Latest Odisha News

BREAKING NEWS

Browsing Tag

COVID-19

ରାଜ୍ୟରେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ଖସୁଛି କରୋନ ମିଟର । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁନି । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୯ ଜଣଙ୍କ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି । ୯…

ଆଜିଠୁ ରାଜଧାନୀରେ ଖୋଲୁଛି ଆଉ ୭ ଆହାର କେନ୍ଦ୍ର

ଭୁବନେଶ୍ୱର: ଆଜିଠୁ ଖୋଲୁଛି ରାଜଧାନୀର ବିଭିନ୍ନ ଆହାର କେନ୍ଦ୍ର । ପୂର୍ବରୁ କରୋନା ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିବା ଭୁବନେଶ୍ୱରର ବିଭିନ୍ନ ଆହାର କେନ୍ଦ୍ର ଆଜିଠାରୁ ଖୋଲିବ ବୋଲି ସୂଚନା ମିଳିଛି । ଏବେ ୪ଟି ହସ୍ପିଟାଲ ନିକଟରେ ଥିବା ୫ଟି ଆହାର କେନ୍ଦ୍ର ଚାଲୁଥିବାବେଳେ ରାଜଧାନୀର…

ଆଉ ୧୧ ଜଣଙ୍କୁ ମିଶାଇ କରୋନା ରାଜ୍ୟରୁ ନେଲାଣି ୧, ୩୩୧ ଜୀବନ

ଭୁବନେଶ୍ୱର: ମୁଣ୍ଡ ନେଉଛି ମହାମାରୀ । ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ୯ ଜିଲ୍ଲାରୁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ଜଣେ ୨୬ ଓ ୩୦ ବର୍ଷୀୟ ଯୁବକ । ସୁନ୍ଦରଗଡ଼…

ନଭେମ୍ବର ୨ରୁ ୧୭ଟି ରୁଟ୍‌ରେ ଗଡିବ ‘ମୋ ବସ୍‌’

ଭୁବନେଶ୍ୱର: ନଭେମ୍ବର ୨ରୁ ଭୁବନେଶ୍ୱରର ୧୭ଟି ରୁଟରେ ଗଡିବ ‘ମୋ ବସ୍‌’ । ଏନେଇ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ତଥା କ୍ରୁଟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ରୁଟ୍‌ ନମ୍ବର ୧୧, ୧୨, ୧୬, ୧୭, ୧୮, ୧୯, ୨୦, ୨୨, ୨୩, ୨୪, ୨୫, ୨୭, ୨୮, ୩୦, ୩୩, ୫୦ ଓ ୭୦ରେ ମୋ…

ରାଜଧାନୀରେ କମୁଛି କରୋନା, ହେଲେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ତଳମୁହାଁ ହେଉଛି କରୋନା । ଗତ କିଛି ଦିନ ହେବ ଲଗାତର ଶହେ ତଳେ କରୋନା ରୋଗୀ ଚିହ୍ନଟ ହେଉଛନ୍ତି । ତେବେ କରୋନା ରୋଗୀଙ୍କ ସଂଖ୍ୟା କମିଥିବା ବେଳେ ସ୍ଥାନୀୟ ସଂକ୍ରମଣ କିନ୍ତୁ କମୁନାହିଁ । ଏଠାରେ କ୍ୱାରେଂଟାଇନ୍ ଅପେକ୍ଷା ଲୋକାଲ କଂଟାକ୍ଟ କେସ୍ ଅଧିକ…

ସମସ୍ତଙ୍କୁ ମିଳିବ କରୋନା ଟିକା: ମୋଦି

ନୂଆଦିଲ୍ଲୀ: ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା । କୌଣସି ବି ଜଣେ ଭାରତୀୟ କରୋନା ଟିକାରୁ ବଂଚିତ ହେବେ ନାହିଁ । ଏନେଇ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ କହିଛନ୍ତି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୮…

ରାଜ୍ୟରେ ୧୬୧୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ମିଟର । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ତଳେ ରହୁଛି । ଗତ ୨୪ ଘଂଟାରେ ରାଜ୍ୟରେ୧୬୧୭  ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୯୪୧ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ  ୬୭୬ଟି  ହେଉଛି ଲୋକାଲ୍…

‘ଭୁୁବନେଶ୍ୱରରେ କମୁଛି ସଂକ୍ରମଣ’

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି ସଂକ୍ରମଣ । ତଳମୁହାଁ ହେଉଛି କରୋନା ଗ୍ରାଫ । ଏଠାରେ ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଗତ ୧୦ ଦିନ ହେଲା ରାଜଧାନୀରେ କରୋନା ସଂକ୍ରମଣ ହ୍ରାସ ପାଇଛି । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ବିଏମ୍‌ସି କମିଶନର…

‘ସେକେଣ୍ଡ ୱେଭ ନେଇ ସତର୍କତା ଜରୁରୀ’

ଭୁବନେଶ୍ୱର: ଗଞ୍ଜାମରେ କରୋନାର ସେକେଣ୍ଡ ୱେଭ ଆସିବା ନେଇ ଅଧିକ ସମ୍ଭାବନା ରହିଛି । କାରଣ ସେଠାରେ ସଂକ୍ରମଣ ସଂଖ୍ୟା ପିକ କରି କମିଯାଇଥିଲା । ତେଣୁ ଯଦି ସେଠାରେ ସଂକ୍ରମଣ ବଢେ, ତେବେ ଆମେ ସେକେଣ୍ଡ ୱେଭ ବୋଲି କହିପାରିବା । ସେହିଭଳି ଭୁବନେଶ୍ୱରରେ ବି ସଂକ୍ରମଣ ସଂଖ୍ୟା କମିଯାଇଛି ଯଦି…

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: କରୋନା ନେଲା ପୁଣି ଜୀବନ । ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭୂତାଣୁ। ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ୧୨୮୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏନେି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । https://t.co/jLhVCXz319…