Latest Odisha News

BREAKING NEWS

Browsing Tag

Covid 19 death

ମୃତ କରୋନା ରୋଗୀଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ମୃତ କରୋନା ରୋଗୀଙ୍କ ପରିବାରକୁ ଓଡିଶା ସରକାର ଆର୍ଥିକ ସହାୟତା ପ୍ରଦାନ କରିବେ। ମଙ୍ଗଳବାର ଗଣମାଧ୍ୟମ ସହିତ କଥାବାର୍ତ୍ତା ବେଳେ ନିର୍ଦ୍ଦେଶକ, ମେଡିକାଲ ଏଜୁକେସନ୍ ଆଣ୍ଡ ଟ୍ରେନିଂ (ଡ଼ିଏମଟି) ସିବିକେ ମହାନ୍ତି କହିଛନ୍ତି। ସେ…

କରୋନାରେ ଚାଲିଗଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ଭୁବନେଶ୍ୱର: ଦିଲ୍ଲୀରେ ଅବସ୍ଥାପିତ ଏବଂ ଓଡିଶାରେ ଜନ୍ମିତ ସାମ୍ବାଦିକ ମନୋଜ ବେବୋର୍ତ୍ତାଙ୍କର ରବିବାର ରାତିରେ କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାରେ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ହୋଇଥିଲା। ମନୋଜ ନ୍ୟୁଜ୍ ୧୮ ରେ ଏକ…

କରୋନାରେ ବରିଷ୍ଠ ସାମ୍ବାଦିକ ରୋହିତ ସର୍ଦ୍ଦାନାଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ମାରାତ୍ମକ କରୋନା ସଂକ୍ରମିତ ହୋଇ ଜଣାଶୁଣା ଟିଭି ସାମ୍ବାଦିକ ରୋହିତ ସର୍ଦ୍ଦାନାଙ୍କ ଶୁକ୍ରବାର ଦିନ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବରିଷ୍ଠ ଟିଭି ସାମ୍ବାଦିକ ରୋହିତଙ୍କୁ ଗୁରୁବାର ମେଟ୍ରୋ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା…

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ

ବଲାଙ୍ଗୀର: କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ। ଓଡ଼ିଶାର ବିଶିଷ୍ଟ ସାମ୍ବାଦିକ ଜତିଶ ଖମାରି ଗୁରୁବାର ଦିନ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ସେ ଓଡିଶାର ବଲାଙ୍ଗୀର ଜିଲ୍ଲାର ପାଟନାଗଡରେ ଅବସ୍ଥିତ ଓଡ଼ିଆ ଖବରକାଗଜ 'ସମ୍ବାଦ' ଏବଂ 'ଡିଡି-୧'ରେ ୨୦…

ରାଜ୍ୟରେ ଆଉ ୧୭ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ସୋମବାର ଦିନ ଆଉ ୧୭ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୧୫୨ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବଲାଙ୍ଗିରରୁ ୨, ଜଗତସିଂହପୁରରୁ ୧, ସୁବର୍ଣ୍ଣପୁରରୁ ୨, ବୌଦ୍ଧରୁ ୧, ବରଗଡରୁ…

କରୋନାରେ ମୃତ୍ୟୁବରଣ କଲେ କଂଗ୍ରେସ ସାଂସଦ ଏଚ୍‌. ବସନ୍ତ କୁମାର

ଚେନ୍ନାଇ: କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା କଂଗ୍ରେସ ସାଂସଦ ଏଚ୍‌. ବସନ୍ତ କୁମାରଙ୍କର ଆଜି ଆପୋଲୋ ହସ୍ପିଟାଲରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବସନ୍ତଙ୍କୁ ଗତ ୧୦ ତାରିଖରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…

ରାଜ୍ୟରେ କୋଭିଡ୍ ମୃତ୍ୟୁଠାରୁ ଦୁର୍ଘଟଣାଜନିତ ମୃତ୍ୟୁ ଅଧିକ

ଭୁବନେଶ୍ୱର: କରୋନା ଯୋଗୁ ରାଜ୍ୟରେ କମିଛି ମୃତ୍ୟୁ ସଂଖ୍ୟା । ଲକଡାଉନ୍ ଓ ସଟଡାଉନ୍ ହେବାରୁ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ପାଖାପାଖି ୫୦ ପ୍ରତିଶତ କମିଛି । କିନ୍ତୁ କୋଭିଡ୍ ଅପେକ୍ଷା ରାଜ୍ୟରେ ଅଧିକ ଲୋକଙ୍କ ଜୀବନ ଦୁର୍ଘଟଣାରେ ଯାଇଛି । ଏହି ସୂଚନା ଦେଇଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ…

ଦେଶରେ ସବୁ ରେକର୍ଡ଼ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୪୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୧୧ ଶହରୁ ଉର୍ଦ୍ଧ୍ବ…

ନୂଆଦିଲ୍ଲୀ: ଭାରତରେ ସବୁ ରେକର୍ଡ ଭାଙ୍ଗି କରୋନା ମହାମାରୀ ଏବେ ଅସମ୍ଭାଳ ସ୍ଥିତିରେ ପହଞ୍ଚି ଯାଇଛି । ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୪୫,୭୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୨୯ ଜଣ ପ୍ରାଣ ହରାଇଛନ୍ତି। ଯାହା ସାଜିଛି ଚିନ୍ତାର କାରଣ । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା…

ଓଡ଼ିଶାର ୧୪ ଜିଲ୍ଲାରୁ ମୁଣ୍ଡ ନେଲାଣି କରୋନା

ଭୁବନେଶ୍ୱର: କରୋନା କାୟା ମାଡୁଛି । ମୁଣ୍ଡ ବି ନେଉଛି । ରାଜ୍ୟରେ ପ୍ରତିଦିନ ଆକ୍ରାନ୍ତଙ୍କ ଜୀବନ ଯାଉଛି । ବର୍ତ୍ତମାନ ସୁଦ୍ଧା ୧୦୩ ଜଣ ଭୂତାଣୁ ସଂକ୍ରମିତ ମୃତ୍ୟୁବରଣ କଲେଣି । ରାଜ୍ୟର ୧୪ ଜିଲ୍ଲାରୁ ମୁଣ୍ଡ ନେଇଛି ଭାଇରସ୍ । ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର, ସୁନ୍ଦରଗଡ଼, ଗଜପତି,…