କରୋନା ମୁକାବିଲା; ଆଗାମୀ ୨ ବର୍ଷ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ
ନୂଆଦିଲ୍ଲୀ: ଆଗାମୀ ୨ ବର୍ଷ ପର୍ଯ୍ୟନ୍ତ ସତର୍କ ରହିବାକୁ ପଡ଼ିବ ନହେଲେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯବ। ଏ ନେଇ ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ)ର ଜଣେ ବରିଷ୍ଠ ଅଧିକାରୀ ସାଧାରଣ ନାଗିରକମାନଙ୍କୁ ଚେତାଇ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଆଉ ଏକ…