ସମ ହସ୍ପିଟାଲରେ ଖୁବ ଶୀଘ୍ର ହେବ କୋଭାକସିନର ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷଣ
ଭୁବନେଶ୍ୱର: ଭାରତର ନିଜସ୍ୱ କୋଭିଡ-୧୯ ଟୀକା କୋଭାକସିନର ଦ୍ଵିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସମ ହସ୍ପିଟାଲରେ ଆରମ୍ବ ହେବ। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ଆଇଏମଏସ ଓ ସମ ହସ୍ପିଟାଲରେ ଏ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି।
ପ୍ରଥମ…