Latest Odisha News

BREAKING NEWS

Browsing Tag

Court

ଏପ୍ରିଲ ୬ରୁ ସକାଳୁଆ ଅଦାଲତ

କଟକ: ଏପ୍ରିଲ ୬ ତାରିଖ ସୋମବାରଠାରୁ ରାଜ୍ୟର ସମସ୍ତ ଜିଲ୍ଲା ଓ ନିମ୍ନ ଅଦାଲତ ସକାଳୁଆ ହେବ। ସକାଳ ୭ରୁ କୋର୍ଟ କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ ସକାଳ ୭ଟା ୩୦ରେ କୋର୍ଟ ଆରମ୍ଭ ହେବ ଏବଂ ଦିନ ୧୦ଟାରୁ ୧୦ଟା ୩୦ ମିନିଟ୍ ପର୍ଯ୍ୟନ୍ତ ବିରତି ରହିବ। ଗ୍ରୀଷ୍ମ ଅବକାଶ…

ଅଲଗା ହେବେ ଧନୁଷ ଓ ଐଶ୍ବର୍ଯ୍ୟା, ୨୭ରେ ଶୁଣାଣି

ହାଇଦ୍ରାବାଦ: ବ୍ୟକ୍ତିଗତ ଜୀବନକୁ ନେଇ ଐଶ୍ୱର୍ଯ୍ୟା ରଜନୀକାନ୍ତ ଏବଂ ଧନୁଷ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଦୁହେଁ ଚେନ୍ନାଇର ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ୨୦୨୨ ମସିହାରେ ସୋସିଆଲ ମିଡିଆରେ ଅଲଗା ହେବା ନେଇ ଘୋଷଣା କରିବା ପରେ ଏହି ଦମ୍ପତି ଛାଡପତ୍ର ପାଇଁ ଆବେଦନ କରିଥିଲେ।…

ପତଞ୍ଜଳିର ଶାକାହାରୀ ଟୁଥପେଷ୍ଟରେ ରହିଛି କି ଆମିଷ ତତ୍ବ, ଜାଣନ୍ତୁ…

ନୂଆଦିଲ୍ଲୀ: ପୁଣି ଅଡୁଆରେ ଯୋଗ ଗୁରୁ ବାବା ରାମଦେବଙ୍କ ପତଞ୍ଜଳି।ପତଞ୍ଜଳିର 'ଦିବ୍ୟ ଦନ୍ତ ମଞ୍ଜନ'କୁ ନେଇ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ଯେଉଁଥିରେ ଦାବି କରାଯାଇଛି ଯେ ଏହି ପ୍ରଡକ୍ଟରେ ନନ୍ ଭେଜ୍ ତତ୍ବ ଅଛି। ଆଡଭୋକେଟ୍ ଯତୁନ୍ ଶର୍ମା ଅଭିଯୋଗ କରିଛନ୍ତି ଯେ…

ଆର.ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲଙ୍କ ପୁନଃ ନିଯୁକ୍ତିକୁ କୋର୍ଟଙ୍କ ଭର୍ତ୍ସନା

କୋଲକାତା: କୋଲକାତାର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ଯା ଘଟଣାରେ ଦିନକୁ ଦିନ ନୂଆ ତଥ୍ଯ ସାମ୍ନାକୁ ଆସୁଛି। ମଙ୍ଗଳବାର ଦିନ ଆର.ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ପ୍ରଫେସର ଡ.ସନ୍ଦୀପ ଘୋଷଙ୍କୁ କୋଲକାତା ନ୍ୟାସନାଲ ମେଡିକାଲ କଲେଜ ଏବଂ ହସ୍ପିଟାଲରେ…

ଚାର୍ଜସିଟ୍‌ ଦାଖଲରେ ପଛୁଆ ପୋଲିସ ! ବିଳମ୍ବିତ ହେଉଛି ଦଣ୍ଡ ବିଧାନ, ଅପରାଧିଙ୍କୁ ମିଳିଯାଉଛି ଜାମିନ

ରାଜ୍ୟରେ ଯେତିକି ଅପରାଧିକ ମାମଲା ରୁଜୁ ହେଉଛି ତାହାର ଅଧା ମାମଲାରେ ବି ଚାର୍ଜସିଟ୍‌ ଦାଖଲ ହୋଇପାରୁ ନାହିଁ । ଯାହାକି ଓଡ଼ିଶା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଛି। ସୂଚନାଯୋଗ୍ୟ, ଚାର୍ଜସିଟ୍‌ ହେଉଛି ସିଆରପିସିର ଧାରା ୧୭୩ ଅନୁଯାୟୀ ମାମଲାର ତଦନ୍ତକାରୀ ପୋଲିସ୍ ଅଧିକାରୀଙ୍କ…

