Latest Odisha News

BREAKING NEWS

Browsing Tag

Covaxin 2nd Fase Human Trial

ସମ ହସ୍ପିଟାଲରେ ଖୁବ ଶୀଘ୍ର ହେବ କୋଭାକସିନର ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷଣ

ଭୁବନେଶ୍ୱର: ଭାରତର ନିଜସ୍ୱ କୋଭିଡ-୧୯ ଟୀକା କୋଭାକସିନର ଦ୍ଵିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସମ ହସ୍ପିଟାଲରେ ଆରମ୍ବ ହେବ। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ଆଇଏମଏସ ଓ ସମ ହସ୍ପିଟାଲରେ ଏ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି। ପ୍ରଥମ…

ସମ୍ ରେ ଆଜିଠୁ ଦ୍ଵିତୀୟ ପର୍ଯ୍ୟାୟ ଭ୍ୟାକ୍ସିନ ପରୀକ୍ଷଣ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ସମ ହସ୍ପିଟାଲରେ ପରୀକ୍ଷଣ ହେବାକୁ ଯାଉଛି କରୋନା ଟିକା ‘କୋଭାକ୍ସିନ’ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ। ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ପ୍ରାୟ ୭୦ରୁ ୧୦୦ ଜଣ ସ୍ୱେଚ୍ଛାସେବୀଙ୍କ ଶରୀରରେ ଏ ଟିକା ପରୀକ୍ଷଣ କରାଯିବା ନେଇ ସୂଚନା ମିଳିଛି…

ସେପ୍ଟେମ୍ବରରେ ‘କୋଭାକ୍ସିନ୍‌’ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଏହାର ମକୁବାଲି ପାଇଁ ଭାର ଆଂଟି କରୋନା ଭାଇରାସ ଟିକା ଆଣିବା ପାଇଁ ପ୍ରାଣପଣେ ଚେଷ୍ଟା କରୁଛି ଭାରତ । ଭାରତର ବାୟୋଟେକ ଦ୍ୱାରା ପ୍ରସ୍ତୁତ କରୋନା ଟିକା ‘କୋଭାକ୍ସିନ’ର ପ୍ରଥମ ପର୍ଯ୍ୟାୟ ମାନବ ପରୀକ୍ଷଣ ସରିଥିବା ବେଳେ…