ସମ ହସ୍ପିଟାଲରେ ଖୁବଶୀଘ୍ର ଆରମ୍ଭ ହେବ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ
ଭୁବନେଶ୍ୱର : କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ-୧୯ ଭ୍ୟାକସିନ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହେବ |
ଏହି ସ୍ୱଦେଶୀ ଟୀକାକୁ ଭାରତ ବାୟୋଟେକ ଓ ଇଣ୍ଡିଆନ କାଉନସିଲ ଅଫ…