ମନୀଷ ସିସୋଦିଆଙ୍କୁ ନିରାଶ କଲେ ଅଦାଲତ, ଏପ୍ରିଲ ୧୭ ପର୍ଯ୍ୟନ୍ତ ହାଜତ ମିଆଦ ବୃଦ୍ଧି

ନୂଆଦିଲ୍ଲୀ : ମଦ ଦୁର୍ନୀତି ମାମଲାରେ ଛନ୍ଦି ହୋଇ ବିଚାର ବିଭାଗୀୟ ହାଜତରେ ଥିବା ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୋମବାର ନିରାଶ ହେବାକୁ ପଡ଼ିଛି । କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ତଦନ୍ତ କରାଯାଉଥିବା ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ରୌଜ୍‌…

ଜୟନାରାୟଣ ହାଜିର ହୋ ! ୨୦୧୮ ଦିଲେଶ୍ୱର ହତ୍ୟା ମାମଲାରେ ବ୍ୟକ୍ତିଗତ ହାଜର ପାଇଁ କୋର୍ଟଙ୍କ ନୋଟିସ୍

ଭୁବନେଶ୍ୱର : ପ୍ରାୟତଃ ନିଜ ଆଚରଣ ଓ ଉଚ୍ଚାରଣ ପାଇଁ ବିବାଦରେ ରହୁଥିବା ବିଜେପି ବିଧାୟକ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ପାଇଁ ପୁଣି ଅଡୁଆ ବଢିଛି । ୨୦୧୮ ମସିହାର ବହୁ ଚର୍ଚ୍ଚିତ ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ହାଜର ପାଇଁ ଜୟନାରାୟଣଙ୍କୁ ଭୁବନେଶ୍ୱର ଅତିରିକ୍ତ ଦୌରାଜଜ୍ କୋର୍ଟ ନୋଟିସ୍…

ଆସନ୍ତା ମାସଠାରୁ କୋର୍ଟରେ କେସ୍‌ ଲଢ଼ିବ ରୋର୍ବଟ

ନୂଆଦିଲ୍ଲୀ : ଏଣିକି କୋର୍ଟରେ କେସ୍‌ ଲଢ଼ିବ ରୋବର୍ଟ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଆସନ୍ତା ମାସଠାରୁ କୋର୍ଟରେ କେସ୍‌ ଲଢ଼ିବ ରୋବର୍ଟ  । ଆସନ୍ତା ମାସରୁ ଆମେରିକାରେ ରୋବର୍ଟ କେସ ଲଢ଼ିବାର ବାସ୍ତବିକ ଚିତ୍ର ଦେଖିବାକୁ ମିଳିବ । ‘ଡୁନଟ୍‌ପେ’ ନାମକ କମ୍ପାନି ପ୍ରସ୍ତୁତ କରିଥିବା…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା, ହେବ ସାକ୍ଷ୍ୟ ଗ୍ରହଣ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ଓ ଅନୁଭବଙ୍କ ପାରିବାରିକ ବିବାଦ ମାମଲା  । ଆଜି କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା । ପୂର୍ବରୁ ବର୍ଷାଙ୍କୁ ହାଜର ହେବା ପାଇଁ ନୋଟିସ ଦିଆଯାଇଥିବା ବେଳେ ଆଜି କୋର୍ଟରେ ପହଞ୍ଚିଛନ୍ତି ବର୍ଷା ପ୍ରିୟଦର୍ଶନୀ । ଆଜି ବର୍ଷାଙ୍କ…

ଲୀନା ମଣିମେକାଲାଇଙ୍କୁ ପାଇଁ ଅଡ଼ୁଆ : ଅଗଷ୍ଟ ୬ରେ ଶୁଣାଣି

ନୂଆ ଦିଲ୍ଲୀ:  ଫିଲ୍ମ ନିର୍ମାତା ଲୀନା ମଣିମେକାଲାଇଙ୍କୁ ପାଇଁ ଅଡ଼ୁଆ  ।  କାଳୀଙ୍କ ପୋଷ୍ଟର ବିବାଦରେ ସେ ଏବେ ଫସିଯାଇଛନ୍ତି ।  ହିନ୍ଦୁ ଦେବୀଙ୍କୁ ତାଙ୍କ ଆଗାମୀ ଡକ୍ୟୁମେଣ୍ଟାରୀ ଫିଲ୍ମ ପୋଷ୍ଟର ଏବଂ ପ୍ରଚାର ଭିଡିଓରେ ଅତି ବିକୃତ ଢଙ୍ଗରେ ଚିତ୍ରଣ କରିଥିବାରୁ ତାଙ୍କ ନାମରେ କୋର୍ଟରେ…