ପଟ୍

ଭୁବନେଶ୍ୱର: ପ୍ରେମ ଓ ପ୍ରେମିକା ପାଇଁ ଅନେକ ଲୋକ ଅପ୍ରତ୍ୟଶିତ ପଦକ୍ଷେପ ନେବାକୁ ପଛାଇନଥାନ୍ତି । ଏମିତି ଅନେକ କାହାଣୀ ଓ ଘଟଣା ରହିଛି ଯେଉଁଠି ପ୍ରେମିକା ପାଇଁ ଜଣେ ପ୍ରେମିକ ତା ଜୀବନକୁ ବି ବାଜି ଲଗାଇଦେଇଛି । ହେଲେ ସମସ୍ତଙ୍କ ପ୍ରେମ କାହାଣୀର ଅନ୍ତ କିନ୍ତୁ ସମାନ ନଥାଏ । ମେକ୍ସିକୋର…

ପ୍ରେମୀଯୁଗଳଙ୍କ ଭିଡିଓ ଭାଇରାଲ୍‌, ଆକ୍ସନ ମୋଡରେ ମାଲକାନଗିରି ପୋଲିସ

ମାଲକାନଗିରି: ପୁଣି ସାମ୍ନାକୁ ଆସିଲା ଭଦ୍ରମୁଖା ସମାଜର କୁତ୍ସିତ ଚେହେରା । ଜଙ୍ଗଲ ମଝିରେ ପ୍ରେମୀଯୁଗଳଙ୍କ ଅନ୍ତରଙ୍ଗ ମୁହୁରତ୍ତ୍ୱର ଭିଡିଓ ଉତ୍ତୋଳନ କରି କିଛି ଯୁବକ ଏହାକୁ ସୋସିଆଲ ମିଡିଆରେ ଭାଇରାଲ୍ କରିଛନ୍ତି । ଏଭଳି ଏକ ଘୃଣ୍ୟ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ମାଲକାନଗିରି ଜିଲ୍ଲା ।…

କାଳିଆ ପ୍ରେମରେ ଋଷୀୟ ଦମ୍ପତି, ଭିସା ସରିଯାଇଥିଲେ ବି ନିଜ ଦେଶକୁ ଫେରିବାକୁ ଅମଙ୍ଗ

ବାଲେଶ୍ୱର: କୁହାଯାଏ ସେ ଭାବର ଠାକୁର ତା ପ୍ରେମରେ ଭକ୍ତ ଅନ୍ଧ ହୋଇଯାଏ । ସିଏ ଯାହା ସାଙ୍ଗେ ଥରେ ଭାବ ଲଗାଇଲା ତାକୁ ସେ ଛାଡି ପାରିବ ନାହିଁ । ଏ କଥା ପ୍ରମାଣ କରିଛନ୍ତି ଏକ ଋଷୀୟ ଦମ୍ପତ୍ତି । ଆଣ୍ଡ୍ରି ନୋଭା ତାତିଆନା ଓରଫ ତେଜସ୍ୱୀନି ଦେବଦାସୀ ଓ ଭୋରୋନୋଭ ଓରଫ ଶକ୍ତି ତତ୍ୱ ଦାସ ଲକ୍…

ଲକ୍‌-ଡାଉନ୍‌ରେ କୂଅ ଖୋଳିପକାଇଲେ ଦମ୍ପତ୍ତି !

ମହାରାଷ୍ଟ୍ର: ମାତ୍ର ୨୧ଦିନରେ ୨୫ ଫୁଟର କୂଅ ଖୋଳିଲେ ଦୁଇ ଜଣ । ଶୁଣିବାକୁ ଅବିଶ୍ୱାସ ଲାଗୁଥିଲେ ବି ମହାରାଷ୍ଟ୍ରରେ ସାମ୍ନାକୁ ଆସିଛି ଏପରି ଏକ ଅନନ୍ୟ ଘଟଣା । ପାଣି ସମସ୍ୟାକୁ ଦୂର କରିବା ପାଇଁ ଏକ ଦମ୍ପତ୍ତି କେବଳ ହାତ ଉପକରଣରେ ଏପରି କାରନାମା କରିଦେଖାଇଛନ୍ତି । Maharashtra:…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କାହିଁକି ମୃତ୍ୟୁକୁ ଆବରଣ କଲେ ଇଟାଲୀୟ ଡାକ୍ତର ଦମ୍ପତ୍ତି ?

ଭୁବନେଶ୍ୱର: ସାରା ବିଶ୍ୱରେ କରୋନାଭାଇରସ୍‌ର ଆତଙ୍କରାଜ । ଏମିତି ସ୍ଥିତିରେ ଅନେକ ଫଟୋ ଓ ଭିଡିଓ ଭାଇରାଲ୍ ସାବ୍ୟସ୍ତ ହେଉଛି । କିଛି ସତ ତ ଆଉ କିଛି ମିଥ୍ୟା ଗୁଜବ ଭାବେ ସୋସିଆଲ୍ ଚର୍ଚ୍ଚା ସାଉଣ୍ଟୁଛି । ଏହି ଫଟୋ ଉପରେ ଟିକେ ନଜର ପକାନ୍ତୁ । କରୋନା ମହାମାରୀ ସହ ଏହି ଫଟୋର ବେଶ ଘନିଷ୍ଠ…