Latest Odisha News
Browsing Tag

covid 19 outbreak

ଆଉ ୬୦ ହଜାର ନୂଆ ସଂକ୍ରମିତଙ୍କ ସହ ଦେଶରେ ୨୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୬୦,୯୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୪ ଜଣଙ୍କର ଜୀବନ ଯାଇଛି ।…